-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||     

HOME   ଜିଲ୍ଲା

ଅଣଦେଖା ଚାଷୀ... ଶୁଣିବାକୁ କେହି ନାହାନ୍ତି ! ବିଚାର ହେବ କେବେ ?

31-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସଂଯୁକ୍ତ କୃଷକ ସଂଗଠନର କର୍ମୀ ଏବଂ କୃଷକ ମାନେ ବରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚମ ଦିନ ହେବ ଧାରଣାରେ  ବସିଛନ୍ତି। ସେମାନଙ୍କ ଗୋଟିଏ ଦାବୀ ମଣ୍ଡିରେ ପଡ଼ିଥିବା ଧାନ ବିନା କଟନୀ ଏବଂ ଦଲାଲ ମୁକ୍ତ ଭାବେ କେବେ ହେବ। ଉତ୍ତର ନାହିଁ ଜିଲ୍ଲା ପ୍ରଶାସନ ପାଖରେ। ସେଥିପାଇଁ ଧାରଣା ସ୍ଥଳକୁ କୌଣସି ଅଧିକାରୀ ଆସୁନାହାନ୍ତି। ମିଲର ମାନଙ୍କ ଲବି ସମ୍ମୁଖରେ କାମ ଦେଉନାହିଁ ମଣ୍ଡି ପରିଚାଳନା କମିଟି, ସୁପରଭାଇଜର, ପ୍ରଶାସନିକ ଅଧିକାରୀ, ନେତାମନ୍ତ୍ରୀଙ୍କ ପାୱାର ।ସେଥିପାଇଁ ଆନ୍ଦୋଳନ କାରୀଙ୍କ ସମସ୍ୟାର ସମାଧାନ ହୋଇ ପାରୁନାହିଁ। ଆଜି ମନ୍ଥର ଗତିରେ ଧାନ ଉଠୁ ନ ଥିବା  କୁମ୍ଭାରୀ, ତୁଳଣ୍ଡି, ତେନ୍ତୁଲିଟିକ୍ରା, ଭେଡେନ, କୁବେଡେଗା, ବରା, ଘେଁସ ମଣ୍ଡିର କୃଷକ ମାନେ ଆସି ଆନ୍ଦୋଳନରେ ଝାସ ଦେଇଛନ୍ତି। ସେମାନେ ଧାନ ବିକ୍ରି ନ ସରିବା ପର୍ଯ୍ୟନ୍ତ ଧାରଣା ଜାରି ରଖିବାକୁ ନିଷ୍ପତ୍ତି ନେଇଥିଲେ। ଆସନ୍ତାକାଲି ନୂତନ ବର୍ଷ ଏବଂ କେନାଲ ପାଣି ଛଡ଼ାଯିବ। ଚାଷୀ ନୂତନ ଚାଷ କରିବ ନାଁ ଧାନ ବିକ୍ରି ପାଇଁ ଅପେକ୍ଷା କରିବ ବୋଲି ସଭାରେ ଚର୍ଚ୍ଚା ହେଉଛି। ଚାଷୀଙ୍କୁ ଜାଣିଶୁଣି ହଇରାଣ କରାଯାଉଛି କାରଣ ତାହାର ଉତ୍ପାଦନ ସାମଗ୍ରୀ ଶସ୍ତା ଦରରେ ମଧ୍ୟସ୍ଥି କୁ ଦେଇଦେବ ହେଲେ ଚାଷୀଙ୍କ ସଂଗଠିତ ପ୍ରୟାସ ଜିଲ୍ଲା ପ୍ରଶାସନର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହି ଧାରଣାକୁ ସୋନପୁର କୃଷକ ସଂଗଠନ ପ୍ରଦ୍ୟୁମ୍ନ ପାଢ଼ୀ, ବିଜୟ ନାୟକ, ଶୁଭମ ସାହୁ ପ୍ରମୁଖ ଧାରଣା ସ୍ଥଳକୁ ଆସି ସମର୍ଥନ ଦେଇଥିବା ବେଳେ ସଂଗଠନ ରମେଶ ମହାପାତ୍ର, ଅରବିନ୍ଦ ପଣ୍ଡା, ସୁରେଶ ନିକେଣ୍ଟି, ପୁରୋହିତ ପୋଡ଼, ନରେଶ ପଧାନ, ବିନୋଦ ପଧାନ, କାଁହୁ ପଧାନ, ହାରାଧନ ସାହୁ, ବିଜୟ ଲହରିୟା, ବିଜୟ ପଧାନ , ସଂଜୀବ ପଧାନ, ପ୍ରକାଶ ପଧାନ, ବିଦ୍ୟାଧର ସାହୁ, ଭାତୁ ଗଡତିଆ, କ୍ଷୀରୋଦ୍ର ମାଝୀ, ଥବିର ସାହୁ ଏବଂ ନିରଞ୍ଜନ ପଧାନ ଧାରଣା ର ନେତୃତ୍ୱରେ ଧିରେଧିରେ ସମୁଦ୍ରର ଜୁଆର ଭଳି ଧାରଣାରେ ଚାଷୀ ମାନେ ଧାରଣାରେ ବସି ଚାଲିଥିବା ଦେଖିବାକୁ ମିଳୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026

You Might Also Like