-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||     

HOME   ଜିଲ୍ଲା

ଆଧ୍ୟାତ୍ମିକ ଓ ସାମାଜିକ ପରମ୍ପରା ର ଅନନ୍ୟ ସମନ୍ବୟ ର ଆଧାର...ମାଁ ପନ୍ଥେଇ ମହୋତ୍ସବ

31-Dec-2024



ରେଙ୍ଗାଲିକ୍ୟାମ୍ପ/ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ରେ ମା ପନ୍ଥେଇ ଚାରିଟେବଲ ଟ୍ରଷ୍ଟ ଓ ଗ୍ରାମବାସୀଙ୍କ ମିଳିତ ଆନୁକୁଲ୍ୟରେ ଦୁଇ ଦିନ ଧରି ପନ୍ଥେଇ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।  ଏହି ମହୋତ୍ସବ ଦୀର୍ଘ ବର୍ଷ ଧରି ଅତ୍ୟନ୍ତ ନିଆରା ଢଙ୍ଗରେ ପାଳିତ ହୋଇଆସୁଛି ।ଏହି ମହୋତ୍ସବ ର  ଏକ ମୁଖ୍ୟ ବିଶେଷତ୍ଵ ରହିଛି,ଯେଉଁଥିରେ ମାଁ ଇଷ୍ଟ ଦେବୀ ପନ୍ଥେଇ ଙ୍କ ପୂଜାର୍ଚ୍ଚନା ରୂପେ ନୂତନ ପୀଢ଼ି ଙ୍କ ମନରେ ଆଧ୍ୟାତ୍ମିକ ଭାବନା ଓ ଗ୍ରାମର

ବରିଷ୍ଠ ମାନଙ୍କୁ ସମ୍ମାନ ତଥା   ବିବାହ ପରେ  ଝିଅ ଜୋଇଁ ଙ୍କୁ  ଆଦର ବେଭାର  କରି ସାମାଜିକ ପରମ୍ପରା କୁ ରକ୍ଷା କରିବା ।ଚଳିତ ବର୍ଷ ଏହାର ପ୍ରଥମ ଦିବସରେ    ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନେଇ ଲେଥା  ପ୍ରତିଯୋଗିତା ହୋଇଥିଲା। ଏଥିରେ ୩୩ ଟି ସ୍ଵୟଂ ସହାୟକ ଦଳ   ଭାଗ ନେଇ ନେଇଥିଲେ । ଏହାପରେ ଆୟୋଜିତ ସଭାକାର୍ଯ୍ୟ ରେ ରେ ବ୍ରଜେନ୍ଦ୍ର ସାହୁ ସଭାପତିତ୍ଵ କରିଥିଲେ । ମୁଖ୍ୟଅତିଥି ଭାବେ ବିଶ୍ୱ ହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ସଭାପତି ଡ଼ା. ରାଜକୁମାର ବଡ଼ ପଣ୍ଡା  ଓ ସମାଜସେବୀ  ପ୍ରିତମ ସିଂ  ମୁଖ୍ୟ ବକ୍ତା  , ଜିଲ୍ଲା ପ୍ରବକ୍ତା ନବ କିଶୋର ପାଣିଗ୍ରାହୀ ,  ରୁପ ନାରାୟଣ ଅଗ୍ରୱାଲ, ଟ୍ରଷ୍ଟ ର ଅଧ୍ୟକ୍ଷ ସନ୍ତୋଷ ସେଠ, ଟ୍ରଷ୍ଟ ର ସଭାପତି ଶୈଳରାଜ ମହାରଣା  ସମ୍ମାନିତ ଅତିଥି ଭାବରେ  ମଞ୍ଚାସୀନ ଥିଲେ । ସକ୍ରିୟ ସଭ୍ୟ  ବ୍ରଜେନ୍ଦ୍ର ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ। ସମ୍ପାଦକ ଶରତ କୁମାର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ସଂଜୀବ  ମହାପାତ୍ର ମାଁ ପନ୍ଥେଇ ଦୁର୍ଗାଙ୍କ ଇତିହାସ ପାଠ କରିଥିଲେ । ସେହି ପରି  ମହୋତ୍ସବ ର ଦ୍ବିତୀୟ ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ନିହାର   ମହାନନ୍ଦ  ମୁଖ୍ୟ  ଅତିଥି , ଡଃ  ସବିତା ସାହୁ ମୁଖ୍ୟ ବକ୍ତା,  ପୃଥ୍ୱୀରାଜ  ସାହୁ,   ନୃତ୍ୟ ନିର୍ଦ୍ଦେଶକ ଆଲୋକ ପଣ୍ଡା,  ଦିଲ୍ଲୀ  ମୁଖ୍ୟ  କର୍ପୋରେଟର ଅର୍ଜୁନ ସାହୁ ସମ୍ମାନିତ ଅତିଥି ଥିଲେ। ୨୦୨୩-୨୪ ବର୍ଷରେ ଗାଁର ବିବାହିତ ଝିଅ ଜ୍ୱାଇଁ ସମେତ ଗ୍ରାମର  କାର୍ଯ୍ୟରତ ଓ ଅବସରପ୍ରାପ୍ତ ସୈନିକ, ସାମ୍ବାଦିକ,

ସଂକଳ୍ପ ପରିବାର, ନିଷ୍ଠା ପରିବାର ଓ ଅମୃତ କୁଟୁମ୍ବ ଙ୍କୁ ଟ୍ରଷ୍ଟ  ପକ୍ଷରୁ ସମ୍ମାନିତ କରାଯାଇଥିଲା। ଗାଁର ୮ ଜଣ ବରିଷ୍ଠ ବୃଦ୍ଧ ବୃଦ୍ଧା ଙ୍କୁ  ବସ୍ତ୍ର ପ୍ରଦାନ କରାଇଥିଲା । ପ୍ରତ୍ୟହ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମ ସନ୍ଧ୍ୟାରେ ବରଗଡ଼ ର ସାନ  ଡ୍ୟାନସ ଏକାଡେମୀ , ଢେମସା,କୋରାପୁଟ ର ଦୁରୁଆ ଆଦିବାସୀ ଲୋକନୃତ୍ୟ ଓ ବୋଧନ ସାଂସ୍କୃତିକ ଅନୁଷ୍ଠାନ, ତୋରା, ବରଗଡ଼  ନୃତ୍ୟ ପରିବେଷିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026

You Might Also Like