-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

କୁଚିଣ୍ଡାରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

29-Dec-2024



ସମ୍ବଲପୁର ଜିଲ୍ଲା କୁଚିଣ୍ଡା କଲେଜ ପଡ଼ିଆ ଠାରେ ତିନି ଦିନ ଧରି ହେଉଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ରବିବାର ଦିନ ଉଦଯାପିତ ହୋଇଯାଇଛି। କୁଚିଣ୍ଡା ଉପଜିଲ୍ଲାପାଳ ଗୈାରବ ମୟ ପ୍ରଧାନ ଙ୍କ  ସଭାପତିତ୍ବରେ ଏହି ମେଳାରେ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ, ଚାଷୀ ମାନଙ୍କ ଆୟ କୁ କିପରି ଦ୍ଵିଗୁଣିତ କରିବା ଏହା ସରକାର ଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି କହିଥିଲେ । ଏହି ଅବସରରେ ବାମରା ପଞ୍ଚାୟତ ସମିତି ଅଧ୍ୟକ୍ଷା ପିଙ୍କି ଧୁରୁଆ ,

ଜିଲ୍ଲା ପରିଷଦ ଦିବ୍ୟରାଜ କିସାନ, ଏମ୍ ପି ପ୍ରତିନିଧି ରୁଦ୍ରପ୍ରତାପ ଦେଓ, ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ, ତହସିଲଦାର ମିତାଲି ମଧୁସ୍ମିତା ଦଲେଇ, ବିଡ଼ିଓ ଜୟନ୍ତ ସାହୁ ଆସିଷ୍ଟାଣ୍ଟ କଲେକ୍ଟର ଭାସ୍କର ଚନ୍ଦ୍ର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଚାଷୀ ମାନଙ୍କୁ ରିହାତି ମୁଲ୍ୟରେ କୃଷି ଯନ୍ତ୍ରପାତି ପ୍ରଦାନ କରାଯାଇଥିଲା। ଏହି ମେଳାରେ ୩୫ ଗୋଟି ଷ୍ଟଲ ପ୍ରଦର୍ଶିତ ହୋଇଥିଲା।ଏହି କାର୍ଯ୍ୟକ୍ରମ କୁ ମଲୟ ବେହେରା ପରିଚାଳନା କରିଥିବାବେଳେ କୃଷି ଜିଲ୍ଲା ଅଧିକାରୀ ପ୍ରସନ୍ନ କୁମାର ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।
ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like