-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟର ତ୍ରିଦିବସୀୟ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ ଉଦ୍‌ଯାପିତ

30-Dec-2024



ବରପାଲି(ସୁଦାମ ଦୀପ) ବରପାଲି ମହାବିଦ୍ୟାଳୟର ତ୍ରିଦିବସୀୟ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି।ଶେଷ ଦିବସର ପ୍ରଥମ ଅଧିବେଶନରେ ପ୍ରଫେସର ଡ. ଏନ୍. ନାଗାରାଜୁ, କୁଳପତି, ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ, ସମ୍ବଲପୁର ଯୋଗଦେଇ ନିଜ ବକ୍ତବ୍ୟଦ୍ଵାରା ଛାତ୍ରଛାତ୍ରୀଙ୍କ ଉତ୍ସାହବର୍ଦ୍ଧନ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ସନତ ଗଡତିଆ, ମାନ୍ୟବର ବିଧାୟକ, ବିଜେପୁର ନିହାର ମହାନନ୍ଦ, ମାନ୍ୟବର ବିଧାୟକ, ଅତାବିରା, ଶ୍ରୀମତୀ

ବର୍ଷା ସିଂ ବରିହା, ମାନ୍ୟବର ବିଧାୟିକା, ପଦ୍ମପୁର ପ୍ରମୁଖ ଯୋଗଦେଇଥିଲେ । ଏହି ଭବ୍ୟ ଆୟୋଜନରେ ମୁଖ୍ୟବକ୍ତା ଭାବରେ ଡକ୍ଟର ଉମାଚରଣ ପତି, କୁଳ ସଚିବ, ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ, ସମ୍ବଲପୁର ଯୋଗଦେଇ ନିଜର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଏକ ହାସ୍ୟକବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ ଏବଂ ହାସ୍ୟରତ୍ନ କବି ଶିଶିର ପୁରୋହିତ ନିଜ ନିଜର ସାରସ୍ଵତ ପ୍ରତିଭା ପ୍ରଦର୍ଶନ କରିଥିଲେ । ସୁବର୍ଣ୍ଣ ଜୟନ୍ତୀ ସମାରୋହ କମିଟିର ସ୍ମରଣିକା 'ସ୍ଵର୍ଣ୍ଣପ୍ରଭା'ର ପ୍ରଚ୍ଛଦ ସହିତ ଡକ୍ଟର ନବୀନ କୁମାର ସାହୁଙ୍କ ଶତବାର୍ଷିକୀ ଉପଲକ୍ଷେ ପ୍ରକାଶିତ 'ପଞ୍ଚରତ୍ନ' ପୁସ୍ତକ ଉନ୍ମୋଚିତ ହୋଇଥିଲା । ଏହାପରେ ଛାତ୍ରଛାତ୍ରୀଙ୍କଦ୍ଵାରା ପ୍ରକାଶ ବେହେରାଙ୍କ ରଚିତ ଓ ନିର୍ଦ୍ଦେଶିତ ' କଳାକାର ' ନାଟକ ପ୍ରଦର୍ଶିତ ହୋଇଥିଲା । ଉତ୍ସବର ଦ୍ବିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ପ୍ରଫେସର ଡ. ସୁକୁମାର ମିଶ୍ର, ନିର୍ଦ୍ଦେଶକ, ଆଇଆଇଟି, ଧାନବାଦ ଏବଂ ସମ୍ମାନିତ ଅତିଥି ପ୍ରଫେସର ଡ. କ୍ଷମାନିଧି ଅଦାବର୍, ପ୍ରଫେସର, ଅର୍ଥନୀତି ବିଭାଗ, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଗାନ୍ଧୀନଗର ଯୋଗଦେଇ ଛାତ୍ର ଜୀବନର ମହତ୍ତ୍ଵ ସମ୍ପର୍କରେ ବକ୍ତବ୍ୟ ରଖିବା ସହ ଉପସ୍ଥିତ ବର୍ତ୍ତମାନ

ତଥା ପୁରାତନ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏ ଅବସରରେ ପୁରାତନ ଛାତ୍ରୀଙ୍କଦ୍ଵାରା ଏକ 'ଫେଶନ ସୋ'ର ଆୟୋଜନ କରାଯାଇଥିଲା। କଳାକାର ସର୍ବେଶ୍ଵର ଭୋଇ ଓ ସାଥୀ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣ ଜୟନ୍ତୀ କମିଟି ତଥା ନିଷ୍ଠା ପରିବାର ବରଗଡ଼ ଓ ବରଗଡ଼ ରକ୍ତ ସଂଗ୍ରହ କେନ୍ଦ୍ର ସହାୟତାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026

You Might Also Like