-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||     

HOME   ଜିଲ୍ଲା

ଜ଼ିଲ୍ଲାପାଳ ଙ୍କ ସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କଲା ଜିଲା ଅଙ୍ଗୱାଡି ସଂଘ

03-Jan-2025



ନବରଙ୍ଗପୁର,
(ମିହିର ଶଙ୍କର ପାତ୍ର,)
ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀକକ୍ଷ ଠାରେ ଜ଼ିଲ୍ଲାପାଳ ଡଃ.ଶୁଭଙ୍କର ମହାପାତ୍ରଙ୍କର ସହିତ ଭାରତୀୟ ମଜଦୂର ସଙ୍ଘ ସହବନ୍ଧିତ  ଅଲ ଓଡିଶା ଅଙ୍ଗନଓ୍ବାଡି ଲେଡିସ ଓ୍ବାର୍କର ଏସୋସିଏସନ ତରଫରୁ  ନବରଙ୍ଗପୁର ଜିଲାରେ ଅଙ୍ଗନଓ୍ବାଡିକର୍ମୀ ଙ୍କର ବିଭିନ୍ନ ସମସ୍ୟା ନେଇ ଆଲୋଚନା ହୋଇଥିଲା । ଏହା ସହିତ ଅଙ୍ଗନଓ୍ବାଡି ସଂଘର ବିଭିନ୍ନଦାବି ସଂପର୍କରେ ଆଲୋଚନା କରାଯାଇ  ଦାବୀପତ୍ର ଜ଼ିଲ୍ଲାପାଳ ଡଃ. ଶୁଭଙ୍କର ମହାପାତ୍ରଙ୍କୁ ପ୍ରଦାନ କରାଯାଇଛି। "ମୂଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟିକର ଯୋଜନା"ରେ ୧୪ରୁ ୧୯  ବର୍ଷର କିଶୋରୀମାନଙ୍କୁ    ଅଣ୍ଡା ବଣ୍ଟନ କରାଯିବା,ଗର୍ଭବତୀ,ପ୍ରସୂତି ତଥା ୬ ମାସରୁ ୩ ବର୍ଷ ଶିଶୁଙ୍କୁ ଆବଶ୍ୟକ ଅଣ୍ଡା ବଣ୍ଟାଯିବା,ପ୍ରାକ ବିଦ୍ୟାଳୟ ଶିଶୁଙ୍କ ନିମନ୍ତେ ଅଣ୍ଡା ବଣ୍ଟନ କରାଯାଉଥିବାବେଳେ  ଅଣ୍ଡା ଦର ବଜାରରେ ବୃଦ୍ଧି ପାଇ ଥିବାରୁ ସରକାର ଅଣ୍ଡା ଦର ବୃଦ୍ଧି କରିବା ପାଇଁ ଦାବି କରାଯାଇଛି । କେତେକ ବ୍ଲକରେ ସଠିକ ଭାବରେ ଛତୁଆ ଦିଆ ଯାଉ ନ ଥିବା ଅଭିଯୋଗ ହୋଇଥିଲା । ତେବେ ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ଜିଲ୍ଲାପାଳ ଡଃ. ମହାପ।ତ୍ର   ଦାବିପତ୍ର ପ୍ରଦାନ ବେଳେ ଭାରତୀୟ ମଜଦୂର ସଂଘ ଜିଲା ଉପଦେଷ୍ଟା ପରମେଶ୍ବର ବିଷୋୟୀ,ଭାରତୀୟ ମଜଦୁର ସଂଘର ଜ଼ିଲ୍ଲା ସଭାପତି ବାଙ୍କବିହାରୀ ବିଷୋୟୀ,ଅଙ୍ଗନଓ୍ବାଡି ସଂଘର ଜିଲା ସଭାନେତ୍ରୀ ଭାଗ୍ୟବତୀ ଷଡଙ୍ଗୀ, ସମ୍ପାଦିକା ସନ୍ଧ୍ୟାରାଣୀ ବିଶ୍ବାଳ, ଉପ ସଭାନେତ୍ରୀ ଶୁଭାଷିତା ପାତ୍ର, କୋଷାଧ୍ୟକ୍ଷା ମମତା ବ୍ରହ୍ମା,  ରାଜ୍ୟ ନେତ୍ରୀ ସବିତା ନାୟକ, ଅଙ୍ଗନଓ୍ବାଡି ସଂଘ ଜିଲା କାର୍ଯ୍ୟକର୍ତ୍ତ। ପ୍ରମୂଖ ଉପସ୍ଥିତ ରହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026

You Might Also Like