-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

ମୁକ୍ତିଲାଭ କଲା କୋଶଲି/ସମ୍ବଲପୁରୀ ଭିଡ଼ିଓ ବଲାଙ୍ଗିରିଆ ରସିଆ ପିଲା

03-Jan-2025



ବଲାଂଗୀର(ପ୍ରେରଣା ଖବର): ସ୍ଥାନୀୟ ସାମ୍ବାଦିକଭବନ ଠାରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ତପସ୍ୱିନୀ ଅଡିଓ ଭିଜୁଆଲର କୋଶଲି/ସମ୍ବଲପୁରୀ ମ୍ୟୁଜିକ ଭିଡିଓ 'ବଲାଙ୍ଗିରିଆ ରସିଆ ପିଲା' ମୁକ୍ତିଲାଭ ହୋଇ ଲୋକାର୍ପଣ ହୋଇଯାଇଛି l ପଶ୍ଚିମ ଓଡିଶା ପ୍ରଡ୍ୟୁସରସ ଆସୋସିଏସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ  ପୂର୍ବତନ ପୋପା ଅଧ୍ୟକ୍ଷ  ଅଜୟ କୁମାର ଦାଶ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ବ୍ୟାସଦେବ ପୁରୋହିତ ଯୋଗଦାନ କରି ପୋପା ର ଏହି ଉଦ୍ୟମ ଫଳରେ ନୁଆଁ ପିଢ଼ିର କଲାକାର ମାନଙ୍କୁ ଲୋକଲୋଚନକୁ ଆଣି ତାଙ୍କର ପ୍ରତିଭା ବିକାଶରେ ସହଯୋଗ ହୋଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ l

ପୋପା ର ଉପସଭାପତି ଶରତ ମହାକୁର ଆଗକୁ ମଧ୍ୟ ଏହିଭଳି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଯୋଜକ ମାନେ କିଭଳି ଲାଭନ୍ୱିତ ହୋଇ ପାରିବେ ସେଥିପାଇଁ ପ୍ରଚାର ପ୍ରସାର ବ୍ୟାପକ କରାଯିବ ବୋଲି ମତ ରଖିଥିଲେ l ପରେ ଆଲବମ ସହିତ ଜଡିତ ଲେଖକ କପିଳେଶ୍ୱର ଖମାରୀ, ଚୈତନ୍ୟ ମଟାରୀ, ସଂଗ୍ରାମ ମହାପାତ୍ର, ସାଇକୃଷ୍ଣ,ଟୂବୁଲ ସିଂ ଚରଣ, ପୁର୍ଣ, ପରେଶ,  ଆଲବମର ନାୟକ କ୍ରିଷ୍ଣରାଜ, ବ୍ୟବସାୟୀ ଅଭିଜନ ପତି, ପ୍ରୋଜାଜିକା ରତ୍ନମଞ୍ଜରୀ ପତି ପ୍ରମୁଖଙ୍କୁ  ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନୀତ କରାଯାଇଥିଲା l ବିଶିଷ୍ଟ ସଙ୍ଗୀତ ଶିଳ୍ପୀ ମୁରଲିଧାରୀ ପତିଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପୋପା ର ସମ୍ପାଦକ ଦେବେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଵା ବେଳେ ପରିଚାଳନା କରିଥିଲେ ସିରିଶା ସୁଭଦର୍ଶିନୀ ପତି l ପରିଶେଷରେ ଶତାଧିକ ଦର୍ଶକଙ୍କ ସମାଗମରେ ଗୀତର ଭିଡିଓ ପ୍ରଦର୍ଶନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like