-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

କାଶୀନାଥ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ             

03-Jan-2025



ଯାଜପୁର/ବରୀ(ପ୍ରେରଣା ଖବର): ବରୀ ବ୍ଲକ ଅନ୍ତର୍ଗତ କଳାମାଟିଆ ପଞ୍ଚାୟତର କାଇପଡ଼ାସ୍ଥ କାଶୀନାଥ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଓ ପୁରସ୍କାର ପ୍ରଦାନ ଉତ୍ସବ ମହାବିଦ୍ୟାଳୟର ଅଧକ୍ଷ ପ୍ରମୋଦ କୁମାର ଶତପଥୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ବିଧାୟକ ବିଶ୍ଵରଞ୍ଜନ ମଲିକ, ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡ୍ଡି, ଯୁକ୍ତ ଦୁଇ ଅଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ବିଶ୍ଵାଳ ଯୋଗଦେଇଥିବା ବେଳେ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ଡ଼ କପିଳ ଚରଣ ମହାନ୍ତି ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ବିଜେଡ଼ି ସଭାପତି କେଦାର ଚନ୍ଦ୍ର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ପ୍ରଧାନ, ସନ୍ତୋଷ କୁମାର ସାମଲ, ଦିଲ୍ଲିପ କୁମାର ମହାନ୍ତିଙ୍କ ସମେତ ପୂର୍ବତନ ସରପଞ୍ଚ ସମିର ମଲିକ, ପ୍ରସନ୍ନ କୁମାର ସାମଲ, କଲେଜର ପ୍ରତିଷ୍ଠାତା ସ୍ୱର୍ଗତ କାଶୀନାଥ ଜେନାଙ୍କ ପୂତ୍ର ଦିଲ୍ଲିପ କୁମାର ଜେନା ପ୍ରମୁଖ ଯୋଗଦେଇଥିଲେ। ଅନୁଷ୍ଠାନର ଅବସରପ୍ରାପ୍ତ କର୍ମଚାରୀ ସର୍ବେଶ୍ଵର ପରିଡା, ଉମେଶ ଚନ୍ଦ୍ର ଦାସ, ଉର୍ମିଳା ଜେନା, ଦେବବ୍ରତ ପତି, ଦିଲ୍ଲୀପ କୁମାର ସାମଲ, ପ୍ରତାପ ଚନ୍ଦ୍ର ଦାସ ଏବଂ ଅଧ୍ୟାପକ ଡ଼ କପିଳ ଚରଣ ମହାନ୍ତି, ଡ଼ କିଶୋର କୁମାର ସାହୁ ପିଏଚଡି ହାସଲ କରିଥିବାରୁ ମୂଖ୍ୟ ଅତିଥି ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ପ୍ରଦାନକରି ସମ୍ବର୍ଦ୍ଧିତ କରିଥିବା ବେଳେ। ବାର୍ଷିକ କ୍ରୀଡ଼ାରେ ଚମ୍ପିୟାନ ହୋଇଥିବା ସ୍ଵାତୀ ମହାକୁଡ, ତ୍ରିଦିପ ଜେନା, କୌଶଲ୍ୟା ଦାସ ଓ ଆଶୁତୋଷ ପରିଡାଙ୍କ ସମେତ ବିଭିନ୍ନ କ୍ରୀଡ଼ାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯକ୍ରମ ପରିଚାଳନାରେ ଯୁଧିଷ୍ଠିର ସାହୁ, ଦେବବ୍ରତ ପତିଙ୍କ ସମେତ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like