-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ରାଜ୍ୟ

ରାଜ୍ୟରେ ଘନ କୁହୁଡ଼ି, ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

11-Jan-2021



ଭୁବନେଶ୍ୱର (ପ୍ରେରଣା ଖବର): କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସହ କିଛି ସ୍ଥାନରେ ସକାଳ ସମୟରେ ଘନ କୁହୁଡି ପଡିବ ।  ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । କିଛି ମିଟର ଆଗକୁ ରାସ୍ତାଘାଟ ଦେଖାଯାଉ ନାହିଁ। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବି ଘନ କୁହୁଡ଼ି ଦେଖିବାକୁ ମିଳିଛି। କେବଳ ଭୁବନେଶ୍ୱର ନୁହେଁ ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ପୁରୀ ଓ କଟକରେ ମଧ୍ୟ ଘନ କୁହୁଡ଼ି ଦେଖିବାକୁ ମିଳିଛି।  ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।ଉପକୂଳ ଓଡ଼ିଶାରେ କୁହୁଡ଼ିର ପ୍ରଭାବ ଅଧିକ ରହିବ ବୋଲି ଜଣାପଡ଼ିଛି । ୟେଲୋ ୱାର୍ଣ୍ଣିଂ ପାଇଁ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଏବଂ ଢେଙ୍କାନାଳ ଆଦି ସ୍ଥାନରେ ମଧ୍ୟମରୁ ଘନ କୁହୁଡି ହେବାର ସମ୍ଭାବନା ରହିଛି।  ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ହେଲେ ଏହାର ପରବର୍ତ୍ତୀ ସମୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମ୍ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ଆକଳନ କରିଛି । ଗତକାଲି ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ସର୍ବୋଚ୍ଚ ତାପମାତ୍ରା ଅନୁଗୁଳଠାରେ ୩୪.୧ ଡିଗ୍ରି ରେକର୍ଡ ହୋଇଥିଲା ।  ଆସନ୍ତା ଗୋଟିଏ ଦିନ ପାଇଁ ରାତ୍ରି ତାପମାତ୍ରା ଅପରିବର୍ତ୍ତିତ ରହିବ । ଆଉ ତା’ ପରଠାରୁ ୧ରୁ ୨ ଦିନରେ ରାଜ୍ୟରେ ପାରଦ ଖବିସ । ତାପମାତ୍ରା ପ୍ରାୟ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିବା ନେଇ ଆକଳନ କରାଯାଉଛି। ଫଳରେ ଆସନ୍ତା କିଛି ଦିନରେ ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like