-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ବ୍ଳକ କଳାକାର ସଂଘ ର କଳାକାର ସମାବେଶ

01-Jan-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ କଳାକାର ସଂଘ ର କଳାକାର ସମାବେଶ କୁସୁମେଲ ସାପ୍ତାହିକ ବଜାର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି l ଲୋଇସିଂହା ବ୍ଲକ ର ବିଭିନ୍ନ ପ୍ରାନ୍ତରୁ କଳାକାର ଏହି ସମାବେଶରେ ଯୋଗଦେଇଥିଲେ। ମାଁ କୁସୁଙ୍ଗେଇ ଦେବି କଲା ପରିଷଦର ଆବାହକ କରୁଣାକର ବାଗ୍ ଙ୍କ ସଭାପତିତ୍ବରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବ୍ଳକ କଳାକାର ସଂଘ ସଭାପତି ସରୋଜ ବିଶ୍ବାଳ, ସଂପାଦକ ବ୍ରଜ ମୋହନ ବିଶୋଇ ଓ ବଲାଙ୍ଗିର ଜିଲ୍ଲା ସମନ୍ଵୟ ସମିତି ର ସଂଯୋଜକ ପୂର୍ଣ୍ଣଚନ୍ଦ୍ର ବିଶ୍ବାଳ ଯୋଗଦେଇ କଳାକାର ମାନଙ୍କର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା କରିଥିଲେ। ବିଶେଷ କରି କଳାକାର ଭତ୍ତା ଠିକ୍ ସମୟରେ କଳାକାର ପାଉନଥିବା ରୁ ବରିଷ୍ଠ କଳାକାର ମାନେ କ୍ଷୋଭ ପ୍ରକାଶ କରିଥିଲେ।ତିନି ମାସ ହେବ କଳାକାର ମାନେ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ପୂର୍ବ ସରକାର ସମୟରେ ଭତ୍ତା ନିୟମିତ ପାଇପାରୁଥିଲେ କିନ୍ତୁ ବର୍ତ୍ତମାନ ସମୟରେ ଭତ୍ତା ପ୍ରଦାନରେ ଅହେତୁକ ବିଲମ୍ବ କରାଯିବା କଳାକାର ମାନଙ୍କ ପ୍ରତି ବର୍ତ୍ତମାନ ସରକାର ଙ୍କ ଆନ୍ତରିକତା ନାହିଁ ବୋଲି କିଛି ବରିଷ୍ଠ କଳାକାର ମାନେ ମତ ପ୍ରକାସ କରିଛନ୍ତି। ସେହିପରି ଚଳିତ ବର୍ଷ ନୂତନ କଳାକାର ଭତ୍ତା ପାଇଁ ଆବେଦନ କରିବାର ପାଖାପାଖି ଗୋଟିଏ ବର୍ଷ ପୁରିବାକୁ ଥିବା ଵେଲେ ତା'ର କୈାଣସି ନିଷ୍ପତ୍ତି ବର୍ତ୍ତମାନ ସୁଦ୍ଧା ସରକାର ତରଫରୁ ଜଣାଯାଉନଥିବାରୁ କଳାକାର ମାନଙ୍କ ମନରେ ଅସନ୍ତୋଷ ଦେଖାଦେଇଛି l ଅନ୍ୟ ପକ୍ଷରେ ଜିଲ୍ଲା ପ୍ରଶାସନ ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ହେଉଥିବା ବେଳେ ଲୋକ ମହୋତ୍ସବ ପୂର୍ବରୁ କଳାକାର ଭତ୍ତା ଦେବାକୁ ଦାବୀ ହୋଇଛି।ଏହା ସହିତ କଳାକାର ମାନଙ୍କ ପାଇଁ ଇନ୍ସ୍ୟୁରେନ୍ସ ଓ ଭତ୍ତା ପାଉଥିବା କଳାକାର ର ମ୍ରୃତ୍ୟୁ ପରେ କଳାକାର ଦମ୍ପତି ର ଜଣକକୁ  ଉକ୍ତ ଭତ୍ତା ପ୍ର ଦାନ କରାଯିବାକୁ ସରକାରଙ୍କ ଠାରେ ଦାବି ରଖିବାକୁ ନିଷ୍ପତ୍ତି ହୋଇଥିଲା l କିଛିଦିନ ପୂର୍ବରୁ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଲୋଇସିଂହା ବ୍ଲକ ର ବିଭିନ୍ନ ଗ୍ରାମରେ ହୋଇଥିଲା କିନ୍ତୁ ଏହି କାର୍ଯ୍ୟକ୍ରମରେ ଲୋଇସିଂହା ବ୍ଳକ ରୁ କୈଣସି ସାଂସ୍କୃତିକ ଦଳକୁ ସାମିଲ କରାଯାଇନଥିବାରୁ କଳାକାର ମାନେ ଦୁଃଖ ପ୍ରକାଶ କରିବା ସହିତ ଏ ବିଷୟ ରେ ଜିଲ୍ଲା ସଂସ୍କୃତି ଅଫିସର ଙ୍କ ନିକଟ ରେ ଫେରାଦ ହେବାକୁ ଆଲୋଚନା ହୋଇଥିଲା। ପରିଶେଷରେ ଚଳିତ ବର୍ଷ ହେବାକୁ ଥିବା ବ୍ଳକ ସ୍ଥରୀୟ ଲୋକ ମହୋତ୍ସବ ରେ ବ୍ଳକ ର ଅଧିକ ରୁ ଅଧିକ କଳାକାର କିପରି ଯୋଗଦାନ କରିପାରିବେ ସେ ଉପରେ ସମସ୍ତେ ପ୍ରସ୍ତୁତ ରହିବାକୁ ବ୍ଳକ କଳାକାର ସଂଘ ସଭାପତି ସରୋଜ ବିଶ୍ବାଳ ସମସ୍ତ କଳାକାର ମାନଙ୍କୁ କହିଥିଲେ l ସଂଘ ର ସଂପାଦକ ବ୍ରଜ ମୋହନ ବିଶୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like