-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||     

HOME   ଜିଲ୍ଲା

ପଏଁରୀ ତିହାର ରୌପ୍ୟ ଜୟନ୍ତୀ ଉତ୍ସବ ଉଦଘାଟିତ

02-Jan-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ତିହାର ର ରୌପ୍ୟ ଜୟନ୍ତୀ ମହାସମାରୋହ ଉଦଘାଟିତ ହୋଇଛି l ଚଳିତ ବର୍ଷ ପଏଁରୀ ତିହାର ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଅନୁଷ୍ଠାନ ତାର ସିଲଭର ଜୁବଲି  ସୋନପୁର ପୁରୁଣା ଟାଉନ ହଲ ପରିସରରେ  ଉଦଘାଟିତ କରିଛି l ଅନୁଷ୍ଠାନ ର ସଭାପତି ଲଡ଼ୁକିଶୋର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ହୋଇଥିବା ଆଜିର ଉଦଘାଟିତ ଉତ୍ସବର ପ୍ରଥମ ଅଧିବେଶନରେ ଅନୁଷ୍ଠାନ ର ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଉପସଭାପତି ପ୍ରଫୁଲ୍ଲ ନାଏକ ,ସଂପାଦକ ଚୌଧୁରୀ ବିଭାର , ଗଦାଧର ବାରିକ ,ସମାଜସେବୀ ଶ୍ରୀବତ୍ସ ମଲ୍ଲିକ , କୋଷାଧ୍ୟକ୍ଷ ସୁଶାନ୍ତ ସାହୁ ପ୍ରମୁଖ ମଞ୍ଚରେ   ଉପସ୍ଥିତ ଥିଲେ l ପ୍ରଥମେ ନୂଆଁ ବର୍ଷ ର ପ୍ରଥମ ଦିନ ସକାଳ ୯ଟା ରୁ ସୁବର୍ଣ୍ଣପୁର ର ଇଷ୍ଟଦେଵୀ ମା' ସୁରେଶ୍ୱରୀ ଙ୍କ ପୂଜାର୍ଚନା ପରେ ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି  ପୁରୁଣା ଟାଉନହଲ ପଡିଆରେ  ଏକ ସାଂସ୍କୃତିକ ଶୋଭାଯାତ୍ରା ପହଞ୍ଚିଥିଲା
 ପରେ ବରିଷ୍ଠ କଳାକାର ଶ୍ରୀ କରମ ଚାନ୍ଦ ମହାନ୍ତି ଙ୍କ ଦ୍ୱାରା କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l   ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଆସିଥିବା କଳାକାରଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଏହି ଅବସରରେ  ବାଦ୍ୟକାର ଗଙ୍ଗାଧର  ଗରଡିଆଙ୍କୁ ପୁରନ୍ଦର ବାରିକ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ସଂପାଦକ ଚୌଧୁରି ବିଭାର ଓ ଧନ୍ୟବାଦ ଦେଇଥିଲେ ଲଡୁ କିଶୋର ମଲ୍ଲିକ। ଏହି ମଞ୍ଚରେ ବିଭିନ୍ନ ଲୋକ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇ ଥିଲା l  ଅନୁଷ୍ଠାନ ର ସହ ସମ୍ପାଦକ ପୃଥ୍ୱୀରାଜ ବାଘ, ସନ୍ତୋଷ ମିଶ୍ର,  ସଞ୍ଜୟ ସାହୁ, ଗୋପାଳ ମେହେର, ସୌମ୍ୟ ରଞ୍ଜନ ସେଠି, ସଭ୍ୟ ଅମିତ ସାହୁ, ଲଳିତ ମେହେର, ଅଭିଷେକ ମେହେର,ସୁରଜ ମେହେର,ରୋଶନ ସାହୁ, ରାଘବ ସୁନା ପ୍ରମୁଖଙ୍କ ସହ ଅନୁଷ୍ଠାନ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ। ନୂଆ ବର୍ଷ ୧ତାରିଖଠାରୁ ଆରମ୍ଭ କରି ୩ତାରିଖ ପର୍ଯ୍ୟନ୍ତ ତିନି ଦିନ ବ୍ୟାପି ପଏଁରୀ ତିହାର -୨୦୨୫ ଅନୁଷ୍ଠିତ ହେବା।ଏହି ତିନ ଦିନ ପଏଁରୀ ତିହାର ରୌପ୍ୟ ଜୟନୀରେ ପ୍ରତିଷ୍ଠିତ ନେତା , ବରିଷ୍ଠ କଳାକାର , ପ୍ରଶାନିକ ଅଧିକାରୀ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ପାଇଁ ସ୍ଵୀକୃତି ପ୍ରଦାନ କରିଥିବା ବେଳେ ସାନ୍ଧ୍ୟ ଅଧିବେଶନ ରେ ସଭାପତି  ଲଡୁ କିଶୋର ମଲ୍ଲିକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରିୟଣ ଲୁହା, ଅଧ୍ୟାପକ ଡ଼ଃ.ଦେବେନ୍ଦ୍ର କୁମାର ପ୍ରଧାନ, ପ୍ରାକ୍ତନ  ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ,ମମତା ଦାସ, ଶ୍ରୀବତ୍ସ ମଲ୍ଲିକ ପ୍ରମୁଖ ଯୋଗ ଦେଇ ତାଙ୍କର ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିବା ବେଳେ। ଉପସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ପ୍ରଦାନ କରିଥିଲେ ପରେ ରଙ୍ଗାରଙ୍ଗ ଲୋକନାଚ କାର୍ଯ୍ୟକ୍ରମ ରେ ବରଗଡ଼, ଝାରଖଣ୍ଡ, ବଲାଙ୍ଗୀର,ତରଭା ଇତ୍ୟାଦି ସମସ୍ତ କଳାକାରମାନେ ଢେର ରାତି ଯାଏଁ ହଜାର ହଜାର ଦର୍ଶକମାନଙ୍କୁ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026

You Might Also Like