-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||     

HOME   ଜିଲ୍ଲା

ସାହିତ୍ୟିକ ବାସୁଦେବ ପାତ୍ରଙ୍କୁ ବୌଦ୍ଧ ସମ୍ମାନ ୨୦୨୫ରେ ସମ୍ମାନିତ

02-Jan-2025



ବୌଦ୍ଧ: ବୌଦ୍ଧ ଜିଲ୍ଲା ବିକାଶ ଗର୍ଜନ ସେନା ତରଫରୁ ବୌଦ୍ଧ ସହରରେ ଅବସ୍ଥିତ ବୁଦ୍ଧ ପାର୍କରେ ଥିବା ଭଗବାନ ବୁଦ୍ଧଦେବଙ୍କ ସମ୍ମୁଖରେ "ବୌଦ୍ଧ ଦିନ ପାଳିତ ହୋଇଯାଇଛି।ଉତ୍ସବରେ ଭଗବାନ ବୁଦ୍ଧଙ୍କ ପାଖରେ ପୂଜାର୍ଚନା ଗର୍ଜନ ସେନା ତରଫରୁ କରାଗଲା।।ଉତ୍ସବରେ ବିଶିଷ୍ଟ ସମାଜସେବୀ ସଂଘ ସ୍ୱୟଂ ସେବକ ଦେବବ୍ରତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବୌଦ୍ଧ ମାଟିର ଗାରିମା ମୟ ଇତିହାସ, ଲୋକଲୋଚନ କୁ ଆସିପାରୁନଥିବା ଅନେକ ପର୍ଯ୍ୟଟନ ସ୍ଥଳୀ, କିମ୍ବଦନ୍ତୀ ଯୁବକ ମାନଙ୍କ ପ୍ରୟାଶରେ ହିଁ ବିକଶିତ ହୋଇପାରିବ ବୋଲି ମତ ଦେଲେ ଏବଂ ସଂମ୍ମାନିତ ଅତିଥି ଭାବରେ ସାହିତ୍ୟିକ ବାସୁଦେବ ପାତ୍ର ଯୋଗ ଦେଇ ବୌଦ୍ଧ ମାଟିକୁ ସବୁବେଳେ ଅବହେଳା ହେଉଥିବା ଦର୍ଶାଇଲେ ଏବଂ ଯୁବ ସମାଜ ହିଁ ବୌଦ୍ଧକୁ ଆଗେଇ ନେବେ ବୋଲି ମତ ଦେଲେ। ଗର୍ଜନ ସେନା ସଭାପତି ବାଲ୍ମୀକି ମହାକୁଡ଼ କାର୍ଯ୍ୟକ୍ରମର ସଭାପତିତ୍ବ କରିଥିଲେ ଓ ଦେବାଶିଷ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ, ରାଜେଶ ମେହେର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଓଡ଼ିଶାର ମଧ୍ୟ ଭାଗରେ ଅବସ୍ଥିତ ବୌଦ୍ଧ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ସିଂହ ଗର୍ଜନ ସ୍ୱରୂପ ଲଢେଇ କରିବା ପାଇଁ ଗର୍ଜନ ସେନା କାର୍ଯ୍ୟକର୍ତା ମାନେ ଶପଥ ପାଠ କଲେ। ସହରରେ ଥିବା ପ୍ରତିମୂର୍ତ୍ତି ମାନଙ୍କରେ ସେନା ତରଫରୁ ପୁଷ୍ପମାଲ୍ୟ ପ୍ରଦାନ କରାଗଲା।ବୌଦ୍ଧ ପଂଚାୟତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟାପକ ତଥା ସାହିତ୍ୟିକ, ଐତିହାସିକ, ଗାଳ୍ପିକ ବାସୁଦେବ ପାତ୍ର ମହୋଦୟଙ୍କୁ 'ବୌଦ୍ଧ ସଂମ୍ମାନ ୨୦୨୫' ସମ୍ମାନରେ ଗର୍ଜନ ସେନା ତରଫରୁ ସଂମ୍ମାନିତ କରାଗଲା। କାର୍ଯ୍ୟକ୍ରମ ଶେଷରେ ବ୍ରଜ ବିହାରୀ ମହାକୁଡ଼ ଧନ୍ୟବାଦ ପ୍ରଦାନ କରିଥିଲେ।  ବୌଦ୍ଧ ଦିନ ଉତ୍ସବରେ ବୃନ୍ଦାବନ ପାତ୍ର, ସିଲୁ ମହାକୁଡ଼, ସୁଶୀଲ ପାତ୍ର, ରଂଜିତ ମେହେର, ହରି ମହାକୁଡ଼, ରବି ନାରାୟଣ ଭୋକ୍ତା, ଦୀନେଶ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026

You Might Also Like