-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ଏକ ସୁସ୍ଥ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟରେ... ମହିଳା ସମିତି ବୃଦ୍ଧାଶ୍ରମରେ ପାଳିଲେ ନବବର୍ଷ

01-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଏକ ସୁସ୍ଥ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟରେ ନବବର୍ଷ ପ୍ରଥମ ଦିନ ବରଗଡ଼ ମହିଳା ସମିତି ବିଜେପୁର ନିକଟ ସମଲାଇପଦର ସ୍ଥିତ ପାର୍ବତୀ ଗିରି ଅନାଥ ବୃଦ୍ଧାଶ୍ରମ ଠାରେ ଅନ୍ତେବାସୀ ଙ୍କ ଗହଣରେ ନବବର୍ଷ ପାଳନ କରିଛନ୍ତି । ସମିତିର ସଭ୍ୟା ମାନେ ଆଶ୍ରମରେ ରନ୍ଧାବଢ଼ା କରି ଅନ୍ତେବାସୀଙ୍କୁ ଆପ୍ୟାୟିତ କରିଥିଲେ । ସମିତିର ବରିଷ୍ଠ ସଭ୍ୟା ମମତା ମିଶ୍ର  କହିଛନ୍ତି ପରୋପକାର ହିଁ ମଣିଷର ଅସଲ ଧର୍ମ ଓ ଆଧ୍ୟାତ୍ମିକତା ବୋଲି ସ୍ୱାମୀ ବିବେକାନନ୍ଦ କହିଛନ୍ତି ଏବଂ ସେ ଦିଗରେ କାର୍ଯ୍ୟ ମଧ୍ୟ କରିଯାଇଛନ୍ତି । ସେହି ଆଦର୍ଶକୁ ପାଥେୟ କରି ମହିଳା ସମିତି ନର ନାରାୟଣଙ୍କ ସେବା ହିଁ ଅସଲ ମଣିଷ ପଣିଆ ଆମ ସାଂସ୍କୃତିକ ବିଚାରକୁ ସମ୍ମାନ ଜଣାଇ ଆମେ ବୃଦ୍ଧାଶ୍ରମରେ ନବବର୍ଷ ପାଳନ କରିଛୁ ବୋଲି ସୂଚନା ଦେଇଥିଲେ । ଅନ୍ୟତମ ବରିଷ୍ଠ ସଭ୍ୟା ମନ୍ଦାକିନୀ ପତି କହିଲେ ଯେ, ସମସ୍ତଙ୍କ ହୃଦୟରେ ସ୍ନେହ, ଶ୍ରଦ୍ଧା ଓ  ଆଧ୍ୟାତ୍ମିକତା ଉଦ୍ରେକ କରିବା ନବବର୍ଷ ପାଳନର ମୂଳ ଉଦ୍ଦେଶ୍ୟ । ଆଶ୍ରମରେ ନବବର୍ଷ ପାଳନ ମାଧ୍ୟମରେ ଏକ ସୁସ୍ଥ ଜନସଚେତନତା ଜାଗ୍ରତ କରିବା ଆମର ମୂଳ ଲକ୍ଷ୍ୟ ବୋଲି ସେ ଦର୍ଶାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କନକ ପ୍ରଧାନ, ସୁମିତ୍ରା ଦାସ, ପଦ୍ମିନୀ ପଧାନ, ସସ୍ମିତା ପଟ୍ଟନାୟକ, ତନିମା ଦାଶ, ବାସନ୍ତୀ ପଟ୍ଟନାୟକ, ସୁଧାଂଶୁବାଲା ଦାସ ଓ ନିବେଦିତା ପୁଝାରୀ ପ୍ରମୁଖ ସାମିଲ ହୋଇ ଅନ୍ତେବାସୀଙ୍କ ସହ ସେମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ।
 ଆଶ୍ରମର ପାଚେରୀ, ପୋଖରୀ, ରାସ୍ତା ଏବଂ  ଅଧିକ ସ୍ଥାନ ବ୍ୟବସ୍ଥା ର ଆବଶ୍ୟକତା ତଥା ବିଭିନ୍ନ ସମସ୍ୟାର ତ୍ଵରିତ ସମାଧାନ ଜରୁରୀ ଥିବା ଉପଲବ୍ଧି କରାଯାଇ ସ୍ଥାନୀୟ ଜନପ୍ରତିନିଧି ଦୃଷ୍ଟି ଦେବାକୁ ମହିଳା ସମିତି ପକ୍ଷରୁ ନିବେଦନ କରାଯାଇଛି । ଆଜି ବରଗଡ଼ ଷ୍ଟେଟ ବ୍ୟାଙ୍କ ରିଜିଓନାଲ ମ୍ୟାନେଜର ମଧୁସୂଦନ ରଥ ଏବଂ ବିଜେପୁର ତହସିଲଦାର କର୍ଣ୍ଣ ସୁନା ମଧ୍ୟ ବୃଦ୍ଧାଶ୍ରମ ପରିଦର୍ଶନ କରିଥିଲେ । ବରଗଡ଼ ମହିଳା ସମିତି ପକ୍ଷରୁ ଆଶ୍ରମର ବିଭିନ୍ନ ସମସ୍ୟା ପ୍ରତି ସେମାନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଷ୍ଟେଟ ବ୍ୟାଙ୍କ ରିଜିଓନାଲ୍ ଶାଖା ପକ୍ଷରୁ ପ୍ରତ୍ୟେକ ଅନ୍ତେବାସୀଙ୍କ ପାଇଁ ଚପଳ ଏବଂ ମାସକର କିରାନା ସାମାନ ଭେଟି ପ୍ରଦାନ କରାଯାଇଥିଲା । ମୁଖ୍ୟ ପରିଚାଳକ ଜଳନ୍ଧର ପଟେଲ ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like