-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ୪୦ତମ ବାର୍ଷିକ ସମାବେଶ, ଗନ୍ଧମାର୍ଦ୍ଦନ ଧ୍ଵଂସ ପାଇଁ ଚକ୍ରାନ୍ତ କରିଥିବା କଂଗ୍ରେସ ଓ ବିଜୁ ଜନତା ଦଳ ଜନସାଧାରଣଙ୍କୁ କ୍ଷମା ମାଗନ୍ତୁ ।। ସାଂସଦ ପ୍ରଦୀପ ପୁରୋହିତଙ୍କୁ ଗନ୍ଧମାର୍ଦ୍ଦନର ସୁପୁତ୍ର ଭାବେ ଉପାଧି ପ୍ରଦାନ

01-Jan-2025



ପଦ୍ମପୁର: ଐତିହାସିକ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ " ବାଳକୋ ହଟାଓ - ଗନ୍ଧମାର୍ଦ୍ଦନ ବଞ୍ଚାଓ " ର ୪୦ ତମ ବାର୍ଷିକ ସମାବେଶ  ନୃସିଂହନାଥ ସ୍ଥିତ ଗାନ୍ଧୀ ସ୍ମୃତି ପୀଠରେ ପାଳିତ ହୋଇ ଯାଇଛି। ସର୍ବପ୍ରଥମେ  ପାଇକମାଳ, ଝାରବନ୍ଧ, ପଦ୍ମପୁର,
ଖପ୍ରାଖୋଲ,ଗାଇସିଲେଟ ଓ ଛତିଶଗଡ଼ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଗନ୍ଧମାର୍ଦ୍ଦନ ଆନ୍ଦୋଳନ କର୍ମୀମାନେ ଭାଗବତ ତତ୍ତ୍ଵ ଆଶ୍ରମରେ ଏକତ୍ରିତ ହେବାପରେ ଘଣ୍ଟ ଶଙ୍ଖ ସଂକୀର୍ତ୍ତନ ଦଳବାଦ୍ୟରେ ଏକ ବିରାଟ ଶୋଭାଯାତ୍ରାରେ ନୃସିଂହନାଥ ମନ୍ଦିର ସ୍ଥିତ ଗାନ୍ଧୀ ସମାଧି ପୀଠରେ ପହଞ୍ଚିଥିଲେ। ପ୍ରଭୁ ନୃସିଂହ ଠାକୁର ଓ ଗାନ୍ଧୀ ପ୍ରତିମୂର୍ତ୍ତିରେ ପୂର୍ବତନ ଆବାହକ ତଥା ସାଂସଦ ପ୍ରଦୀପ ପୁରୋହିତ ଙ୍କ ଦ୍ଵାରା ପୂଜାର୍ଚ୍ଚନା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ବରିଷ୍ଠ ନାରୀ ନେତ୍ରୀ ଜମ୍ବୋବତୀ ବିଜରା,ପ୍ରତିମା ବଗାର ଓ ଗନେଶି ତାଣ୍ଡି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାକୁ ପୂର୍ବତନ ଆବାହକ ଶ୍ରୀ ଧିରେନ୍ ମହାନ୍ତି ପରିଚାଳନା କରିଥିବା ବେଳେ ଆବାହକ ଦୁର୍ଯୋଧନ ପୁଟା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପ୍ରଥମ ଆବାହକ ନିରଞ୍ଜନ ବିଦ୍ରୋହୀ ଓ ପାଇକମାଳ ର ନନ୍ଦଳାଲ ତ୍ରିବେଦୀ ଙ୍କ ପରଲୋକ ହେତୁ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ବର୍ତ୍ତମାନ ଅଞ୍ଚଳରେ ଗନ୍ଧମାର୍ଦ୍ଦନ ପାହାଡ଼ର ସୁରକ୍ଷା ନେଇ ଚର୍ଚ୍ଚିତ ଥିବା ବେଳେ ଆଜି ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତାର ୪୦ତମ ବାର୍ଷିକ ସମାବେଶରେ ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ହଜାର ହଜାର ସଂଖ୍ୟାରେ ସାମିଲ ହୋଇ ସଂକଳ୍ପ ନେଇଛନ୍ତି। କସ୍ପିନ କାଳେ ମଧ୍ୟ କୌଣସି ପ୍ରକାରେ ଶେଷ ରକ୍ତ ବିନ୍ଧୁ ଥିବା ପ୍ରର୍ଯ୍ୟନ୍ତ ଗନ୍ଧମାର୍ଦ୍ଦନରେ ଖଣି ଖଳନ କରାଯିବ ନାହିଁ ବୋଲି ସାଂସଦ ପ୍ରଦୀପ ପୁରୋହିତ ସମେତ ଆନ୍ଦୋଳନ କର୍ମୀ ମାନେ ସଂକଳ୍ପ

ନେଇ ଶପଥ ପାଠ କରିଥିଲେ। ଏ ଅବସରରେ ଦିବ୍ୟଗତ ଆନ୍ଦୋଳନ କର୍ମୀ ମାନଙ୍କୁ ମରନୋତ୍ତର " ଗନ୍ଧମାର୍ଦ୍ଦନ ଗୌରବ ସମ୍ମାନ " ରେ ତାଙ୍କ ପରିବାର ବର୍ଗଙ୍କୁ ପ୍ରଦାନ କରାଯାଇଥିଲା। ଏତତ୍ ବ୍ୟତୀତ ବିଗତ ଦିନରେ ଜାନୁୟାରୀ ୧ ତାରିଖରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ହୋଇଯାଇଥିବା ବାର୍ଷିକ ସମାବେଶ ଗାଁ ଗୁଡ଼ିକ ଯଥା ଝାରବନ୍ଧ,ଛିନ୍ଦେଇକେଲା,ସୋଢା, ବ୍ରାହ୍ମଣଡିହି,ପୁରେନା,ବଲାଙ୍ଗୀର,ଦେଉଳି, ବୁଧାପାଳି ଆଦି ଗ୍ରାମଗୁଡ଼ିକୁ ପ୍ରଶଂସାପତ୍ର ଓ ଉପଢ଼ୌକନ ଦେଇ ପରିଷଦ ପକ୍ଷରୁ ସମ୍ମାନିତ କରାଯାଇଥିଲା। ଅତୀତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଧ୍ଵଂସ ପାଇଁ ଚକ୍ରାନ୍ତ କରିଥିବା କଂଗ୍ରେସ ଦଳ ଓ ବିଜୁ ଜନତା ଦଳ ସର୍ବସାଧାରଣ ଙ୍କୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ସର୍ବସମ୍ମତି କ୍ରମେ ବାର୍ଷିକ ସମାବେଶ ରେ ପ୍ରସ୍ତାବ ପାରିତ କରିଥିଲା।ଏଥିସହ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ଉପଦେଷ୍ଟା ତଥା ପୂର୍ବତନ ଆବାହକ  ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଙ୍କୁ ଆଜିକାର ଦିନରେ " ଗନ୍ଧମାର୍ଦ୍ଦନ ପାହାଡର ସୁପୁତ୍ର " ରୂପେ ଘୋଷଣା କରାଯାଇଥିଲା। ସାଂସଦ ପ୍ରଦୀପ ପୁରୋହିତ ମଧ୍ୟ ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ଅତୀତରେ ଆନ୍ଦୋଳନର ନେତୃତ୍ଵ ନେଇ ଥିବାବେଳେ ଆଜି ବି ଦିନରେ ମଧ୍ୟ  ଯେ କୌଣସି କମ୍ପାନୀ ସରକାର ଗନ୍ଧମାର୍ଦ୍ଦନ ପାହାଡ଼ରେ ଖଣିଖଳନ କରିବାକୁ ଆସେ ତେବେ ତୀବ୍ର ବିରୋଧ କରାଯିବ ବୋଲି କହି ମୋର ଶେଷ ରକ୍ତ ଵିନ୍ଧୁ ଥିବା ପର୍ଯ୍ୟନ୍ତ ଗନ୍ଧମାର୍ଦ୍ଦନ ଖଣି ଖଳନ କରିବାକୁ ଦିଆଯିବ ନାହିଁ ବୋଲି ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like