-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ମଶାଲ ଯାତ୍ରା ସହ ଆରମ୍ଭ ହେଲା ଦଣ୍ଡପାଟ ଧନୁଯାତ୍ରା

29-Dec-2024



କଳାହାଣ୍ଡି(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଧର୍ମଗଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳ ବେହେରାଠାରେ ସପ୍ତମ ଥର ଦଣ୍ଡପାଟ ଧନୁଯାତ୍ରା ଶନିବାର ଉଦ୍ଘାଟିତ ହୋଇଯାଇଛି ।ମଧ୍ୟାହ୍ନ ସମୟରେ ବେହେରା ଦନ୍ତେଶ୍ବର ମନ୍ଦିରରେ ଦେବୀଙ୍କ ପୂଜାଅର୍ଚ୍ଚନା ସହ ପୂର୍ବରୁ ଆମନ୍ତ୍ରିତ ଗୋତୋମୁଣ୍ଡାର ସର୍ବମଙ୍ଗଳା ଦେବୀଙ୍କ ଲାଠି,ଧଅଁରପୂର ହାଟଗୋଷିଆଣୀଙ୍କ ଲାଠି, ସାଗବାହାଳିର ଦେବୀ ଭଟକେନ ଲାଠି,ବେହେରାର ବୁଢ଼ାରଜା ଦେବଙ୍କ ଲାଠି ସହ ଏକ ଭବ୍ୟ ମଶାଲ ଯାତ୍ରା ଗ୍ରାମ୍ୟ ପରିକ୍ରମା କରାଯାଇ ଉତ୍ସବ ପଡିଆରେ ସ୍ଥାପିତ କରା ଯାଇଥିଲା।ମଶାଲ ଯାତ୍ରାରେ ଅଞ୍ଚଳର ହଜାର ହଜାର ଲୋକ ସାମିଲ ଥିଲେ। ପ୍ରଥମ ସନ୍ଧ୍ୟାରେ ଡହଗାଁ ଗୋନ୍ତିଆ ତଥା ଦଣ୍ଡପାଟର ମାଫିଦାର ସ୍ବର୍ଗୀୟ ଗଜାନନ ପୁଝାରୀଙ୍କ ବଂଶଜ ବଳରାମ ପୁଝାରୀ ବିଶିଷ୍ଟ ଅତିଥି , ମୁଖ୍ୟ ଅତିଥି ଭାବରେ ବେହେରା ସରପଞ୍ଚ କୁମୁଦିନୀ ଗଇନ୍ତା ,ମୁଖ୍ୟ ବକ୍ତା ଭାବରେ ବେହେରା ସମିତି ସଭ୍ୟ କିଶୋର ଚନ୍ଦ୍ର ନାଗ, ଗୋତୋମୁଣ୍ଡା ଗୋନ୍ଧୀଆ, ଜୟନ୍ତପୁର ଗୋନ୍ତିଆ ଯୁବରାଜ ନାଏକ, ବେହେରା ଗୋନ୍ତିଆ ମଣିଭଦ୍ର ନାଏକ,ଧଅଁରପୂର ଗୋନ୍ତିଆ ସୁରେନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ରହିଥିଲେ । ଦଣ୍ଡପାଟର ଯୁବକ ମାନଙ୍କ ଉଦ୍ୟମ କ୍ରମେ ଏହି କଳା ସଂସ୍କୃତିର ଉତ୍ସବ ହେଉଥିବାଉରୁ ଅତିଥିମାନେ ସମସ୍ତ ଯୁବକମାନଙ୍କୁ ଧନ୍ୟବାଦ ଜଣାଇ ଥିଲେ ।ପ୍ରଥମ ସନ୍ଧ୍ୟାରେ ଉଗ୍ରେସନ ଙ୍କ ଗାଦିଚୁ ଗାଦିଚ୍ଯୁତ, ଦେବକୀ-ବାସୁଦେବ ବିବାହ ଓ କଂସଙ୍କ ରାଜ୍ୟାଭିଷେକ ମଞ୍ଚସ୍ତ ହୋଇଥିଲା।ଆୟୋଜକ କମିଟି ର ସଭାପତି ବିନ୍ଦୁସାର ବିଶି, ଉପସଭାପତି ଉପେନ୍ଦ୍ର ନାଏକ, ସମ୍ପାଦକ ଲଲିତ ବାଣୁଆ, କୋଷାଧ୍ୟକ୍ଷ ବାଳ କୃଷ୍ଣ ବିଶି,ବରିଷ୍ଠ ସଦସ୍ୟ ଭବାନୀ ବାରିକ, ଭବେଶ ଗଈନ୍ତା,ଭିକାରୀ ଗୋପାଳ,ହୁକିମ ବିଶି, ତ୍ରିଲୋକ ସିଂହ,କ୍ଷୀରସିନ୍ଧୁ ବାଗ, ଚନ୍ଦ୍ରକାନ୍ତି ରଣା,ଅଭୟ ସିଂହ ରାଜପୁତ,ଅଜୟ ତିୱାରୀ, ରଜନୀ କାନ୍ତ ନାଏକ,ତରେସ ବିଶି, ସମେତ ଅନ୍ୟାନ୍ୟ ସଦସ୍ୟ ପରିଚାଳନାରେ ସହଯୋଗ କରିଥିଲେ । ଏହି ମହୋତ୍ସବ ଆସନ୍ତା ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଚଳିତ ବର୍ଷ କଳାହାଣ୍ଡି ରାଜ ଦରବାର ଆକୃତିର ରଙ୍ଗମଞ୍ଚ ଆକର୍ଷଣର କେନ୍ଦ୍ର ପାଲଟି ଥିବା ବେଳେ କଂସ ଗୋପାଲ ପଣ୍ଡାଙ୍କ ଅଭିନୟ ଓ ମିନା ବଜାର ପାଇଁ ହଜାର ହଜାର ଦର୍ଶକଙ୍କ ସମାଗମ ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like