-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||     

HOME   ଜିଲ୍ଲା

ରକ୍ତ ଦାନ ଓ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରି ଡଃ ଅଭିଷେକ ଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳୀ

31-Dec-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ବୋଲବମ୍ ଚାରିଟେବୁଲ ଟ୍ରଷ୍ଟ ମଣ୍ଡପ ଠାରେ ଡ଼ଃ ଅଭିଷେକ ମିଶ୍ର ସ୍ମୃତି କମିଟି ପକ୍ଷରୁ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡା ପାଲି ଓ ସିଟି ସେଣ୍ଟର୍ ସୋନପୁର ତରଫରୁ କମ୍ପ୍ୟୁଟର ମାଧ୍ୟମ ରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ ରେ  ଜଣେ ମହିଳାଙ୍କ ସମେତ 20 ଜଣ ରକ୍ତ ଦାତା ରକ୍ତ ଦାନ କରି ଥିଲେ । ସେହିପରି 70 ଜଣ ଙ୍କ ଚକ୍ଷୁ ପରୀକ୍ଷା କରାଯାଇ ଥିଲା। 20 ଜଣ ଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର ସକାଶେ ଚିହ୍ନଟ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ କୁ ଅବସର ପ୍ରାପ୍ତ ହାଇକୋର୍ଟ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଶୁଭ ଉଦ୍ଘାଟନ କରିଥିବା ବେଳେ ସମାଜସେବୀ ବୈକୁଣ୍ଟ ଶତପଥୀ, ବୋଲବମ୍ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଶେଷ ଦେବ ମେହେର, ଆଇନଜୀବୀ ଗୌରୀ ଶ୍ୟାମ ପଣ୍ଡା, କେଦାର ମିଶ୍ର, ସମାଜ ସେବୀ ଲଡୁ ମଲ୍ଲିକ,  ଶ୍ରୀବତ୍ସ ମଲ୍ଲିକ ଏଠାରେ ଅତିଥି ଭାବେ ଯୋଗ ଦେଇ ଥିଲେ l  ମା ସୁରେଶ୍ଵରୀ ଙ୍କ ଫଟୋ ଚିତ୍ର ରେ  ପୂଜାର୍ଚ୍ଚନା  ପରେ ରକ୍ତ ଦାନ ଶିବିର କୁ ଜଷ୍ଟିସ ଦାଶ ଏହାକୁ ଉଦ୍ଘାଟନ କରି ସ୍ୱର୍ଗୀୟ ଆତ୍ମା ଙ୍କ ଶ୍ରଦ୍ଧାଞ୍ଜଳି ସକାଶେ କରାଯାଉଥିବା ମହତ୍ କାର୍ଯ୍ୟ କୁ ଭୂୟସୀ ପ୍ରଶଂସା କରିଥିଲେ । ପ୍ରକାଶ ଥାଉ କି ଯେ କିଛି ଦିନ ପୂର୍ବରୁ ଶିଶୁ ଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲା ର ଏଇ ସୁଯୋଗ୍ୟ ସନ୍ତାନ ତଥା ଯୁବ ପ୍ରତିଭା ଡ଼ଃ ଅଭିଷେକ ମିଶ୍ର ଙ୍କ ଦ୍ବିତୀୟ ଶ୍ରାଦ୍ଧ ବାର୍ଷିକୀ ଅବସର ରେ ପବିତ୍ର ଗୀତା ଜୟନ୍ତୀ ତିଥି ରେ ସୋନପୁର ଶିଶୁ ଗୃହ ଠାରେ ଶିଶୁ ମାନଙ୍କୁ ଅନ୍ନ ଭୋଜନ ରେ ଆପ୍ୟାୟିତ କରଯାଇଥିଲା l ଓ ସ୍ଥାନୀୟ ଘୋଡାଘାଟ ପଡ଼ା ଦଧି ବାମନ ମନ୍ଦିର ଦଧି ବାମନ ମନ୍ଦୀର ରେ ମଧ୍ୟ ବ୍ରାହ୍ମଣ ଭୋଜନ ର ବ୍ୟବସ୍ଥା କରାଯାଇ ସ୍ୱର୍ଗତ ଆତ୍ମା ର ସଦଗତି କାମନା କରଯାଇଥିଲା l ପ୍ରକାଶ ଥାଉ କି ଯେ ଡ଼ଃ ଅଭିଷେକ ମିଶ୍ର ଙ୍କ ମାଣ୍ଡିଆ ସନ୍ଦର୍ଭ ଆନ୍ତର୍ଜାତିକ ସ୍ତର ରେ ସ୍ଵୀକୃତି ପାଇବା ସଙ୍ଗେ ସଙ୍ଗେ ସୁବର୍ଣ୍ଣପୁର ଜିଲ୍ଲା ର ଗୌରବ କୁ ଗୁଣିତ କରିଥିବା ଜଣା ଯାଇଛି l "ଅଭିଷେକ ଙ୍କ ମାଣ୍ଡିଆ ସନ୍ଦର୍ଭ" ଯାହାକି ୬୭ ଗୋଟି ଦେଶ ସ୍ଵୀକୃତି ପ୍ରଦାନ କରିଥିବା ବିଷୟ ଅଭିଷେକ ମିଶ୍ର ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026

You Might Also Like