-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାୟର ସୁବର୍ଣ୍ଣ ଜୟନ୍ତୀ

28-Dec-2024



ବରପାଲି  (ସୁଦାମ ଦୀପ )
 ବରପାଲି ମହାବିଦ୍ୟାଳୟର ତ୍ରିଦିବସୀୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ ମହାଆଡ଼ମ୍ବରରେ ଉଦଘାଟିତ ହୋଇଯାଇଛି । ସକାଳ ଆଠଟାରେ ଏକ ଶୋଭାଯାତ୍ରା ବାହାରି ପ୍ରଥମେ ସମଲେଶ୍ଵରୀ ମନ୍ଦିର ଦେଇ ଗଙ୍ଗାଧରଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି, ଗାନ୍ଧୀଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ମହାବିଦ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କରିଥିଲା । ଏହାର ପ୍ରଥମ ଅଧିବେଶନରେ ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାଶ, ସୁବର୍ଣ୍ଣ ଜୟନ୍ତୀ ସମାରୋହ କମିଟୀର ସଭାପତି ଡ. ରବୀନ୍ଦ୍ର ଗଡତିଆ ଏବଂ ସମ୍ପାଦକ ଅଧ୍ୟାପକ ସୁବଳ ମେହେର ମଞ୍ଚ ମଣ୍ଡନ କରିଥିଲେ । ଏଥିରେ ଆଇ. ଆଇ. ଏମ୍ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ଡ. ମହାଦେବ ଜୟସ୍ଵାଲ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷାର ଉପଯୋଗିତା ସମ୍ପର୍କରେ ସାରଗର୍ଭକ ବକ୍ତବ୍ୟ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ରୀନା ଥଇତ, ଅଧ୍ୟକ୍ଷା, ପଞ୍ଚାୟତ ସମିତି, ବରପାଲି ଯୋଗଦେଇଥିବାବେଳେ ଅନ୍ୟତମ ଅତିଥି ଭାବରେ ଶ୍ରୀଯୁକ୍ତ ଦିନେଶ ଗହୀର, ଅଧ୍ୟକ୍ଷ, ବିଜ୍ଞାପିତ ଅଞ୍ଚଳ ପରିଷଦ, ବରପାଲି ଯୋଗଦେଇ ପଚାଶ ବର୍ଷରେ ପାଦ ଥାପିଥିବା ବରପାଲି ମହାବିଦ୍ୟାଳୟର ସୁଦୀର୍ଘ ଇତିହାସ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏ ଅବସରରେ ବରପାଲି ଅଞ୍ଚଳର ସୁଯୋଗ୍ୟ ସନ୍ତାନ ବିଶିଷ୍ଟ ବାନ୍ଧଶିଳ୍ପୀ ପଦ୍ମଶ୍ରୀ କୁଞ୍ଜବିହାରୀ ମେହେରଙ୍କୁ ମରଣୋତ୍ତର ଭାବେ ଏବଂ ବିଶିଷ୍ଟ ଶବ୍ଦନୃତ୍ୟ ଗୁରୁ ପଦ୍ମଶ୍ରୀ ଭାଗବତ ପଧାନଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ଏହା ସହିତ ସ୍ଵାଧୀନତା ସଂଗ୍ରାମୀ ଭାଗିରଥୀ ପଟ୍ଟନାୟକଙ୍କ ପରିବାର ତଥା ରତ୍ନପ୍ରସୂ ସେବତୀ ସାହୁ ଓ ସୁରୁ ସାହୁଙ୍କ ପରିବାରକୁ ସମ୍ବର୍ଦ୍ଧିତ କରାଯାଇଥିଲା ।  ଏଥିରେ ଅଧ୍ୟାପକ ସରୋଜ ଦାଶ ସଂଯୋଜନା କରିଥିବାବେଳେ ଶ୍ରୀଯୁକ୍ତ ସୁଦାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସହଯୋଗ କରିଥିଲେ ଅଧ୍ୟାପକ ଉତ୍ତର କୁମାର ଗଡତିଆ, ଡ. ସମ୍ବିତା ପ୍ରଧାନ, ଡ. ବିଶ୍ଵନାଥ ସାହୁ, ମନିଷା ଦାଶ ଏବଂ ସୁଧୀର ଗଡତିଆ ପ୍ରମୁଖ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like