-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ସାମ୍ବାଦିକ, ସମାଜସେବୀ ତଥା ସଙ୍ଗଠକ ଅଜିତ କୁମାର ରଥ ଙ୍କୁ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ*

03-Jan-2025



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ଝାରସୁଗୁଡ଼ା ର ବିଶିଷ୍ଟ ସମାଜସେବୀ, ସାମ୍ବାଦିକ ତଥା ସଙ୍ଗଠକ ଅଜିତ କୁମାର ରଥ ଙ୍କ ର ଗତକାଲି ରାତି ରେ ସ୍ଵର୍ଗବାସ ହୋଈଯାଇଛି । ଆଜି ଝାରସୁଗୁଡା ର ସରବହାଲ ସ୍ଥିତ ଶ୍ମଶାନ ରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଈ ଯାଇଛି । ଏଥିରେ ତାଙ୍କର ପରିବାର ବର୍ଗ ସମେତ ସହର୍ ର ଅନେକ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ଉପସ୍ଥିତ ଥିଲେ ।
     ପଶ୍ଚିମ ଓଡିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ର ପୂର୍ବତନ ଝାରସୁଗୁଡା ଜିଲ୍ଲା ସଂଯୋଜକ ତଥା ବର୍ତ୍ତମାନ ରେ ପ୍ରଭାରୀ ଥିଲେ ସ୍ୱର୍ଗତ ରଥ । ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ର ଅନେକ ଅନୁଷ୍ଠାନ ର ସେ ପଦାଧିକାରୀ ଓ ସକ୍ରୀୟ ସଦସ୍ୟ ମଧ୍ଯ ଥିଲେ । ବିଭିନ୍ନ ସାମାଜସେବା କାର୍ଯ୍ୟ ଓ ଆନ୍ଦୋଳନ କରି ଅଞ୍ଚଳ ରେ ସେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିଲେ ।
    ତାଙ୍କର ଆତ୍ମ ର ଶାନ୍ତି ଓ ସତଗତି ପାଇଁ ଆଜି ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ କେନ୍ଦ୍ରୀୟ ଟିମ୍ ପକ୍ଷରୁ ସମ୍ବଲପୁର ଜେଲ୍ ଛକ୍ ନିକଟସ୍ଥ ସମ୍ବଲପୁରୀ ଡେରା ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଆୟୋଜିତ ହୋଈଯାଇଛି । ମଞ୍ଚ ର ସଦସ୍ୟ ସଦସ୍ୟା ମାନେ ଡେରା ରେ ଉପସ୍ଥିତ ରହି ତାଙ୍କ ଫୋଟୋ ରେ ପୂଷ୍ପର୍ଘ୍ୟ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରି ନୀରବ ପ୍ରାର୍ଥନା କରିଥିଲେ । ପରେ ସ୍ୱର୍ଗତ ରଥ ଙ୍କ ସ୍ମୃତି ଚାରଣ କରିଥିଲେ । 
      ସ୍ୱର୍ଗତ ରଥ ପ୍ରଥମ ଥର କରି ସମ୍ବଲପୁରୀ ଦିନ କୁ ସମ୍ବଲପୁର ସହର ରୁ ବାହାରେ ଝାରସୁଗୁଡ଼ା ରେ ଆୟୋଜନ କରିଥିଲେ । ୨୦୧୯ ରେ ମଞ୍ଚ ର ଦ୍ଵିତୀୟ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ଝାରସୁଗୁଡ଼ା ରେ ତାଙ୍କ ନେତୃତ୍ୱ ରେ ଆୟୋଜନ କରାଯାଇଥିଲା । ସେ ଏକା ଧାରାରେ ଜଣେ ସାମ୍ବାଦିକ, ସମାଜସେବୀ ତଥା ସଙ୍ଗଠକ ଭବେ କାର୍ଯ୍ୟ ସମ୍ପାଦନା କରୁଥୁଲେ।  ତାଙ୍କର ସ୍ଵର୍ଗବାସ ଫଳରେ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ର ଅପୂରଣୀୟ କ୍ଷତି ହୋଇଛି ବୋଲି ମଞ୍ଚ ର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି କହିଥିଲେ ।
    ମଞ୍ଚ ର ସମ୍ବଲପୁର ଜିଲ୍ଲା ସଂଯୋଜକ କିଶୋର ଧରେଇ ଙ୍କ ସଭାପତିତ୍ବ ରେ ହୋଇଥିବା ଆଜିର ଶ୍ରଦ୍ଧାଞ୍ଜଳୀ ସଭା ରେ ଆବହକ ଭବାନୀ ଶଙ୍କର ଭୋଇ, ଭକ୍ତ ପ୍ରସାଦ ପଣ୍ଡା, ସୁଦାମ ମେହେର, ରାହୁଲ ଗୁପ୍ତା, ଶଙ୍କର ମେହେର, ପଙ୍କଜିନୀ ମେହେର, କାନ୍ତି ମେହେର, ସୁଷମା ପ୍ରଧାନ, ଗୀତାଞ୍ଜଳୀ ରଣା, ଲଳିତା ଭୋଇ, ଭୂମିଶୁତା ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like