-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ଚୁଡାନ୍ତ ପ୍ରସ୍ତୁତି

28-Dec-2024



ବଲାଙ୍ଗିର, ଆସନ୍ତା ୫ ତାରିଖ ଠାରୁ ୭ ପର୍ଯ୍ୟନ୍ତ ୩ ଦିନ ଧରି ଦେଓଗାଁ ବ୍ଲକ କୁମୁରିଆରେ ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ଶୁକ୍ରବାର ଅପରାହ୍ନରେ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହୋତ୍ସବ କମିଟିର ଆବାହକ ତଥା ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବ ବିଡ଼ିସିସି ସଭାପତି ଲକ୍ଷ୍ମଣ ମେହେର ସଭାପତିତ୍ୱ କରିବା ସହ ମହୋତ୍ସବ ପାଇଁ କ’ଣ କ’ଣ ପ୍ରସ୍ତୁତି ହୋଇଛି ତାହାକୁ ନେଇ ସମୀକ୍ଷା କରିବା ସହ କିପରି ଆସିବାକୁ ଥିବା ଭକ୍ତ, ଶ୍ରଦ୍ଧଳେୁ ସୁଲିଆ ବୁଢ଼ାଙ୍କ ଦର୍ଶନ କରିବା ସହ ମହୋତ୍ସବରେ ହେବାକୁ ଯାଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିବେ ତାହାକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । କମିଟିର ସମସ୍ତ ସଭ୍ୟ କାର୍ଯ୍ୟକ୍ରମକୁ ନେଇ ବିଭିନ୍ନ ମତ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଫେସର ପତ୍ନତତ୍ୱବିତ୍‌ ଡ.ଲିଡ଼ିଆ ଗୁଜି, ନିକୋଲାସ, ପରିବେଶବିତ୍‌ ସାଲେଗ୍ରାମ ହୋତା, ସୁରେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସୁଲିଆ ବୁଢ଼ାଙ୍କ ପୂଜା ପଦ୍ଧତି, ଐତିହାସିକ କିମ୍ବଦନ୍ତୀ ଉପରେ ପଚାରି ବୁଝିଥିଲେ । ଏହି କାର୍ଯ୍ୟକ୍ରମରେ ମହୋତ୍ସବ କମିଟିର ଉପ-ସଭାପତି କୁଲୁତାପଡ଼ା ସରପଞ୍ଚ ଦୁଷ୍ମନ୍ତ ସାହୁ ଓ ବଡ଼ବାହାଲ ପୂର୍ବ ସରପଞ୍ଚ ଜୟ ରଣା, ସଂଯୋଜକ ରୁପାଧର ପୁଟା ଓ ଉପଦେଷ୍ଟା କମିଟିର ସଭ୍ୟ ଭାବେ ପ୍ରମୋଦ ବହିଦାର, ଶୈଳେନ୍ଦ୍ର ସାହୁ ଏବଂ ବେଣୁଧର ସିଂଙ୍କ ସହ ଅଞ୍ଚଳର ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ ।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like