-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||     

HOME   ଜିଲ୍ଲା

ସାମାଜିକ ଓ ଅର୍ଥନୈତିକ ବୈଷମ୍ୟ ବିରୁଦ୍ଧରେ ଶ୍ରମିକ ଶ୍ରେଣୀ ଏକଜୁଟ ହେବାକୁ ସ୍ୱର୍ଗୀୟ ବିଶ୍ଵନାଥ ପଣ୍ଡିତଙ୍କ  ଜୟନ୍ତୀ ସମାରୋହ ରେ ଆହ୍ବାନ

03-Jan-2025



କୁଚିଣ୍ଡା : ଆଜି କୁଚିଣ୍ଡା ସ୍ଥିତ ଶ୍ରମିକ ଭବନରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଆନୁକୁଲ୍ୟରେ ସଂଘର ପ୍ରତିଷ୍ଠାତା ସଭାପତି ତଥା ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ସ୍ୱର୍ଗୀୟ ବିଶ୍ଵନାଥ ପଣ୍ଡିତଙ୍କ ୧୦୬ତମ ଜୟନ୍ତୀ ସମାରୋହ ସଂଘ ର ରାଜ୍ୟ ସଭାପତି ଶ୍ରୀ ବିଜୟ କୁମାର ମହାନ୍ତି ଙ୍କ ଅଧ୍ୟକ୍ଷ ତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଶ୍ରମିକ ଭବନରେ ଥିବା ସ୍ୱର୍ଗୀୟ ପଣ୍ଡିଯିଙ୍କର ପ୍ରତିମୂର୍ତ୍ତୀରେ ସଭାପତିଙ୍କ ସମେତ ସମ୍ମାନୀୟ ଅତିଥିମାନେ ଓ କର୍ମକର୍ତ୍ତା ବୃନ୍ଦ ମାଲ୍ୟାର୍ପଣ କରିଥିଲେ ।  ଜୟନ୍ତୀ ସଭାରେ ଶ୍ରୀ ବିଜୟ କୁମାର ମହାନ୍ତି ସମାଜରେ ସାମାଜିକ ତଥା ଆର୍ଥିକ ବୈଷମ୍ୟ ଓ ଧର୍ମାନ୍ଧତl ଉଲ୍ଲେଖ କରି ଏସବୁ ବିଷୟରେ ଅବଗତ ଓ ସଚେତନ ହେବା ସହିତ ନିଜର ଦାବୀ ଗୁଡ଼ିକ ଦୃଢ଼ ଭାବରେ ଉପସ୍ଥାପନ କରିବା କୁ ସଂଗଠିତ ହେବା ପାଇଁ ଆହ୍ବାନ ଜଣାଇଥିଲେ ।
 

ଏଠାରେ ମତ ପ୍ରକାଶ ପାଇଥିଲା ଯେ, ଉତ୍କଟ ଦର ଦାମ ବୃଦ୍ଧି ଆର୍ଥିକ ବୈଷମ୍ୟକୁ ଆହୁରି ବୃଦ୍ଧି କରୁଛି । ଏସବୁ ବିରୁଦ୍ଧରେ ଶ୍ରମିକ ଓ ଚାଷୀ ଏକଜୁଟ ହେବା ଆବଶ୍ୟକତା ଉପରେ ଗୁରୁତ୍ବ ଆରମ୍ଭ କରାଯାଇଥିଲା । ଏହି ସଭାରେ ପୂର୍ବତନ ବିଧାୟକ  ରାଜେନ୍ଦ୍ର ଛତ୍ରିଆ ଉଦବୋଧନ ଦେଇ ସ୍ୱର୍ଗୀୟ ପଣ୍ଡିଜୀଙ୍କର ଅସଂଠିତ ଶ୍ରମିକ ଶ୍ରେଣୀ ପାଇଁ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ଓ ନିଜର ସଂଘର ସଂଗଠନକୁ ଆହୁରି ଦୃଢ଼ କରିବାକୁ ଆହ୍ବାନ ଜଣାଇଥିଲେ । ସଂଘର ରାଜ୍ୟ ସମ୍ପାଦକ ମହମ୍ମଦ ମୂର୍ତ୍ତୁଜା ଓ ରାଜ୍ୟ ସମ୍ପାଦିକା ପଦ୍ମାବତୀ କିଷାନ ସଂଘର ସଂଘ ହାସଲ କରିଥିବା ବିଭିନ୍ନ ଦାବୀ ଆଲୋକପାତ କରିଥିବା ସହିତ ସଂଘ ପକ୍ଷରୁ ସରକାର ଙ୍କୁ ଦେଇଥିବା ଦାବିପତ୍ର ଉପରେ ଉଚ୍ଚ ସ୍ତରରେ ହୋଇଥିବା ଆଲୋଚନା ସମ୍ପର୍କରେ ଏବଂ ୬୦ ବର୍ଷ ପୂର୍ତ୍ତି ସମାରୋହ ସମ୍ପର୍କରେ ସୂଚନା ଦେଇଥିଲେ । 
   ଏଥିରେ ଅଧ୍ୟାପକ ଶ୍ରୀ ସୁବାସ ଚନ୍ଦ୍ର ନାୟକ,ଡିଭିଜନ ସମ୍ପାଦକ କୀର୍ତ୍ତନ ସେନାପତି,ପୂର୍ବତନ ଲେମ୍ପ ସଭାପତି ଶ୍ରୀ ମାନରଞ୍ଜନ ଭୋଇ ପୂର୍ବତନ ବିଜେଡି ଟାଉନ ସଭାପତି ଶ୍ରୀ ଭିମରlଜ ପ୍ରସାଦ,ବିଜେଡିର ବ୍ଲକ ସଭାପତି ଶ୍ରୀ ଅମୂଲ୍ୟ ମିଶ୍ର,ବିଜେଡି ଯୁବ ନେତା ଶ୍ରୀ ସନ୍ଦୀପ ମହାନ୍ତି,ଶ୍ରୀ ଚୈତନ୍ୟ ମେହେର, ଶ୍ରୀ ଲକ୍ଷ୍ମଣ ସାହୁ, ମିଲନ ପଲେଇ,ପୁଷ୍ପକେତୁ ଦେଓ,ନୃପମଣି ଧାରୁଆ,ଭିକାରୀ ନାଏକ,ଶ୍ରୀକର କଣ୍ଟା,କୈଳାଶ ତାଉଡିଆ, ଟିକନ୍ ଶର୍ମା,ବବିଲି ଭୋଇ, ଏବଂ ତୋଳାଳୀ ଫୋଲ ମାଝୀ,ପ୍ରେମିକା କlଲୋ, ଯୋଷଦା ମାଝୀ,ଚନ୍ଦ୍ରକାନ୍ତି ବୁଡା,ଅହଲ୍ୟା ସିଂ,ଉର୍ମିଳା ଡୁଡୁଙ୍ଗ ପ୍ରମୁଖ ଏହି ଜୟନ୍ତୀ ସମାରୋହରେ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026

You Might Also Like