-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ପ୍ରେମାନନ୍ଦ ବେହେରାଙ୍କୁ ଭବ୍ୟ ସମ୍ୱର୍ଦ୍ଧନା

02-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପ୍ରେମାନନ୍ଦ ବେହେରାଙ୍କୁ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ସ୍କୁଲରେ ଭବ୍ୟ ସ୍ବାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗତ ତା.୩୧/୧୨/୨୦୨୪ରିଖରେ ପୁରୀ ଟାଉନ ହଲଠାରେ ଶ୍ରୀଯୁକ୍ତ ବେହେରାଙ୍କୁ ଆନ୍ତର୍ଜାତିକ ଶିକ୍ଷାନୁଷ୍ଠାନ ଆମେରିକାନ୍ ମେରିଟ୍ କାଉନସିଲ୍, ଆମେରିକା ତରଫରୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି । 
ବିଦ୍ୟାଳୟର  ଶିକ୍ଷକ ପଞ୍ଚାନନ ମାଝୀ, ଅର୍ଜୁନ ତାଣ୍ଡି , ସୁବଳ ଠାକୁର, ମୋହନ ପଧାନ, ରାମକୁମାର ପଟେଲ, ତିଲୋତ୍ତମ ବିଶି, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରିକା ଯୋଶୀ, ମାମି ପଧାନ, ସ୍ବପ୍ନାରାଣୀ ଭୋଇ, ସସ୍ମିତା ଭୋଇ ଏବଂ କନିଷ୍ଠ ସହାୟକ ବୈଲୋଚନ ସେଠ୍ ତଥା ସମସ୍ତ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ଜ୍ଞାପନପୂର୍ବକ ଭବ୍ୟ ସ୍ବାଗତ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like