-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଙ୍କ ବିୟୋଗ ରେ ଶୋକସଭା।

27-Dec-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା  )
ଭାରତ ର ଭୁତପୂର୍ବ ପ୍ରଧାନମନ୍ତ୍ରୀ ଡ଼. ମନମୋହନ ସିଂ ଙ୍କ ୯୨ ବର୍ଷ ବୟସ ରେ ଦିଲ୍ଲୀ ଏମ୍ସ ହସ୍ପିଟାଲରେ ପରଲୋକ ଗମନ ଘଟିଛି। କଂଗ୍ରେସ ଶାସନ ରେ ୨ ଥର ପ୍ରଧାନମନ୍ତ୍ରୀ ରହି ନିଜର ଏକ ସ୍ୱତନ୍ତ୍ର ଛାପ ଭାରତ ରାଜନୀତି ଇତିହାସ ରେ ଛାଡି ଦେଇଛନ୍ତି। ତାଙ୍କର ପରଲୋକ ଗମନ ରେ ଭାରତବାସୀ ଙ୍କ ମନରେ ଶୋକ ର ଛାୟା ଖେଳିଯାଇଛି। ଏହି ଅବସରରେ ଦିବଙ୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଙ୍କ ଶୋକସଭା ପାଳନ କୋକସରା ବ୍ଲକ କାର୍ଯ୍ୟାଳୟ ଓ କଂଗ୍ରେସ ଭବନ ରେ କରାଯାଇଥିଲା। ବ୍ଲକ କାର୍ଯ୍ୟାଳୟ ପରିସର ରେ ଅନୁଷ୍ଠିତ ଶୋକସଭା କାର୍ଯ୍ୟକ୍ରମ ରେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଙ୍କ ସଭାପତିତ୍ୱ ରେ ବିଡ଼ିଓ କୋକସରା ଡ଼. ହିମାଞ୍ଚଳ ମାଝୀ, କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ଚାଷୀନେତା ଶିବ ପ୍ରସାଦ ପ୍ରଧାନୀ ସମେତ ବ୍ଲକ ର ବିଭିନ୍ନ ପଞ୍ଚାୟତ ର ଜନ ପ୍ରତିନିଧି ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଦିବଙ୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସେହିପରି କୋକସରା କଂଗ୍ରେସ ଭବନ ରେ ବରିଷ୍ଠ କଂଗ୍ରେସ।ନେତା ନିମାଇଁ ଚରଣ ଧ ଙ୍ଗ ଡା ମାଝୀ, କେଶବ ଚନ୍ଦ୍ର ନାଏକ, କମଳ ଲୋଚନ ନାଏକ, କାମଦେବ ଧଙ୍ଗଡ଼ା ମାଝୀ,ମହେନ୍ଦ୍ର ଧରୁଆ ,ଅରୁଣ ମାଝୀ,ଯୁବନେତା ଲିଙ୍ଗରାଜ ବେହେରା ତ୍ରିଭୁବନ ନାଏକ ,ରୁକଚନ ପୋଢ଼ ,ନବ ନିଆଲ,।ଅଭିମନ୍ୟୁ ପଟ୍ଟନାୟକ,ମୁକେଶ ପଟେଲ ,ଆନନ୍ଦ ପୁଝାରୀ, ନାରିନେତ୍ରୀ ଫୁଲତୋଳା ଖମାରି ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like