-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟର ବାର୍ଷିକୋତ୍ସବ

30-Dec-2024



ବଲାଙ୍ଗିର: ସରକାରୀ ମହିଳା ମହାବିଦ୍ୟାଳୟର ୬୦ତମ ବାର୍ଷିକୋତ୍ସବ 'ନିକ୍ଵଣ' ଅନୁଷ୍ଠିତ ହୋଇଯାଇଛି । ଛାତ୍ରୀ  ସଂସଦର ସଭାପତି ଶକ୍ତିଶା ଚୌଧୁରୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବାର୍ଷିକୋତ୍ସବ ର ମଞ୍ଚରେ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା, ମୁଖ୍ୟ ଅତିଥି ଡଃ ସୁଷମା ମଞ୍ଜରୀ ନାୟକ, ମୁଖ୍ୟବକ୍ତା ପଦ୍ମଶ୍ରୀ ହଳଧର ନାଗ, ଛାତ୍ରୀ ସଂସଦର ଉପଦେଷ୍ଟା ବିଭୂତି ଭୂଷଣ ସାହୁ , ନାଟ୍ୟ ସଂସଦର ଉପଦେଷ୍ଟା ସଲୋମନ କୁମାର ତଥା ଡ଼ଃ ଅନୁରାଧା ମିଶ୍ର , ଅର୍ପିତା ମନହୀରା ପ୍ରଭୃତି ମଞ୍ଚାସୀନ

ଥିଲେ । ମୁଖ୍ୟ ଅତିଥି ଡ଼ଃ ନାୟକ ନିଜ ବକ୍ତବ୍ଯରେ ମହାଭାରତ ବର୍ଣ୍ଣିତ ସଂଜୟ-ଧୃତରାଷ୍ଟ୍ର ଯେମିତି ଶ୍ରୀକୃଷ୍ଣଙ୍କ ଗୀତାବାଣୀ ଶୁଣି ପାରିଥିଲେ ସେମିତି ଆଜିର ଛାତ୍ର ସମାଜ  ମୋବାଇଲ ଫୋନରୁ ବହୁବିଧ ଜ୍ଞାନ ଆହରଣ କରିପାରିବେ ବୋଲି କହିଥିଲେ । ମୁଖ୍ଯବକ୍ତା କବି ହଳଧର ନାଗ  କୋଶଲ ମାଟିର ଭାଷା ସମୃଦ୍ଧ ଏବଂ ଏହା ଦିନେ ସରକାରୀ ସ୍ବୀକୃତି  ଲାଭ କରିବ ବୋଲି ଗୁରୁତ୍ବାରୋପ କରବା ସହ ଏକାଧିକ ସ୍ୱରଚିତ କବିତା ଆବୃତ୍ତି କରିଥିଲେ । ଏହି ଅବସରରେ ବିଭିନ୍ନ କୃତୀ ପ୍ରତିଯୋଗୀ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଯୁକ୍ତ ତିନି ଓ ସ୍ନାତକୋତ୍ତର ସ୍ତରରେ ଶକ୍ତିଶା ଚୌଧୁରୀ ଏବଂ ରିନୁ ତରିଆ ଚମ୍ପିୟାନ ହୋଇଥିବା ବେଳେ ଯୁକ୍ତ ଦୁଇ ସ୍ତରରେ ସନ୍ଧ୍ୟାରାଣୀ ପଧାନ ଓ ଶୁଭଶ୍ରୀ ସାହୁ ଚମ୍ପିୟାନ ହୋଇଥିଲେ । ଶେଷରେ ସଲୋମନ କୁମାର ଧନ୍ୟବାଦ ଅର୍ପଣ କରିଥିବା ବେଳେ ପରେ ପରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026

You Might Also Like