-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ପାଚିକା ଓ ସହାୟିକାମାନଙ୍କ ପ୍ରଶିକ୍ଷଣ ଶିବିର

31-Dec-2024



ପାଟଣାଗଡ଼( ପୂର୍ଣ୍ଣଶଶୀ ଶେଖର ରାଓ )
ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷା ବିଭାଗ ଆନୁକୂଲ୍ୟରେ ବ୍ଲକସ୍ତରୀୟ ପିଏମ୍ ପୋଷଣ ଯୋଜନାରେ କାର୍ଯ୍ୟରତ ଥିବା ପାଚିକା ଓ ସହାୟିକାମାନଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଓ ରନ୍ଧନ ପ୍ରତିଯୋଗିତା ତା.୨୬.୧୨.୨୪ ରୁ ଆରମ୍ଭ ହୋଇ ୩୧.୧୨.୨୪ ପର୍ଯ୍ୟନ୍ତ ଚାଲିଥିଲା। ଉକ୍ତ କାର୍ଯ୍ୟକ୍ରମଟି ମଧ୍ୟାହ୍ନ ଭୋଜନ ଦାୟିତ୍ୱ ଥିବା ଡିଇଓ ଦେବାଶିଷ ଗଡତିଆଙ୍କ ତତ୍ତ୍ୱବଧାନରେ ଚାଲିଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ବେଲପଡ଼ା ବ୍ଲକ ଶିକ୍ଷା ଅଧିକାରୀ ଅଭିନବ ମିଶ୍ର ଯୋଗଦାନ କରି ଶିବିରକୁ ଉଦ୍ଘାଟନ କରିଥିଲେ l ପ୍ରଥମ ଦିବସରୁ ଶେଷ ଦିବସ ପର୍ଯ୍ୟନ୍ତ  ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଶିକ୍ଷା ଅଧିକାରୀ ଚତୁର୍ଭୁଜ ମିର୍ଦ୍ଧା, ରଘୁନାଥ ମହରା ଓ ଜଗବନ୍ଧୁ ମାଝି ଏବଂ ସିଆରସିସି ମାନେ ଉପସ୍ଥିତ ଥିଲେ l  ବ୍ଳକର ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପାଚିକା ଓ ସହାୟିକାମାନେ ଉପସ୍ଥିତ ଥିଲେ l ପ୍ରଥମେ ପାଚିକାମାନଙ୍କ ମଧ୍ୟରେ ରନ୍ଧନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ସମସ୍ତ ବିଦ୍ୟାଳୟର ପାଚିକାମାନେ ଭାଗ ନେଇଥିଲେ । ଏହାପରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ କିପରି ଭାବେ ପରିଷ୍କାର ପରିଚ୍ଛନ୍ନତା ତଥା ଚାଉଳ, ପନିପରିବାକୁ ପାଣିରେ ଧୋଇବା ପରେ ରୋଷେଇ କାର୍ଯ୍ୟ ତୁଲାଇବେ ସେ ସମ୍ପର୍କରେ ବିସ୍ତୃତ ତାଲିମ ପ୍ରଦାନ କରାଯାଇଥିଲା l ଏହି ଶିବିରରେ ଆରପି ତଥା ସିଆରସିସି ବିପିଶିଂ ନାୟକ ଲୋହିତ କୁମାର ଗଡତିଆ ଚିନ୍ତାମଣି ପାଢ଼ୀ ଭୋଲେଶ୍ୱର୍ ତାଣ୍ଡି , ପ୍ରମୁଖ ପ୍ରଶିକ୍ଷଣ ପ୍ରଦାନ କରିଥିଲେ l ଏହି ସମସ୍ତ କ୍ଳଷ୍ଟରର ପାଚିକାମାନଙ୍କୁ ନେଇ ଇନ୍ଧନ ପ୍ରତିଯୋଗିତାରେ ଭାଗ ନେଇଥିବା ମୋଟ ୧୨୦ ଜଣକୁ ପାଚିକାଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସିଆରସିସି ନରେଶ ସେଟ୍ , କେଦାର ପାଣିଗ୍ରାହୀ ଯୋଷବନ୍ତ କୁମ୍ଭାର ସମସ୍ତ ସି, ଆର୍,ସି,ସି ଙ୍କ ସହିତ ପାଚିକା ଓ ସହାୟିକାମାନେ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026

You Might Also Like