-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||     

HOME   ଜିଲ୍ଲା

ପଏଁରୀ ତିହାର ର ଦ୍ଵିତୀୟ ସଂଧ୍ୟା ରେ କୋରାପୁଟ ଝାରଖଣ୍ଡ ର ଲୋକ ଗୀତ ନାଚ ଥିଲା ଦର୍ଶକ ଙ୍କ ମୁଖ୍ୟ ଆକର୍ଷଣ

03-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ତିହାର ର ରୌପ୍ୟ ଜୟନ୍ତୀ ର ଦ୍ଵିତୀୟ  ସଂଧ୍ୟାରେ  ଅନୁଷ୍ଠାନ ର ସଭାପତି ଲଡ଼ୁକିଶୋର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ହୋଇଥିବା ସାଂସ୍କୃତିକ  ସଭାରେ ମୁଖ୍ୟ ଅତିଥିଭାବେ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ ଅନ୍ୟତମ ଅତିଥି ଭାବରେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ପ୍ରଫେସର ଡ଼ଃ ବିଭୂଦତ୍ତ ମିଶ୍ର,ଉପଦେଷ୍ଟା ଅଭିମନ୍ୟୁ କୁଶଳ,ଶ୍ରୀବତ୍ସ ମଲ୍ଲିକ ପ୍ରମୁଖ  ପ୍ରଥମେ  ସୁବର୍ଣ୍ଣପୁର ର ଇଷ୍ଟଦେଵୀ ମା' ସୁରେଶ୍ୱରୀ ଙ୍କ ପୂଜାର୍ଚନା ପରେ ଉପସ୍ଥିତ ଅତିଥି ମାନେ ସଂସ୍କୃତି ସଂପନ୍ନ ସୁବର୍ଣ୍ଣପୁର ର କଳା ସଂସ୍କୃତିକୁ ପଏଁରୀ ଅନୁଷ୍ଠାନ ଏହି ତିହାର ମାଧ୍ୟମରେ ଜିଲ୍ଲାର ବିଭିନ୍ନ ବ୍ଲକ ର ଲୁକ୍କାୟିତ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ଏହି ପ୍ରୟାସ  ରଖେ l ଓ କଳାକାର ମାନେ ସମସ୍ତେ ଲୋକଲୋଚନକୁ ଆସିବା ସହ ଦେଶ ର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳାକାରମାନେ  ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ଏକ ସୁନ୍ଦର ମଞ୍ଚ ପାଉଥିବା ପ୍ରକାଶ କରିଥିଲେ।  ଏହି ଅବସରରେ   ପଞ୍ଚମହଲା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଲାଲ ବାବୁ ସେଠୀ ଙ୍କୁ ଆଦର୍ଶ ଶିକ୍ଷକ ଭାବରେ  ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା। ବିଶେଷ କରି କରୋନା ମହାମାରୀ ସମୟରେ ସେ ଗାଁ ଗାଁ ବୁଲି  ନବମ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ର ଛାତ୍ରୀମାନ ଙ୍କ ଡାଉଟକ୍ଲିୟର କରାଇବା ସହ କୋଭିଡ ସତର୍କତା ପାଳନ ପୂର୍ବକ ଶିକ୍ଷାଦାନ କରି ସେ ସମୟରେ ସମସ୍ତ ଙ୍କର ପ୍ରୀୟଭାଜନ ହୋଇଥିବା ସହ ସେ ଜଣେ ଆଦର୍ଶ ଶିକ୍ଷକ ଭାବରେ ବେଶ ପ୍ରଶଂସନୀୟ ହୋଇଥିବା ଯୋଗୁଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା।  ସଂପାଦକ ଚୈଧୁରୀ ବିଭାର  ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ପରେ ଏହି ମଞ୍ଚରେ  ପଏଁରୀ ଅନୁଷ୍ଠାନ ର ମାଇଲାଜଡ, ବରଗଡ଼, କୋରାପୁଟ ଓ ଝାରଖଣ୍ଡ ର ବିଭିନ୍ନ ଲୋକ ନୃତ୍ୟ   ପରିବେଷଣ କରାଯାଇଥିଲା ।ଏହି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ହଜାର ହଜାର ଦର୍ଶକ ଢେର ରାତି ଯାଏ ମନଭରି ଉପଭୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026

You Might Also Like