-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି 

29-Dec-2024



ତରଭା(କପିଳାସ ସେଠ୍): ଆନ୍ତର୍ଜାତିକ ସ୍ତରରେ ସୁନାମଧନ୍ୟ ଶିକ୍ଷାନୁଷ୍ଠାନ ଆମେରିକାନ୍ ମେରିଟ୍ କାଉନସିଲ୍, ଆମେରିକା ତରଫରୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପାଇବେ ବିଶିଷ୍ଟ ସାହିତ୍ୟିକ ଦେବେନ୍ଦ୍ର କୁମାର ନାଏକ।କୋଶଳାଞ୍ଚଳର କଳା-ସାହିତ୍ୟ-ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ତରଭା ସହରର ଜଣାଶୁଣା କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ନାଏକଙ୍କୁ ଓ୍ବାର୍ଲଡ ଚେରିଟି ଓ୍ବେଲଫେୟାର ଫାଉଣ୍ଡେସନ, ନୂଆଦିଲ୍ଲୀ ଦ୍ବାରା ଉକ୍ତ ଉପାଧି ନିମନ୍ତେ ମନୋନୀତ କରାଯାଇଛି। ଆସନ୍ତା ୩୧ ତାରିଖ ପୁରୀ ଟାଉନ ହଲଠାରେ ଆୟୋଜିତ ହେବାକୁ ଥିବା ଏକ ସ୍ବତନ୍ତ୍ର ସମାରୋହରେ ଏହି ଉପାଧି ଗ୍ରହଣ କରିବା ପାଇଁଁ ଦେବେନ୍ଦ୍ର କୁମାରଙ୍କୁ ଏକ ପତ୍ର ମାଧ୍ୟମରେ ଫାଉଣ୍ଡେସନ ତରଫରୁ ସୂଚନା ଦିଆଯାଇଛି।କୋସଲୀ ଭାଷା-ସାହିତ୍ୟ-ସଂସ୍କୃତିର ପୁନରୁଦ୍ଧାର ଉଦ୍ଦେଶ୍ୟରେ କୋଶଳ ସାହିତ୍ୟ ଏକାଡେମୀ ମାଧ୍ୟମରେ ବିଭିନ୍ନ ସଭାସମିତି, ଆଲୋଚନା ଚକ୍ରର ଆୟୋଜନ କରି ବେଶ ଚର୍ଚ୍ଚା ରେ ରହି ଆସିଛନ୍ତି ସେ।ଏପରିକି କୋଶଳାଞ୍ଚଳର ମୌଖିକ ତଥା ପ୍ରମୁଖ ଭାଷା କୋସଲୀକୁ ସମ୍ବିଧାନର ଅଷ୍ଟମ ସୂଚୀରେ ସ୍ଥାନିତ କରିବା ସକାଶେ ନିରବଚ୍ଛିନ୍ନ ପ୍ରୟାସ ଜାରି ରଖିଛନ୍ତି। ସୂଚନାଯୋଗ୍ୟ ଯେ ଏ ଅଞ୍ଚଳର କଳା-ସାହିତ୍ୟ-ସଂସ୍କୃତିର ପ୍ରଚାର ପ୍ରସାର କରି ଓଡ଼ିଶାର କୋଣ ଅନୁକୋଣରେ ଥିବା ଶତାଧିକ ଅନୁଷ୍ଠାନରୁ ସମ୍ବର୍ଦ୍ଧିତ ଓ ସମ୍ମାନିତ ହୋଇ ଆସୁଛନ୍ତି ସାହିତ୍ୟିକ ଦେବେନ୍ଦ୍ର କୁମାର।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like