-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ନୂଆମାଲପଡା ରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର

31-Dec-2024



ସିନାପାଲି,(ପରମେଶ୍ୱର ମେହେର ): ସିନାପାଲି ବ୍ଲକ ଅନ୍ତର୍ଗତ ଉପାନ୍ତ ନୂଆମାଲପଡା ଠାରେ ଗ୍ରାମ ସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ନୂଆପଡା ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା ଶିବିରରେ ସିନାପାଲି ବିଡ଼ିଓ କର୍ମୀ ଓରାମ, ତହସିଲଦାର ଉପାଞ୍ଜଳି ମାଝୀ, ବ୍ଲକ ଅଧ୍ୟକ୍ଷା  ମାଧୁରୀ ମାଝୀ, ଉପାଧ୍ୟକ୍ଷା ମିନା ଘିଭେଲା ,ସ୍ଥାନୀୟ ସରପଞ୍ଚ ବନିତା ପୋଡ଼,ପ୍ରମୁଖଙ୍କ ସମେତ ବ୍ଲକ ତଥା ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଲୋକେ କିଭଳି ଦାଦନ ନଯାଇ ଗାଁରେ ରହି ବିଭିନ୍ନ ଯୋଜନାରେ ସାମିଲ ହୋଇ ରୋଜଗାର କରି ଜୀବିକା ନିର୍ବାହ କରି ପାରିବେ। ସେନେଇ ଶ୍ରମିକଙ୍କୁ ସଚେତନର ବାର୍ତ୍ତା ଦିଆଯାଇଥିଲା। ବିଭିନ୍ନ ବିଭାଗ ରୁ ହେଉଥିବା ଜନହିତକର ଯୋଜନା ଶ୍ରମିକ ନିଯୁକ୍ତି ଉପରେ ଲୋକଙ୍କୁ ସମ୍ପୃକ୍ତ ଅଧିକାରୀ ମାନେ ମତପ୍ରକାଶ କରିଥିଲେ। ଏହି ଶିବିରରେ ମନରେଗା ଯୋଜନାରେ ୩ଶହ ଦିନର କାମ କରିଥିବା ଶ୍ରମିକ ହେରାମ୍ବ ମାଝୀ , ଘନସିଂ ମାଝୀ ଓ ଖଗେଶ୍ୱର ମାଝୀ,ଘାସି ମାଝୀ, ହୀରାଧର ରଣା ଓ ତୁଳରାମ ଭାଟି ଙ୍କୁ ଜିଲାପାଳଙ୍କ ଦ୍ଵାରା  ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ସ୍ଥାନୀୟ ପଞ୍ଚାୟତ ପ୍ରତିନିଧିଙ୍କ ସମେତ ସାମାଜିକ କର୍ମୀ ଗଣେଶ ପୋଡ଼, ପିଇଓ ଢ଼କନଲାଲ ଚଳାନ, ଜିଆରଏସ ଅମୂଲ୍ୟ ତାଣ୍ଡି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like