-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||     

HOME   ଜିଲ୍ଲା

ଇନ୍ଦିରା ନଗର ମଧ୍ୟରେ ମାଗଣା ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର

31-Dec-2024



ବଲାଙ୍ଗିର: ଆଜି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର )ଶାସ୍ତ୍ରୀ ନଗର ପକ୍ଷରୁ ଇନ୍ଦିରା ନଗର ଠାରେ ସ୍ଥାନୀୟ ଯୁବ ସ୍ବେଛାସେବୀ ମାନଙ୍କ ସହାୟତା ରେ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ କ୍ଲବ ପରିସରରେ ଆଜି ଏକ ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି l

ଉକ୍ତ ଶିବିର ରେ ସର୍ବମୋଟ ୧୫୫ରୁ ଉର୍ଦ୍ଧ ବିଭିନ୍ନ ବର୍ଗ ର ରୋଗୀ ଯଥା ଉଚ୍ଚ ରକ୍ତ ଚାପ, ମଧୁମେହ,ଓରାଲ କେନସର, ଥାଇରଡ଼ ଜନିତ ରୋଗ ର ଚିକିତ୍ସା ଓ ପରାମର୍ଶ ଇତ୍ୟାଦି ର ସୁବିଧା ପାଇପାରିଥିଲେ l ରୋଗୀ ମାନ ନିଜକୁ ଚିକିତ୍ସା ତଥା ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ l ଏଭଳି ଉନ୍ନତ ମାନର ସ୍ୱାସ୍ଥ୍ୟ ଶିବିର କ୍ରମାଗତ କରିବା ପାଇଁ  ସ୍ଥାନୀୟ ସ୍ବେଛାସେବୀ ମାନ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁ ଅନୁରୋଧ କରିଥିଲେ lଏହି ସ୍ୱାସ୍ଥ୍ୟ ଶିବିର ରେ ବଲାଙ୍ଗିର ଦାଇତ୍ୱ ରେ ଥିବା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦିବ୍ୟକିଶୋର ପତି ଙ୍କ ପରାମର୍ଶ କ୍ରମେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅତିରିକ୍ତ ମ୍ୟାନେଜର (APM) ଶ୍ରୀ ରାମାନୁଜ ପଣ୍ଡା, ନେସନାଲ ପିସ ୟୁନିସନ ତଥା ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର

ନିଁର୍ଧେଶକ ଓ ଚେୟାରମ୍ୟାନ ଶ୍ରୀ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ,ସମାଜ ସେଵୀ ସଞ୍ଜୟ ଶେଖର ଦେଓ (ସମାଜସେବୀ ) ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡ଼ା ସତ୍ୟ ନାରାୟଣ ସାହୁ,ଡ଼ା ଅଙ୍କିତ ପଣ୍ଡା, ଡ଼ା ଅର୍ଜିତ ମହାନ୍ତି,ଏହି ଶିବିର କୁ ଏକ ସଫଳ ଚିକିତ୍ସା ଶିବିର ବୋଲି ବର୍ଣନା କରିଥିବାବେଳେ, ସ୍ୱାସ୍ଥ୍ୟ ହିଁ ସମ୍ପଦ ଏହି ବିଷୟ ବସ୍ତୁ ଉପରେ ମତବ୍ୟକ୍ତ କରିଥିଲେ l

ଉପରୋକ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତରଫ ରୁ ପୌର ପାଳିକା ଉପ ଅଧ୍ୟକ୍ଷା ସୁଶ୍ରୀ ଗାୟିତ୍ରୀ ଭୋଇ ଯୋଗଦାନ ଓ ପରିଦର୍ଶନ କରିଥିଲେ ଉପରୋକ୍ତ ସ୍ୱାସ୍ଥ୍ୟ ଶିବିର ରେ  ଇପ୍ସିତା ମହାନ୍ତି (ଫିଜିଓଥରାପିଷ୍ଟ) ନମ୍ରତା ମିଶ୍ର (ନିଉଟ୍ରିସନାଲିଷ୍ଟ ) ଖୁସିରାମ ସୁନା , ରୋନି ବଗର୍ତି, ଜୁଲି ତାଣ୍ଡି , ଅସିତ ଆନନ୍ଦ , ବିରୁପକ୍ଷ ଥନାପତି, ବିପିନ ବିହାରୀ ସେଟ, ଅଞ୍ଜଳି ନାଗ, ନିକୁଞ୍ଜ ପଟେଲ, ଦୀପାଞ୍ଜଳି ଖମାରି ଆଶା ଦିଦି, ମଣିଭଦ୍ର ବେହେରା,ଇତ୍ୟାଦି ସଭ୍ୟ ସଭ୍ୟା ଯୋଗଦାନ କରି ସ୍ୱାସ୍ଥ୍ୟ ଶିବିର କୁ ପରିଚାଳନା କରାଇଥିବା ବେଳେ ସାମାଜିକ ସଭ୍ୟଗଣ ଓ ଅନ୍ୟ ସ୍ଥାନୀୟ ଯୁବକ ସଂଘ ସଭ୍ୟ ସଭ୍ୟା ଗଣ ରାଧେଶ୍ୟାମ ବିଶି,ଶ୍ରୀ ଚମ୍ପେ ଦୋରା, ଦେବାଶିଷ ଲେଙ୍କା ଇତ୍ୟାଦି ଏହି ଶିବିର କୁ ସମ୍ପୂର୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026

You Might Also Like