-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ରାଜ୍ୟ

କାମ ଚାଲୁଥିବା ବେଳେ ଭଶୁଡିଲା ପୋଲ, ଚାଲିଗଲା ଜୀବନ

11-Jan-2021



ଉମରକୋଟ (ପ୍ରେରଣା ଖବର): ନବରଙ୍ଗପୁର ଜିଲ୍ଲା ଉମରକୋଟରେ ପୋଲ ଭୁଶୁଡ଼ି ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଶ୍ରମିକ ଆହତ ହୋଇଛନ୍ତି। ତାଲାପଦର ପାଖରେ ନିର୍ମାଣାଧିନ ପୋଲ ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲ ନିର୍ମାଣ ବେଳେ ଅଘଟଣ ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ଅନୁସାରେ ପ୍ରତିଦିନ ପରି ଆଜିବି ପୋଲ କାମ ଚାଲୁଥିଲା। ପୋଲ ଉପରେ ସ୍ଲାପ୍ ପଡୁଥିଲା। ଠିକା ଶ୍ରମିକ କାମ ସାରି ଯିବା ପରେ ଅପରାହ୍ନରେ ବାହାର ଶ୍ରମିକ ଆସି ସ୍ଲାପ୍‌କୁ ସଜାଡୁଥିଲେ। ତେବେ ଲେବଲ କରିବା ସମୟରେ ଏହି ଅଘଟଣ ଘଟିଥିଲା। ଆଜି ପଡ଼ିଥିବା ସମସ୍ତ ସ୍ଲାପ୍ ଭାଙ୍ଗି ସେମାନଙ୍କ ଉପରେ ପଡ଼ିଯାଇଥିଲା। ଉପରେ ଯେଉଁ ଶ୍ରମିକମାନେ କାମ କରୁଥିଲେ, ସେମାନେ ସ୍ଲାପ୍‌ ସହ ତଳକୁ ଖସିପଡ଼ିଥିଲେ। ଏହି ଅଘଟଣ ପରେ ଉମରକୋଟ ଥାନାଧିକାରୀ ପହଞ୍ଚିଛନ୍ତି। ଏହା ପୂର୍ବରୁ ତାଲାପଦର ଯୁବକ ଉଦ୍ଧାର କରି ଆମ୍ୱୁଲାନ୍ସରେ ଉମରକୋଟ ଗୋଷ୍ଠୀ ମେଡିକାଲରେ ପଠାଇଥିଲେ। ଏହି ଘଟମାରେ ଜଣକର ମୃତ୍ୟୁ ହୋଇଛି। ଆଉ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏବେ କୌଣସି ବିଭାଗୀୟ ଅଦିକାରୀ ପହଞ୍ଚି ନଥିବାର ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like