-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||     

HOME   ଜିଲ୍ଲା

କାଳୀକୃଷ୍ଣ ସଂଘର ସଂକଳ୍ପ ଦିବସ ପାଳନ

01-Jan-2025



କଳାହାଣ୍ଡି,କୋକସରା( ତ୍ରିନାଥ ବେଶ୍ରା )
କାଳୀକୃଷ୍ଣ ସଂଘର ପ୍ରତିଷ୍ଠାତା ସଦଗୁରୁଦେ ସତ୍ୟାନନ୍ଦ ସରସ୍ଵତୀ ମହାରାଜଙ୍କ ଉଦ୍ଧିପିକାରେ କହିଛନ୍ତି-"ନିଶାମୁକ୍ତ ଜୀବନ ଦୁଃଖ ମୁକ୍ତ ଜୀବନ"। ଏହି ଉକ୍ତି ତଥା ପ୍ରାକୃତିକ ବିପର୍ଯ୍ୟୟରୁ ମୁକାବିଲା ପାଇଁ ମହାଯଜ୍ଞ ଆୟୋଜନ, ବ୍ୟାପକ ସଂଖ୍ୟାରେ ବୃକ୍ଷରୋପଣ କରି ପର୍ଯ୍ୟାବରଣର ସନ୍ତୁଳନ ରଖିବାକୁ ପ୍ରେରଣା ଦେଇଛନ୍ତି। ଶ୍ରୀଗୁରୁଙ୍କର ଏହି ମାନବୀୟ ମୂଲ୍ୟବୋଧର ସୁରକ୍ଷା ନିମନ୍ତେ ପ୍ରତିବର୍ଷ ଜାନୁଆରୀ ପହିଲାକୁ ସଂକଳ୍ପ ଦିବସ ଭାବରେ କାଳୀକୃଷ୍ଣ ସଂଘ ପାଳନ କରି ବିଭିନ୍ନ ପ୍ରକାରର ସଚେତନତା ଉଦ୍ଦେଶ୍ୟରେ ସଂକଳ୍ପ କରି ବର୍ଷ ତମାମ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଥାଏ। ନିଶା ମୁକ୍ତ ବ୍ୟକ୍ତି ପରିବାର ଓ ସୁସ୍ଥ ସମାଜ ଗଠନରେ ସହାୟକ ହୋଇଥାଏ । ନିଶାମୁକ୍ତି ଦିଏ ସମ୍ମାନ, ଅର୍ଥ, ରୋଜଗାର ଓ ସ୍ଵାବଲମ୍ବନ। ଆଧ୍ୟାତ୍ମିକତା ଦିଏ ଶୃଙ୍ଖଳା ସହ ନିଶାମୁକ୍ତ ହେବା ପାଇଁ ଦୃଢ ସଂକଳ୍ପ । ତେଣୁ ଆଧ୍ୟାତ୍ମିକତା ପ୍ରତି ଆକୃଷ୍ଟ ହେବାକୁ ଯୁବପିଢୀକୁ  କାଳୀକୃଷ୍ଣ ସଂଘ ପରିଚାଳକ ଶ୍ରୀ ଜଗଦାନନ୍ଦଜୀ ପ୍ରବଚନ ମାଧ୍ୟମରେ  ଆହ୍ବାନ ଦେଇଥିଲେ । ଏହି ଅବସରରେ ଆମପାଣି ଠାରେ ନିଶାମୁକ୍ତ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ପଦଯାତ୍ରାରେ ଶ୍ରୀ ଜଗଦାନନ୍ଦଜୀଙ୍କ ସମେତ କାଳୀକୃଷ୍ଣ ସଂଘର କର୍ମକର୍ତ୍ତା ଓ ଭାଇଭଉଣୀମାନେ ସାମିଲ ହୋଇ ବିଭିନ୍ନ ନାରାଦେଇ ଶ୍ରୀ ଜଗନ୍ନାଥ ମନ୍ଦିର ଠାରୁ ବୁଢାରଜା ମନ୍ଦିର  ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ପରେ ପରେ ବଡପୋଡାଗୁଡା ପଞ୍ଚାୟତ ଅନ୍ତର୍ଗତ ବାବେକୋହରା ଖେଳପଡିଆ ଠାରେ ସଂକଳ୍ପ ଦିବସ ସଭା ଅନୁଷ୍ଠିତ ହୋଇଥିଲା।

ଏହି ସଭାରେ ଧର୍ମଗଡ ବିଧାୟକ ଶ୍ରୀ ସୁଧିର ରଞ୍ଜନ ପାଟ୍ଟଯୋଶୀ, କାଳୀକୃଷ୍ଣ ସଂଘ ପ୍ରମୁଖ ଶ୍ରୀ ଜଗଦାନନ୍ଦଜୀ, ବେଦବ୍ରହ୍ମା ଶ୍ରୀ ସରୋଜାନନ୍ଦଜୀ, ସଭାପତି ଶ୍ରୀ ସଂଜୟ କୁମାର ପଣ୍ଡା ମଞ୍ଚାସୀନ ଥିଲେ। ନିରନ୍ତର ସେବାପାଇଁ ଶ୍ରୀ ସର୍ବାନନ୍ଦ, ଶ୍ରୀ ଦେବାନନ୍ଦ, ଶ୍ରୀ ଗଣେଷ ରାମ ଅଗସ୍ତି, ଶ୍ରୀ ଅରୁଣ କୁମାର ମହାନ୍ତି ଓ ଶ୍ରୀମତୀ ଅମୀତା ମିଶ୍ରଙ୍କୁ ଶ୍ରୀଜଗଦାନନ୍ଦଜୀ ସେବାପତ୍ର ପ୍ରଦାନ କରିଥିଲେ। କାଳୀକୃଷ୍ଣ ସଂଘର ୪୨ତମ ବାର୍ଷିକ ଉତ୍ସବ ତଥା ଶ୍ରୀ ଶ୍ରୀ ମହାବିଷ୍ଣୁ ଯଜ୍ଞ ସାନପୋଡାଗୁଡା, କୋକସରା ବ୍ଲକ କଳାହାଣ୍ଡି ଠାରେ ୨୮ ମାର୍ଚ୍ଚ ରୁ ୩୧ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ହେବ ବୋଲି ଘୋଷଣା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ  ଶ୍ରୀ କ୍ରିୟାନନ୍ଦ,ଶ୍ରୀ ପ୍ରିୟାନନ୍ଦ, ଶ୍ରୀ ମାଧବାନନ୍ଦ, ଶ୍ରୀ ମୁକୁନ୍ଦାନନ୍ଦ, ଲକ୍ଷ୍ମୀକାନ୍ତ ଖମାରୀ, ଜିତେନ୍ଦ୍ର କୁମାର ପଣ୍ଡା,ତନୁକଲାଲ ନାଗ, ନବୀନ ରାଉତ , ତପନ ନାଏକ, ଅଚ୍ୟୁତ ଭଏସାଲ,ଦିଲ୍ଲୀପ ଠାକୁର, ଭୁବନେଶ୍ୱର ନାଏକ, ନିତ୍ୟାନନ୍ଦ ଧଙ୍ଗଡାମାଝୀ, ଗୈାରାଙ୍ଗ ପୁଝାରୀ, ଗଜିନ୍ଦ୍ର ଭଏସାଲ, ବସନ୍ତ ଦାଶ,ବିଶ୍ବ ନାଥ ଗଉଡ,ଝସ କେଶରୀ ନାଏକ, ଦୁର୍ବଳ ଧଙ୍ଗଡାମାଝୀ ସମେତ କାଳୀକୃଷ୍ଣ ବାହିନୀ,ପ୍ରଜ୍ଞା ବାହିନୀ ,ମିଡିଆ ସେଲ ସହଯୋଗ କରିଥିବାବେଳେ ବାବାକୋହରା ଶାଖା ସଂଘ କାର୍ଯ୍ୟକ୍ରମ ଆୟୋଜନରେ ସଂପୂର୍ଣ୍ଣ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି , ନବରଙ୍ଗପୁର, କୋରାପୁଟ ଜିଲ୍ଲାରୁ କାଳୀକୃଷ୍ଣ ସଂଘର ଭାଇ , ଭଉଣୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026

You Might Also Like