-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ବନମାଳୀ ବ୍ରହ୍ମଚାରୀ ଆଦର୍ଶ ଉଚ୍ଚ ବିଦ୍ୟାଳୟର ୧୯୮୩ ବ୍ୟାଚ ର ବନ୍ଧୁ ମିଳନ ଆସ ପୁରୁଣା ସ୍ମୃତିରେ ଯୋଡ଼ି ହେବା

29-Dec-2024



ଚାନ୍ଦୋଳ:(ନିରଞ୍ଜନ ତ୍ରିପାଠୀ)-କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଅନ୍ତର୍ଗତ ଦୋହଳୀ କେଶରପୁର ବନମାଳୀ ବ୍ରହ୍ମଚାରୀ ହାଇସ୍କୁଲର ୧୯୮୩ ମସିହାରେ ପାଠ ପଢି ରାଜ୍ୟ ତଥା ରାଜ୍ୟ ବାହାରେ କାର୍ଯ୍ୟରତ ଥିବା ସମସ୍ତ ବଂଧୁ ବାନ୍ଧବ ତଥା ସ୍ଥାନୀୟ ବଂଧୁ ମାନଙ୍କୁ ନେଇ ଏକ ବଂଧୁ ମିଳନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଅବସରରେ ହାଇସ୍କୁଲ ପରିସରରେ ଏକ ସୁନ୍ଦର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରସ୍ପର ମଧ୍ୟରେ ଅଭୁଲା ସ୍ମୃତିକୁ ମନେ ପକାଇବା ସହ ସ୍ନେହ ଶ୍ରଦ୍ଧା,ପ୍ରେମ ସହ ସୁଖ ଦୁଃଖ ଆଦାନ ପ୍ରଦାନ କରିବା ଦେଖିବାକୁ ମିଳିଥିଲା। ଏକ୍ରମରେ ସମସ୍ତ ବନ୍ଧୁ ଏକତା ସୂତ୍ରରେ ବାନ୍ଧି ହୋଇ ରହିବାକୁ ଶପଥ ନେଇଥିଲେ। ଆସନ୍ତା ୨୦୨୫ ବର୍ଷକୁ ନେଇ ଏକ ଖସଡ଼ା ପ୍ରସ୍ତୁତି କରାଯାଇଛି।ପ୍ରଥମ ପ୍ରସ୍ତାବ ଆଗାମୀବର୍ଷରେ ଗୁରୁପୂଜା ଅର୍ଥାତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ପର୍ଦ୍ଧିତ କରାଯିବ।ଏହି କାର୍ଯ୍ୟକ୍ରମରେ ସଭ୍ୟା ଓ ସଭ୍ୟା ସପତ୍ନୀଙ୍କ ସାମିଲ ପାଇଁ ପ୍ରସ୍ତାବ ଆଗତ କରାଯାଇଛି।

ଏହାକୁ ନେଇ ଏକ କମିଟି ଚୁଡାନ୍ତ ଋପରେଖ ପ୍ରସ୍ତୃତି ପାଇଁ ପ୍ରସ୍ତାବ ରଖାଯାଇଛି,ଆଗତୁରା ବନ୍ଧୁ ମିଳନ -୨୦୨୫ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ, ପ୍ରତିବର୍ଷ ଡିସେମ୍ବର ଶେଷ ସପ୍ତାହର ରବିବାର ଦିବସରେ ବନ୍ଧୁ ମିଳନ ଉତ୍ସବର ଆୟୋଜନ ହେବାକୁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଛି।ପରେ ଏକ କୋର କମିଟି ଗଠନ ହୋଇଥିଲା।କୋର କମିଟିରେ ସର୍ବଶ୍ରୀ ଅଜୟ ପ୍ରଧାନ,ସତ୍ୟ ସ୍ୱାଇଁ,ଯଜାତୀ କେଶରୀ ଭଦ୍ର, ପ୍ରମୋଦ କୁମାର ସ୍ୱାଇଁ ଏବଂ ଶ୍ରୀମତୀ ଅବନୀ ପ୍ରଭା ପଣ୍ଡା। ଆସନ୍ତା ଡ଼ିସେମ୍ବର ୨୦୨୫ରେ ଗୁରୁ ସମ୍ବର୍ଦ୍ଧନାର ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଅଜୟ ଦାସ,ଅଜୟ ପ୍ରଧାନ, ରାଜୀବ ପଣ୍ଡା,ସତ୍ୟନାରାୟଣ ସ୍ୱାଇଁ, କିଶୋର ବେହେରା,ଯଜାତୀ କିଶୋରୀ ଭଦ୍ର, ଜୟନ୍ତ ନାୟକ, ହେମନ୍ତ ସାହୁଙ୍କୁ ଦାୟିତ୍ଵ ପ୍ରଦାନ କରିବା ସହ ଗାଁ ଅନୁସାରେ ସଭ୍ୟ ସଭ୍ୟା ସଂଗ୍ରହ ଏବଂ ଫୋନ ନମ୍ବର ସହ ସଂଗ୍ରହ କରିବେ ବୋଲି ଉପସ୍ଥିତ ସମସ୍ତ ସଭ୍ୟ ସଭ୍ୟା ଗୁରୁଦାୟିତ୍ଵ ପ୍ରଦାନ କରିଥିବା ଜଣାପଡିଛି। ଏହି ବନ୍ଧୁ ମିଳନ ଉତ୍ସବରେ ସମୁଦାୟ ୬୦ ଜଣ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like