-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

କ୍ରାନ୍ତିଜ୍ୟୋତି ସାବିତ୍ରୀ ବାଇ ଫୁଲେ ଙ୍କ ୧୯୫ତମ ଜୟନ୍ତୀ ପାଳିତ

03-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଓବିସି ମଞ୍ଚ କାର୍ଯ୍ୟାଳୟ ରାଜେନ୍ଦ୍ର ପଡ଼ା ବଲାଙ୍ଗୀର ଠାରେ କ୍ରାନ୍ତି ଜ୍ୟୋତି ସାବିତ୍ରୀ ବାଇ ଫୁଲେଙ୍କ ୧୯୫ତମ ଜୟନ୍ତୀ ନବସେତୁ ମାସିକ ପତ୍ରିକା ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ବିଶିଷ୍ଟ ଶ୍ରମିକ ନେତା ଶମ୍ଭୁ ନାଗ, ସମ୍ମାନିତ ଅତିଥି,ଦଶପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ପୁରବୀ ବାଗ, ଆଶା ସଂଘ ସଭାନେତ୍ରୀ ମମତା କଚ୍ଛପ, ଦଲିତ ଶିକ୍ଷକ ସଂଘ ସଭାପତି ବସୁଦେବ ମୁଗ୍ରୀ, ବିଶିଷ୍ଟ ସମାଜସେବୀ ରୁପାଲୀ ମହାନନ୍ଦ, ନବସେତୁ ସମ୍ପାଦକ ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ପ୍ରକାଶକ ପ୍ରଦେଶୀ ବିଶ୍ଵାଳ, 

କୁଲତା ସମାଜ ସଭାପତି ଇଂ. ବେଲାର ସିଂଭୋଇ, ଓବିସି ମଞ୍ଚ ରାଜ୍ୟ ସଭାପତି ଶଙ୍କର ପାତ୍ର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରି ଥିଲେ। ଏହି କାର୍ଯ୍ୟକ୍ରମରେ ଶିଶୁ କଣ୍ଠଶିଳ୍ପୀ ଡୁଲେଶ୍ଵରୀ ଛତ୍ରୀଆ, ମଞ୍ଜରୀ ପଟେଲ, ସୁବାସୀନି ସାହୁ, ପ୍ରିୟଙ୍କା ନାଗ, ସେବତୀ ଧରୁଆ, ସଞ୍ଜୟ ଦୀପ ପ୍ରମୁଖଙ୍କୁ ମାନପତ୍ର ପ୍ରଦାନ ସହ ସମ୍ମାନିତ କରାଯାଇଥିଲା। ଅନାନ୍ୟ ବକ୍ତା ଲେଖକ ଭବାନୀ ଶଙ୍କର ପଟଲ, 

ଟଙ୍କଧର ଗଡତ୍ୟା,ଶୁସିଲ ଛତ୍ରୀଆ,ତରଣୀ ସେନ ଦୀପ ସାବୀତ୍ର ବାଇ ଙ୍କ ଜୀବନଦର୍ଶନ ଉପରେ ନିଜନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ସଭାରେ, ତ୍ରିଲୋଚନ ନନ୍ଦ,ମଧୁ ଖେତୀ, କ୍ରାନ୍ତି ଲାଲ ମୁଗ୍ରୀ, ସିତାରାମ କୁମ୍ଭାର, ଜ୍ୟୋତିଷ ମୁଗ୍ରୀ, ସବିତା ନନ୍ଦ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଆନନ୍ଦ ପଧାନ ସଭା ପରିଚାଲନା କରିଥିଲେ l ସରୋଜ କୁମାର ମେଶ୍ଵା ସଂଯୋଜକ ଓବିସି ମଞ୍ଚ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like