-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଦୃପା ଅଙ୍ଗନୱାଡ଼ି କେନ୍ଦ୍ରରେ ବ୍ୟାପକ ଅନିୟମିତତା : ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ସିଡିପିଓଙ୍କ ଅଭିଯୋଗ ଶୁଣାଣି ଶିବିର

27-Dec-2024



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ଅନ୍ତର୍ଗତ କଳାମାଟିଆ ପଞ୍ଚାୟତ ବିଦ୍ରୁପା ଅଙ୍ଗନୱାଡ଼ି କେନ୍ଦ୍ରରେ ବ୍ୟାପକ ଅନିୟମିତତାର ତଦନ୍ତ ଦାବିକରି ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ବରୀ ସିଡିପିଓଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ। ଯାଜପୁର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଜିଲ୍ଲାପାଳ ବରୀ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯେ ତୁରନ୍ତ ଵିଦୃପା ଅଙ୍ଗନୱାଡ଼ି କେନ୍ଦ୍ରରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ କରି ପଦକ୍ଷେପ ନେବା ପାଇଁ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଅପରାହ୍ନରେ ସିଡିପିଓ ସଂଗୀତା ଏଧା ଏବଂ ସୁପର ଭାଇଜର ରେଖମଣୀ ପରିଡ଼ା ବିଦ୍ରୂପା ସରକରି ଉ ପ୍ରା ବିଦ୍ୟାଳୟ ପରିସରରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରେ ପହଞ୍ଚିଥିଲେ ପୂର୍ବରୁ ସେଠାର ଉପସ୍ଥିତ ଶତାଧିକ ମହିଳା ପ୍ରକାଶ କରିଥିଲେ ଯେ ଏହି କେନ୍ଦ୍ରରେ ଶିଶୁ ମାନଙ୍କୁ କେବେ ବି ସକାଳ ଜଳଖିଆ ଦିଆ ଯାଉ ନଥିବା ବେଳେ ଦୀର୍ଘ ଦିନ ହେଵ ଏଠାରେ ରୋଷେଇ ହେଉନାହିଁ କି ଗରମ ରନ୍ଧା ଖାଦ୍ୟ ଦିଆ ଯାଉ ନାହିଁ। ଗର୍ଭବତି, ପ୍ରସୂତି ଏବଂ କୁମାରୀ କନ୍ୟା ମାନଙ୍କ ପାଇଁ ଆସୁଥିବା ଅଣ୍ଡା, ଛତୁଆ, ମୁଢ଼ି, ଭଜା ସୋଲା ଓ ବାଦାମ ଲଡୁ ପ୍ରଭୃତି ସଠିକ୍ ସମୟରେ, ସଠିକ୍ ପରିମାଣର ପ୍ରଦାନ କରାଯାଉ ନାହିଁ। ରୋଷେଇ ନ ହେବା ଅଭିଯୋଗର ଉତ୍ତରରେ ଅଙ୍ଗନୱାଡ଼ି କର୍ମି କହୁଥିଲେ କି ସ୍କୁଲ ପରିସରରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରୁ ତାଲା ଭାଙ୍ଗି ଗ୍ୟାସ ଟାଙ୍କି ଓ ରୋଷେଇ ଉପକରଣ ବାରମ୍ବାର ଚୋରି ହେବାରୁ ମୁଁ ଏଠାରେ ରୋଷେଇ ବନ୍ଦ କରିଛି। ଏଠାରେ ପ୍ରଶ୍ନ ଉଠେ ରୋଷେଇ ଯଦି ବନ୍ଦ ଅଛି ତେବେ ବିଭାଗ ପକ୍ଷରୁ ଗ୍ୟାସ ପାଇଁ ଆସୁଥିବା ଅର୍ଥ କାହିଁକି ଉଠାଣ କରାଯାଉଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାଇ କେନ୍ଦ୍ରରେ ରୋଷେଇ ହେଉ ନଥିବା ବେଳେ ସ୍କୁଲର ପାଚିକାଙ୍କ ବଦଳିଆ ଭାବେ ରୋଷେଇ କରୁଛନ୍ତି ଅଙ୍ଗନୱାଡ଼ି ସହାୟିକା । ତଦନ୍ତ ସମୟରେ କେନ୍ଦ୍ରର ବଣ୍ଟନ ଖାତାରେ ହିତାଧିକାରୀଙ୍କ ନାମ ରହିଥିବା ବେଳେ ପିତା ବା ସ୍ଵାମୀଙ୍କ ନାମ ଉଲ୍ଲେଖ କରାଯାଇ ନାହିଁ କିମ୍ୱା ପରିମାଣ ମଧ୍ୟ ଲେଖାଯାଇ ନାହିଁ। ଏହି ଘଟଣାର ସଠିକ୍ ତଦନ୍ତ କରି ଉଚିତ୍ ପଦକ୍ଷେପ ନିଆ ନଗଲେ ଆଗାମୀ ଦିନରେ ଅନଶନରେ ବସିବେ ବୋଲି ସାଗରିକା ନାୟକ, ମନସ୍ଵିନୀ ଧଳ, ସୁନୀତା ଧଳ, ଝୁମୁରି ମଲିକ, ଇତି ମଲିକ, ମାନସୀ ଧଳ, ମାଳବିକା ଧଳ, ହେମଲତା ଧଳ ଓ ପ୍ରସାନ୍ତ ଧଳ, ବିବେକାନନ୍ଦ ଧଳ, ଦୀପକ କୁଣ୍ଡୁ, ମହେଶ୍ବର ମଲିକ, ଧରଣୀ ମଲିକ ପ୍ରମୁଖ ଗଣ ମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like