-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||     

HOME   ରାଜ୍ୟ

ପୋଡ଼ିହୋଇ ଗୋଟିଏ ପରିବାରର ୪ ଗୁରୁତର

11-Jan-2021



ଝାରସୁଗୁଡ଼ା(ପ୍ରେରଣା ଖବର): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ ପୋଡ଼ିହୋଇ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇପଡ଼ିଛନ୍ତି। ଗୁରୁତରଙ୍କ ମଧ୍ୟରେ ମା’, ପୁଅ, ବିବାହିତା ଝିଅ ଓ ନାତୁଣୀ ଅଛନ୍ତି। ହରିଓମ ବିହାରରେ ଘରେ ଶୋଇଥିବା ବେଳେ ଆଜି ଭୋର ସମୟରେ ଏହି ଅଭାବନୀୟ ଘଟଣା ଘଟିଛି। ପୋଲିସ୍ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଘର ଭିତରୁ‌ ସେମାନଙ୍କୁ ଗୁରୁତର ଭାବରେ ଉଦ୍ଧାର କରାଯାଇ ରାଉରକେଲା IGHରେ ଭର୍ତ୍ତି କରାଯାଇଛି। ଭୋର ୪ଟା ସମୟରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ଘର ଭିତରୁ ପଟୁ ଲକ୍‌ ଥିବାବେଳେ କିପରି ଓ କେଉଁ ପରିସ୍ଥିତିରେ ଏହି ଅଭାବନୀୟ ଘଟଣା ଘଟିଲା ତାହାର କାରଣ ଜଣାପଡ଼ି ନାହିଁ। ପୋଲିସ୍‌ ଘଟଣାର ତଦନ୍ତ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026

You Might Also Like