-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସୁବାଶିଷ ପାଢ଼ୀ ଙ୍କ ମାଆ ନିଶାଖା ପାଢ଼ୀ ଙ୍କ ପରଲୋକ

27-Dec-2024



 
ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ) :ପ୍ରଗତିବାଦୀ ର ସମ୍ବଲପୁର ଜ଼ିଲ୍ଲା ପ୍ରତିନିଧି ସାମ୍ବାଦିକ ସୁବାଶିଷ ପାଢ଼ୀ (ପିଣ୍ଟୁ) ଙ୍କ ମାଆ ନିଶାଖା ପାଢ଼ୀ (୮୮) ଙ୍କ ଆଜି ଅପରାହ୍ନ ରେ ପରଲୋକ ହୋଇଯାଇଛି। ଶ୍ରୀମତୀ ନିଶାଖା ପାଢ଼ୀ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗ ରେ ପୀଡ଼ିତ ହୋଇ ମହାନଗର ନିଗମ ୱାର୍ଡ ନଂ ୪୦ ଅନ୍ତର୍ଗତ ରାସନପୁର ଗ୍ରାମ ସ୍ଥିତ ନିଜ ବାସଭବନରେ ଥିଲେ I ଆଜି ଅପରାହ୍ନ ରେ ଏହି ଦୁଃଖଦ ଖବର ଗ୍ରାମରେ ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଶୁଭେଚ୍ଛୁ ରାସନପୁର ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ I ମୃତ୍ୟୁ ଶଯ୍ୟା ନିକଟରେ ୨ ପୁଅ ହରି ଶଙ୍କର , ସାମ୍ବାଦିକ ସୁବାଶିଷ, ୩ ଝିଅ ଲକ୍ଷ୍ମୀପ୍ରିୟା, ବିଷ୍ଣୁ ପ୍ରିୟା, ସୁପ୍ରିୟା, ବୋହୂ, ନାତି ନାତୁଣୀ ଓ ଜ୍ଞାତି କୁଟୁମ୍ବ ମାନେ ଉପସ୍ଥିତ ଥିଲେ I ମର ଶରୀରକୁ ଗ୍ରାମ ପରିକ୍ରମା କରାଯାଇ ସ୍ଥାନୀୟ ମାନେଶ୍ଵର ଶ୍ମଶାନ ଘାଟରେ ଅନ୍ତିମ ସଂସ୍କାର କରାଯାଇଥିଲା I ପୁଅ ସୁବାଶିଷ ପାଢ଼ୀ ମୁଖାଗ୍ନି ଦେଇଥିଲେ। ଏହି ଦୁଃଖଦ ଖବର ରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ପକ୍ଷରୁ ଶୋକ ପ୍ରକାଶ କରାଯିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଯାଇଛି I ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଶିବ ଶଙ୍କର ନନ୍ଦ, ପ୍ରିୟ ରଞ୍ଜନ ସାହୁ,ଓଡିଶା ସାମ୍ବାଦିକ ସଂଘ ଓଜେୟୁ ଜ଼ିଲ୍ଲା ସାଧାରଣ ସମ୍ପାଦକ ସରୋଜ ସାହୁ, ବିଶିଷ୍ଟ ଚାଷୀ ନେତା ହରି ଶଙ୍କର ପୁରୋହିତ, ସାମ୍ବାଦିକ ସଂଜିବ ପାଣିଗ୍ରାହୀ, ବିଶ୍ୱ ରଞ୍ଜନ ସାହୁ, ଫକିର ପାଣିଗ୍ରାହୀ, ରିକୁ ବେହେରା, ଜୟନ୍ତ ପ୍ରଧାନ, ସମ୍ପୂର୍ଣI ନନ୍ଦ ସାହୁ, ରଶ୍ମି ରଞ୍ଜନ ହୋତା, କିଶୋର ହୋତା ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ ପୂର୍ବକ ଅନ୍ତିମ ଦର୍ଶନ କରିଥିଲେ I ସାମ୍ବାଦିକ ସୁବାଶିଷ ପାଢ଼ୀ ଙ୍କ ମାତା ନିଶାଖା ପାଢ଼ୀ ଙ୍କ ବିୟୋଗ ରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ସଭାପତି ହିମାଂଶୁ ଶେଖର ମିଶ୍ର, କାର୍ଯ୍ୟକାରୀ ସଭାପତି ସୁକାନ୍ତ କର, ସଂଘ ର ପଶ୍ଚିମ ଓଡିଶା ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ଵାଲ ପ୍ରମୁଖ ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗ ଙ୍କୁ ସମବେଦନା ଜ୍ଞାପନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like