-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||     

HOME   ଜିଲ୍ଲା

ମେଦନା ଗ୍ରାମରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ

03-Jan-2025



ନବରଙ୍ଗପୁର:(ଡାବୁଗାଁ) (ମିହିର ଶଙ୍କର ପାତ୍ର)
ରାଜ୍ୟ ସରକାର ମେଡିକାଲ ଗୁଡ଼ିକର ଉନ୍ନତି ପାଇଁ ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ବେଳେ ମେଡିକାଲରେ ଡାକ୍ତର ଅଭାବ କାରଣରୁ ରୋଗୀ ସେବା ବ୍ୟାହତ ହେଉଛି।ଏଭଳି ଏକ ଘଟଣା ଦେଖିବାକୁ ମିଲୁଛି ମେଦନାଗ୍ରାମରେ। ମେଦନା ଗ୍ରାମରେ ସରକାରୀ ମେଡ଼ିକାଲ ଅଛି ସତ କିନ୍ତୁ ସରକାରୀ କର୍ମଚାରି ଅଭାବ।ଏହାର ସୁଯୋଗ ନେଇ ନକଲି ଡାକ୍ତର ବା କ୍ୱାକ ମେଦନା ଗ୍ରାମର ମେଡିକାଲ ସାମ୍ନାରେ କ୍ଲିନିକ ଖୋଲି ଲୋକଙ୍କୁ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ 
 ମେଦନା ପଞ୍ଚାୟତର ଗାଁ ଗହଳିରେ ଲୋକଙ୍କ ଭରସା ପାଲଟିଛି କ୍ୱାକ୍‍ଙ୍କ ଚିକିତ୍ସା। ଗାଁ ଗାଁରେ ନିଜକୁ ଡାକ୍ତର ପରିଚୟ ଦେଇ ନିଜ ନିଜର କ୍ଲିନିକ କରି ବସିଥିବା ବେଳେ କେହିବି ମେଡିକାଲ ପାଠପଢ଼ି ନାହାନ୍ତି। ଏହିଭଳି କ୍ୱାକ୍‍ ବା ନକଲି ଡାକ୍ତର ବର୍ତ୍ତମାନ  ଅଞ୍ଚଳରେ କାୟା ବିସ୍ତାର କରିବାରେ ଲାଗିଛନ୍ତି। *"ସବୁ ଜାଣି ଅଜଣା ସାଜୁଛନ୍ତି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ"*: ଗାଁକୁ ଗାଁ ବୁଲି ନକଲି ଡାକ୍ତର ବା କ୍ବାକ୍‌ ବ୍ୟବସାୟୀମାନେ ରୋଗୀଙ୍କୁ ଡାକ୍ତରଙ୍କ ଭଳି ଚିକିତ୍ସା କରୁଥିବା ଦେଖିବାକୁ ମିଳୁଛି। ଥଣ୍ତାକାଶଠାରୁ ଆରମ୍ଭ କରି ଝାଡ଼ା, ମ୍ୟାଲେରିଆ ହେଉ କିମ୍ବା କୌଣସି ବଡ଼ ଧରଣର ରୋଗ ହେଉ।ରୋଗୀଙ୍କୁ ସତମିଛ କହି ବିଭିନ୍ନ ପ୍ରକାରର ଔଷଧ ଦେଇ ଶୋଷଣ କରିବାରେ ଲାଗି ପଡ଼ିଛନ୍ତି ଏହି କ୍ବାକ୍‌ ଡାକ୍ତର।ଖାଲି ମେଦନା ନାହିଁ ଡାବୁଗାଁ ବ୍ଲକର ଗାଁ ଗହଳିରେ କିଛି ସରକାରୀ କର୍ମଚାରୀ ମଧ୍ୟ ନକଲି ଡାକ୍ତର ସାଜି ଚିକିତ୍ସା କରୁଥିବା ସ୍ଥାନେ ସ୍ଥାନେ ଆଲୋଚନା ହେଉଛି।ଏଠିପ୍ରତି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସଜାଗ ହେବା ଆବଶ୍ୟକ ଅଛି।
ଏହା ଉପରେ ପ୍ରଶାସନ ର 
କେବେ ନଜର ପଡିବ ଜନ ସାଧାରଣ ରେ ଚର୍ଚ୍ଚା ହେଉଛି 

*ବି:ଦ୍ର:-ଗ୍ରାମାଞ୍ଚଳରେ କ୍ୱାକ୍‌ଙ୍କ ମାଳମାଳ କ୍ଲିନିକ୍‍:ପଶ୍ଚିମବଙ୍ଗର ଅଧାପାଠୁଆ ଓଡ଼ିଶାରେ ଡାକ୍ତର*


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026

You Might Also Like