-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||     

HOME   ଜିଲ୍ଲା

ଅବସର ଦିନ ଫାଇନାଲ ପେନସନ ଦେବାକୁ ସଫଳ

01-Jan-2025



ଦେଓଗାଁ: ଦେଓଗାଁ ବ୍ଲକ ଅଧୀନସ୍ଥ ବଗଡ଼ା ପ୍ରାଥମିକ ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକ କୁନ୍ତେ ମେହେର ଅବସର ଗ୍ରହଣ କରିଛନ୍ତି।ବଲାଙ୍ଗିର ଜିଲ୍ଲାରେ ପ୍ରଥମ କରି ତାଙ୍କୁ ଅବସର ଦିନ ହିଁ ପୂର୍ଣ୍ଣ (ଫାଇନାଲ)) ପେନସନ୍ ପ୍ରଦାନ କରାଯାଇପାରିଛି।ସରକାରଙ୍କ ନିୟମ ଅନୁସାରେ ଅବସର ନେବା ପୂର୍ବରୁ ଦାୟିତ୍ଵ ହସ୍ତାନ୍ତର କରାଯାଇଥାଏ।ସେହି ନିୟମ ଅନୁଯାୟୀ ଶ୍ରୀଯୁକ୍ତ ମେହେର ତାଙ୍କର ସହକାରୀ ଶିକ୍ଷକଙ୍କୁ ଦାୟିତ୍ଵ ଅର୍ପଣ କରି ନୋ ଡିଉଜ୍ ସାର୍ଟିଫିକେଟ ମଧ୍ୟ ଦାଖଲ କରିଥିଲେ।ସମସ୍ତ ପ୍ରକ୍ରିୟା ସମାପ୍ତି ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭାଗୀୟ ଅଧିକାରୀ ଙ୍କ ପାଖକୁ ପେନସନ୍ କାଗଜ ପତ୍ର ପଠାଇ ଥିଲେ।ଦିନକ ପୂର୍ବରୁ ଟ୍ରେଜେରୀ ଅଫିସରେ ପହଁଞ୍ଚିବା ପାଇଁ ଅବସର ନେଉଥିବା ଶିକ୍ଷକଙ୍କୁ ଦେଖା କରିବାକୁ ଡକାଯାଇଥିଲା।ଠିକ୍ ଅବସର ଦିନ ହିଁ ଫାଇନାଲ ପେନସନ୍ ପେପର୍ ଦିଆଯାଇ ଥିବାରୁ ଶିକ୍ଷା ଅଧିକାରୀ ସୁଶ୍ରୀ ମମତା ମହାଡିକ୍ ଏବଂ ସହକାରୀ ଶିକ୍ଷକ ତଥା ସହକର୍ମୀ ମାନେ ଆନନ୍ଦ ଅନୁଭବ କରିଥଲେ। 
ଅବସର ଦିନ ହିଁ ଫାଇନାଲ ପେନସନ ଯୋଗାଇବା ଫଳରେ କର୍ମଚାରୀ ତଥା ବିଭାଗର କାମ କମ୍ ହୋଇଥାଏ।ବାରମ୍ବାର ଭୁବନେଶ୍ୱର ଯିବାକୁ ପଡି ନ ଥାଏ।ଉଭୟ ସରକାର ଓ କର୍ମଚାରୀ ଆଶ୍ବସ୍ତି ଲାଭ କରନ୍ତି ବୋଲି ଅବସର କାଳୀନ ସଭାରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜିତ କୁମାର ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ମତବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026

You Might Also Like