-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ରାଜ୍ୟ

ଓଡିଶା ଦୃଷ୍ଟିହୀନ ସଂଘ ଦ୍ୱାରା ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

03-Jan-2025



ଭୁବନେଶ୍ବର: ଓଡିଶା ଦୃଷ୍ଟିହୀନ ସଂଘ ଦ୍ୱାରା ଖାରବେଳ ନଗରଠାରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜନ ହୋଇଥିଲା l ଏହି ସ୍ୱାସ୍ଥ୍ୟ ଶିବିରରେ ସମସ୍ତ ଦୃଷ୍ଟିହୀନ ଛାତ୍ର ଏବଂ ସମସ୍ତ ଜିଲ୍ଲା ଦୃଷ୍ଟିହୀନ ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ l ଭେଷଜ ଡାକ୍ତର, ଅସ୍ତ୍ରୋପଚାର, ଶିଶୁ ଏବଂ ଦନ୍ତ ବିଭାଗର ଡାକ୍ତର ଏହି ଶିବିରରେ ଜଡିତ ଥିଲେ। ରକ୍ତଦାନ ଶିବିର, ପ୍ରଥମ ସହାୟତା ପାଥୋଲାବ ସୁବିଧା ସହିତ ମାଗଣାରେ ଔଷଧ ବିତରଣ କରାଯାଇଥିଲା l ଏହି ଶିବିରରେ ପ୍ରାୟ ୧୫୦୦ ଲୋକ ଏକତ୍ରିତ ହୋଇଥିଲେ l 
ଏହି ମେଗା ସ୍ୱାସ୍ଥ୍ୟ ଶିବିରରେ 
ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା, 
ମାନ୍ୟବର ବିଧାୟକ, ଭୁବନେଶ୍ୱର ମଧ୍ୟ, ଛାତ୍ର ଯୁବନେତା ଶ୍ରୀ ଅର୍ପିତ ପଟେଲ, ଡାକ୍ତର ସୁବାଷ ଚନ୍ଦ୍ର ନାୟକ, ଆଇ.ଡି.ଏ ସେକ୍ରେଟାରୀ ଓଡିଶା, ୱାନ୍ ଇନ୍ ଅଲ୍ ର ପ୍ରତିଷ୍ଠାତା ସେଖ୍ ଅମିର ମହମ୍ମଦ, 
ସାଧାରଣ ସଚିବ ଓଡିଶା, ଓଏବି ସଭାପତି ଶ୍ରୀଯୁକ୍ତ ମହେଶ୍ୱର ରାଉତ, ପ୍ରସନ୍ନ କୁମାର ଦାସ,ସାଧାରଣ ସମ୍ପାଦକ ଓଏବି ଏବଂ ଓଏସ ସନ୍ୟାସୀ କୁମାର ବେହେରା ପ୍ରମୁଖ ମାନ୍ୟଗଣ୍ୟ ଅତିଥି ବୃନ୍ଦ ଯୋଗଦେଇଥିଲେ l କାର୍ଯ୍ୟକାରିଣୀ କମିଟିର ସମସ୍ତ ସଦସ୍ୟ ତଥା କର୍ମକର୍ତ୍ତାଙ୍କ ସହଯୋଗ ଯୋଗୁଁ ଏତେ ବଡ଼ କାର୍ଯ୍ୟକ୍ରମ ସଫଳତାର ସହିତ ସମ୍ଭବ ହୋଇପାରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like