-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||     

HOME   ଜିଲ୍ଲା

୧୯୮୫ ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ

31-Dec-2024



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ଆଜି ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ କଳାମାଟିଆ ଗ୍ରାମପଞ୍ଚାୟତ ଅଧିନସ୍ଥ କାଇପଡi ଉଚ୍ଚ ବିଦ୍ୟାଳୟ ର ୧୯୮୫ ମାଟ୍ରିକ ଵ୍ୟାଚ ର ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୯୮୫ ମାଟ୍ରିକ ବ୍ୟା ଚ୍ ର ପ୍ରାୟ ୮୦ରୁ ଅଧିକ ଛାତ୍ର ଛାତ୍ରୀ ଓ ସେମାନଙ୍କର ପରିବାର ଲୋକେ ଯୋଗ ଦାନ କରିଥିଲେ। ସ୍ୱାଗତ ଭାଷଣ ବିରଜା ପ୍ରସାଦ ପରିଡ଼ା ଦେଇଥିଲେ।ଅନୁଷ୍ଠାନ ର ଅବସର ପ୍ରାପ୍ତ ଶିକ୍ଷକ ଭାସ୍କର ନାଥ, କୃଷ୍ଣ ପ୍ରସାଦ ଦାଶ, କିରଣବାଳା ସ୍ୱାଇଁ, ନବକିଶୋର ପଣ୍ଡା, ଧନେଶ୍ଵର ଦାସ ଓ ବର୍ତ୍ତମାନ କାର୍ଯ୍ୟରତ ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ। ପ୍ରଥମେ ଜଗନ୍ନାଥ ଙ୍କ ଫଟୋ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଦିବଂଗତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନଙ୍କ ଆତ୍ମା ର ଶାନ୍ତି ଉଦ୍ଦେଶ୍ୟରେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ତା ପରେ ସମସ୍ତ ଛାତ୍ର ଛାତ୍ରୀ ତାଙ୍କର ଅତୀତର ସ୍ମୃତି ଚାରଣ କରିଥିଲେ। ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ କରିବା ପାଇଁ ଏହି ଵ୍ୟା ଚ ର ଛାତ୍ର ଛାତ୍ରୀ ମାନେ ଆଗଭର ହୋଇ ଦାୟିତ୍ଵ ଗ୍ରହଣ କରିବେ ବୋଲି ସର୍ବ ସମ୍ମତ ମତ୍ତ ପ୍ରକାଶ ପାଇଥିଲା। ସର୍ବଶେଷରେ ସମସ୍ତଙ୍କୁ ଧନ୍ୟ ବାଦ ଜଣାଇ ସଭା ସାଙ୍ଗ ହେଲା ପରେ ସମସ୍ତେ ଏକାଠି ବସି ଭୋଜନ କରିଥିଲେ।ଶେଷ ରେ ଯୁଧିଷ୍ଠିର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026

You Might Also Like