-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୫ରେ ଚନ୍ଦନଭାଟିରେ ବେଣୁଧରମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ

03-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଜାନୁୟାରୀ ୫ତାରିଖରେ ବଲାଙ୍ଗୀର ସଦରବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ଠାରେ ୩ୟ ବେଣୁଧର ମେମୋରିଆଲ ଏକଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୮ଟି ଫୁଟବଳ ଦଳ ଯୋଗଦେବେ। ଆଜି ଏନେଇ ଆୟୋଜକ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ କମିଟିର ସଦସ୍ୟ ମାନେ ସୂଚନା ଦେଇଛନ୍ତି । ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ଆୟୋଜକ କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ କମିଟିର ବରିଷ୍ଠ ସଦସ୍ୟ ଲକ୍ଷ୍ମଣ କୁମାର ମେହେର, ମିଡିଆସେଲର ବିଧୁଭୂଷଣ ତ୍ରୀପାଠୀ ଟୁର୍ଣ୍ଣାମେଣ୍ଟ ବିଷୟରେ ସୂଚନା ଦେଇଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଚନ୍ଦନଭାଟି, ନକଟାସର(ଏଫଏ), ବିଏନଏଏ (ଜରାସିଂହା), ରାଇଜିଂ ଷ୍ଟାର ଟିଟିଲାଗଡ, ୟୁଥକ୍ଲବ ବଲାଙ୍ଗୀର, ମର୍ଣ୍ଣିଂକ୍ଲବ ଭବାନୀପାଟଣା ଓ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗୀର ଦଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅତିଥି ଭାବରେ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲାପାଳ ଗୌରବ ଶୀବାଜୀ ଇସଲୱାର, ଏସପି ଋଷିକେଶ ଖିଲାରୀ, ସଦରବ୍ଲକ ଅଧ୍ୟକ୍ଷା ସରିତା ବାଗ, ଜିଲ୍ଲାପରିଷଦ ସଭ୍ୟା ଅନାମିକା ହୋତା ଓ ସ୍ଥାନୀୟ ଚନ୍ଦନଭାଟିର ସରପଞ୍ଚ ପଙ୍କଜୀନି ସାହୁ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପ୍ରକାଶ ଯେ, ଚନ୍ଦନଭାଟି ଗ୍ରାମପଞ୍ଚାୟତର ୩ଥର ସରପଞ୍ଚ ଥିବା ସ୍ୱର୍ଗତ ସମାଜସେବୀ ବେଣୁଧର ପାଣିଗ୍ରାହୀଙ୍କ ସ୍ମୃତିରେ ତାଙ୍କ ପୁତ୍ର ତଥା ଗ୍ରାମବାସୀଙ୍କ ଉଦ୍ୟମରେ ଗତ ୩ବର୍ଷ ହେଲା ଏକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଆସୁଛି । ସ୍ୱର୍ଗତ ବେଣୁଧର ପାଣିଗ୍ରାହୀ ନିଜେ ଜଣେ ସଫଳ ଫୁଟବଲ ଖେଳାଳୀ ଥିଲେ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ରନାରାୟଣ ସିଂଦେଓଙ୍କ ସହିତ ସେ ଖେଳୁଥିଲେ। ସେ ସମୟରେ ପାଟଣା ଗଡଜାତ ରାଜ୍ୟର ଜଣେ ଆଗଧାଡିର ଫୁଟବଲ ଖେଳାଳି ଥିଲେ। ତେଣୁ ତାଙ୍କ ସ୍ମୃତିରେ ତାଙ୍କ ପୁତ୍ର ପୂର୍ବତନ ଜାତୀୟ ଭଲିବଲ ଖେଳାଳୀ ସୁକାନ୍ତ ପାଣିଗ୍ରାହୀଙ୍କ ଉଦ୍ୟମରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେଉଛି। ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ଆୟୋଜକ କମିଟିର ସଭାପତି କପଳେଶ୍ୱର ପାଣିଗ୍ରାହୀ, ସଂପାଦକ ପ୍ରଭୁଦତ୍ତ ପ୍ରଧାନ, କୋଷାଧ୍ୟକ୍ଷ ଅଶୋକ ଦଳାଇ, ସଂଯୋଜକ ସୁକାନ୍ତ ପାଣିଗ୍ରାହୀ, ଲକ୍ଷ୍ମଣ କୁମାର ମେହେର, ବିଧୁଭୂଷଣ ତ୍ରୀପାଠୀ, କମଲ ଚୌଧୁରୀ,ବିଶ୍ୱମୟ ପୂଜାହାରୀ, ଦେବଦତ୍ତ ପ୍ରଧାନ,ଶାନ୍ତାନୁ ପୁରୋହିତ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like