-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲ ୧୯୮୪ବ୍ୟାଚ ବନ୍ଧୁମିଳନ 

30-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକମଲ୍ଲିକୁଦ ଠାରେ ରବିବାର କଣ୍ଟାମାଳ ହାଇସ୍କୁଲ ର ୧୯୮୪ ମ୍ୟାଟ୍ରିକ ବ୍ୟାଚ ଛାତ୍ର ଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ୮୪ବ୍ୟାଚର ନିରଞ୍ଜନ ସାହୁଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ୨୧ଜଣ ପୁରାତନ ବନ୍ଧୁଗଣ ଉପସ୍ଥିତ ରହି ଗୋଟିଏ ଶିକ୍ଷାନୁଷ୍ଠାନ ପାଇଁ ସେହି ସ୍କୁଲର ପୁରାତନ ଛାତ୍ର ଛାତ୍ରୀ ହିଁ ପ୍ରକୃତ ସମ୍ପତ୍ତି ବୋଲି ମତ ବ୍ୟକ୍ତ କରିବା ସହ ପୁରୁଣା ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ସ୍ମୃତି ରୋମନ୍ଥନ କରିଥିଲେ   l   ସଭା ପ୍ରାରମ୍ଭରେ ସମସ୍ତ ସ୍ବର୍ଗତ ପୁରାତନ ବନ୍ଧୁ ମାନଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ଈଶ୍ୱର ଙ୍କ ନିକଟରେ ନୀରବ ପ୍ରାର୍ଥନା କରାଯାଇଥିଲା  l   ପରିଶେଷରେ ୨୦୨୪କୁ ବିଦାୟ ଦେଇ ୨୦୨୫ର ଶୁଭ କାମନା ଓ ସମସ୍ତଙ୍କ ପାଇଁ ମଙ୍ଗଳ କାମନା କରି ସଭା ସାଙ୍ଗ କରାଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026

You Might Also Like