-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ରାଇରଙ୍ଗପୁର ବ୍ଲକ କାର୍ଯ୍ଯାଳୟର ସଭାଗୃହରେ ଶୀତବସ୍ତ୍ର କମ୍ବଳ ବଣ୍ଟନ କାର୍ଯ୍ଯକ୍ରମ ଅନୁଷ୍ଠିତ

03-Jan-2025



ରାଇରଙ୍ଗପୁର ବ୍ଲକ କାର୍ଯ୍ଯାଳୟର ସଭାଗୃହରେ ଶୀତବସ୍ତ୍ର କମ୍ବଳ ବଣ୍ଟନ କାର୍ଯ୍ଯକ୍ରମ  ସଭାପତି ଘନଶ୍ଯାମ ମିଶ୍ରା ଏଣ୍ଡ ସନ୍ସ   ଲିମିଟେଡ୍ ଗୋରୁମହିଷାଣୀ ଲୌହଖଣି ମ୍ଯାନେଜର ବିକାଶ ରଂଜନ ନାୟକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି I ଉକ୍ତ ଭବ୍ଯ କାର୍ଯ୍ଯକ୍ରମ ରାଇରଙ୍ଗପୁର ଲେପ୍ରାସୋସାଇଟି ମେନକାଇଣ୍ଡସ୍ ଓ ଘନଶ୍ଯାମ ମିଶ୍ରା ଏଣ୍ଡ ସନ୍ସ ଲିମିଟେଡ୍ ଗୋରୁମହିଷାଣୀ ଲୌହ ଖଣି ମିଳିତ ଆନୁକୂଲ୍ଯରେ ପରିଚାଳିତ ହୋଇଥିଲା I  ମୁଖ୍ଯ ଅତିଥି ରୂପେ ରାଇରଙ୍ଗପୁର ବ୍ଲକ ଅଧ୍ଯକ୍ଷ ଜ୍ଞାନରଂଜନ ହେମ୍ବ୍ରମ, ସମ୍ମାନିତ

ଅତିଥି ରୂପେ ବ୍ଲକ ଉନ୍ନୟନ ଅଧିକାରୀ ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡା ଓ ଗୋରୁମହିଷାଣୀ ଗୋଷ୍ଠୀ ଚିକିତ୍ସାକେନ୍ଦ୍ର ଅଧିକାରିଣୀ ଡକ୍ଟର ଛବିରାଣୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ I ସଭାପ୍ରାରମ୍ଭ ପୂର୍ବରୁ ଅତିଥିଗଣ ପ୍ରଦୀପ ପ୍ରଜ୍ଜଳନ କରିବା ପରେ ସମସ୍ତଙ୍କୁ ପୁଷ୍ପଗୁଛ ଦେଇ ସମ୍ମାନିତ କରାଯାଇଥିଲା I ସଭାପତି  ଶ୍ରୀ ନାୟକ  ରାଇରଙ୍ଗପୁର ଲେପ୍ରାସୋସାଇଟି ର  ଅଭିନବ ପ୍ରୟାସକୁ ଧନ୍ଯବାଦ ଦେବା ସହିତ ସେମାନଙ୍କ  କାର୍ଯ୍ଯଧାରାକୁ ପ୍ରଶଂସା କରିଥିଲେ I ମୁଖ୍ଯ ଅତିଥି ଶ୍ରୀ ହେମ୍ବ୍ରମ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇଥିବା ବେଳେ ସମ୍ମାନିତ ଅତିଥି ସୁଶ୍ରୀ ପଣ୍ଡା ରାଇରଙ୍ଗପୁର ବ୍ଲକ ତରଫରୁ ମାଇକ୍ରୋଫାଇନାସିଂ ସୁବିଧା ରହିଛି, ଯାହା ଫଳରେ ଲୋକେ ଆତ୍ମନିର୍ଭରଶୀଳ ହୋଇପାରିବେ  ଏବଂ ୬୦ ବର୍ଷ ରୁ ଉର୍ଦ୍ଧ ଲୋକମାନଙ୍କୁ ସରକାର  ଭିନ୍ନକ୍ଷମ ଭତ୍ତା ଦେବାକଥା  ବିଷୟରେ ସୂଚନା ଦେଇଥିଲେ  I ଏହି ଅବସରରେ ୨୦ ଜଣ ଲେପ୍ରୋସି ରୋଗୀମାନଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ଅତିଥିଗଣ ପ୍ରଦାନ କରିଥିଲେ I ଏହାପରେ ରାଇରଙ୍ଗପୁର ବ୍ଲକରୁ ଆସିଥିବା ୧୦୦ ରୁ ଉର୍ଦ୍ଧ ପୁରୁଷମହିଳାମାନଙ୍କୁ ଅତିଥିଗଣ ଶୀତବସ୍ତ୍ର କମ୍ବଳ ବଣ୍ଟନ କରିଥିଲେ I ଏଥିରେ ଲେପ୍ରାସୋସାଇଟି ପ୍ରଜେକ୍ଟ ଏସୋସିଏଟ୍ ପ୍ରହଲ୍ଲାଦ ମଙ୍ଗରାଜ ଅତିଥି ପରିଚୟ ଦେବା ସହିତ ସଭା ପରିଚାଳନା କରିଥିଲେ I ରବୀନ୍ଦ୍ର ଦାସ ଧନ୍ଯବାଦ ଅର୍ପଣ କରିଥିଲେ I ଅମ୍ବୁବତୀ ଦଳାଇ, ସୁକୁମତୀ ହେମ୍ବ୍ରମ ଓ ମଧୁ ହେମ୍ବ୍ରମ ପ୍ରମୁଖ ସହଯୋଗ କରିଥିଲେ I

(ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like