-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||     

HOME   ଜିଲ୍ଲା

ଶିଶୁସାହିତ୍ୟିକ ଡକ୍ଟର ଅଜୟ ଜେନା ସମ୍ବର୍ଦ୍ଧିତ

02-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ଓଡ଼ିଆ ସାହିତ୍ୟ ବିଶେଷ କରି ଶିଶୁ ସାହିତ୍ୟ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆଦିଲ୍ଲୀସ୍ଥିତ ଆଇକନିକ୍ ପିସ୍ ଆୱାର୍ଡ ପକ୍ଷରୁ ଏହାର ସର୍ବୋଚ୍ଚ ଅଶୋକା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ନୂଆଦିଲ୍ଲୀସ୍ଥିତ କନଟ୍ୟୁସନାଲ କ୍ଲବ୍ ଇଣ୍ଡିଆ ପରିସରରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଟ୍ରଫି, ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଆଇକନିକ୍‌ର ଅଧ୍ୟକ୍ଷା ଡଃ ସୁସ୍ମିତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ଏବଂ ସ୍କିଲ୍ ଇଣ୍ଡିଆର ପ୍ରତିଷ୍ଠାତା ଡଃ ଇଂ ବିଷ୍ଣୁ ପ୍ରସାଦ ବରାଳ ମୁଖ୍ୟଅତିଥିଭାବେ ଯୋଗ ଦେଇଥିବାବେଳେ ଆଇନ୍‌ଜୀବୀ ଡଃ ସାୟୋନାରା, ପୂର୍ବତନ ଡେପୁଟି ସ୍ପିକର ତଥା ଇଣ୍ଡୋତିବତ୍ତିୟ ସହଯୋଗ ମଞ୍ଚର ଉପଦେଷ୍ଟା ଆଚାର୍ଯ୍ୟ ୟେସି ଫୁନଷ୍ଟକ୍‌, ସାଂସଦ ନାଲକେଣ୍ଡାଗାରି ରେଡେପା, ବିଜେପି ପ୍ରବକ୍ତା ସଚ୍ଚିନ୍ ଗୁପ୍ତା ପ୍ରମୁଖ ଯୋଗ ଦେଇ ଡଃ ଜେନାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।  ଡଃ ଜେନା ପିଲାମାନଙ୍କ ପାଇଁ ଜଗତେ ରଖିବା ନାଁ, ଏକ ଆଉ ଏକ ମିଶି ହୁଏ ଦୁଇ, ବଗୁଲିଆ ଚମ୍‌ଚମ୍‌, ରାକ୍ଷୀ, ମୋ ଦାଢୀ ଓ ଅନ୍ୟାନ୍ୟ ଶିଶୁଗଳ୍ପ ଆଦି ଶିଶୁ ଉପଯୋଗୀ ପୁସ୍ତକ ରଚନା କରିଛନ୍ତି । ଡଃ ଜେନାଙ୍କୁ ଅଶୋକାସମ୍ମାନ ମିଳିବା ପରେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026

You Might Also Like