-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ଜାରିଂ ହାଇସ୍କୁଲ ୧୯୯୫ ମ୍ୟାଟ୍ରିକ ବ୍ୟାଚ୍ ଛାତ୍ର ଛାତ୍ରୀଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ..... ପୁରାତନ ଛାତ୍ର ଛାତ୍ରୀ ହିଁ ସ୍କୁଲର ସମ୍ପତ୍ତି ବୋଲି ମତ ପ୍ରକାଶ

29-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାରିଂ ଠାରେ ରବିବାର ଜାରିଂ ହାଇସ୍କୁଲ ର ୧୯୯୫ ମ୍ୟାଟ୍ରିକ ବ୍ୟାଚ ଛାତ୍ର ଛାତ୍ରୀ ଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି ।ପୂର୍ବତନ ଛାତ୍ର ଚିତ୍ରସେନ ସାହୁଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନ ଶିକ୍ଷକ ଶିବ ନାରାୟଣ ରଣା , ଜାରିଂ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ଗଡତୀଆ,ଦିବ୍ୟକିଶୋର ପଣ୍ଡା,ପୂର୍ବତନ ସଂସ୍କୃତ ଶିକ୍ଷକ ପଣ୍ଡିତ ଗୋପବନ୍ଧୁ ପୁରୋହିତ,ହିନ୍ଦୀ ଶିକ୍ଷକ କାଶୀରାମ ପ୍ରଧାନ,କ୍ରୀଡା ଶିକ୍ଷକ ସୁରେନ୍ଦ୍ର ମୋହନ ପ୍ରଧାନ , ଗୁରୁ ପ୍ରମୋଦ ଦାଶ ,ପ୍ରଦୀପ ସାହୁ ,ମିଶ୍ର ପାଣ୍ଡେ,ମହାଦେବ ପ୍ରଧାନ ବିନୋଦ ପାଣ୍ଡେ ପ୍ରମୁଖ ଉପସ୍ଥିତ ରହି ପୁରାତନ ଛାତ୍ର ଛାତ୍ରୀ ଓ ତାଙ୍କ ପରିବାର ବର୍ଗଙ୍କୁ ଆଶୀର୍ବାଦ ପ୍ରଦାନ କରି ଗୋଟିଏ ଶିକ୍ଷାନୁଷ୍ଠାନ ପାଇଁ ସେହି ସ୍କୁଲର ପୁରାତନ ଛାତ୍ର ଛାତ୍ରୀ ହିଁ ପ୍ରକୃତ ସମ୍ପତ୍ତି ବୋଲି ମତ ବ୍ୟକ୍ତ କରିଥିଲେ ।ସଭା ପ୍ରାରମ୍ଭରେ ପୂର୍ବତନ ଶିକ୍ଷକ ସ୍ବର୍ଗତ ଘନଶ୍ୟାମ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯିବା ପରେ  ମଞ୍ଚାସୀନ ସମସ୍ତ ଗୁରୁ ମାନଙ୍କୁ ପୁରାତନ ଛାତ୍ର ଛାତ୍ରୀ ବୃନ୍ଦ  ପଦ ଧଉତ କରି ସମ୍ବର୍ଦ୍ଧିତ କରିଥିଲେ ।ଏହି ଅବସରରେ ଝରଣା ଗଡତିଆ,ପଦ୍ମାସିନୀ ଖମାରୀ,ପ୍ରକାସିନୀ ସାହୁ,କାଦମ୍ବିନୀ ପଟେଲ,ହେମାଙ୍ଗିନୀ ଗଡତୀଆ,ମଧୁସ୍ମିତା ନାୟକ, ସନ୍ତୋଷ ସାହୁ,ରୋହିତ ଗଡତିଆ ସ୍କ୍ୟାଲପ ସାହୁ,ରୋହିତ ବିଶ୍ଵାଳ,ସତ୍ୟ ଗଡତିଆ,ସୁରେନ୍ଦ୍ର ପ୍ରଧାନ ରମେଶ ବେହେରା ନବୀନ ସାହୁ ,ପ୍ରେମରାଜ ସାହୁ ପ୍ରମୁଖ ପୁରାତନ ଛାତ୍ର ଛାତ୍ରୀ ଉପସ୍ଥିତ ରହି  ସ୍କୁଲ ଜୀବନର ଅନୁଭୂତି ଓ ପୁରୁଣା ସ୍ମୃତି  ଚାରଣ କରି ନିଜ ପରିବାର ବର୍ଗଙ୍କ ସହ ଉପସ୍ଥିତ ରହି ଗୁରୁ ମାନଙ୍କ ଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଏହି ବ୍ୟାଚ ର ସମସ୍ତ ଛାତ୍ର ଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like