-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରଶାସନ ଶୁଣିଲାନି, ମଦ ଓ ବାଇକ ଜବତ କଲେ ମହିଳା ଗୋଷ୍ଠୀ, ବଘୁଆବାହାଲରେ ତେଜୁଛି ମଦ ବିରୋଧୀ ଆନ୍ଦୋଳନ.. ପୁଲିସ ପହଁଚିନି

08-Oct-2020



 

ମୁରିବାହାଲ ;୦୮/୧୦/୨୦ ମୁରିବାହାଲ ଥାନା ଇଛାପଡା ପଞ୍ଚାୟତ ବଘୁଆବାହାଲ ଗ୍ରାମର ଏସଏଚଜି ମହିଳା ମାନେ ଗ୍ରାମରେ ବେଆଇନ ଭାବେ ମଦ ବିକ୍ରି ବୃଦ୍ଧି ପାଉଥିବା ନେଇ ଗତ ସପ୍ତାହରେ ମୁରିବାହାଲ ପୁଲିସ  ବିଡ଼ିଓ,ଓ ଉପଜିଲ୍ଲାପାଳଙ୍କୁ ଲିଖିତ ରୂପେ ଜଣାଇଥିଲେ ମଧ୍ୟ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନ ନେବାରୁ ଗ୍ରାମର ମହିଳା ଗୋଷ୍ଠୀ ଦେଶୀ ମଦ ଚାଲାଣ କରୁଥିବା ଏକ ବାଇକ ସହ ମଦ ଜବତ କରି ପୁଲିସକୁ ଲିଖିତ ରୂପେ ଜଣାଇଥିଲେ ମଧ୍ୟ ସନ୍ଧ୍ୟା ସୁଦ୍ଧା ପୁଲିସ ଘଟଣାସ୍ଥଳକୁ ପହଞ୍ଚି ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି।ବଘୁଆବାହାଲ ଗ୍ରାମର ଏସଏଚଜି ମହିଳା ମାନେ ଗତ ସପ୍ତାହରେ ମୁରିବାହାଲ ଥାନା , ବିଡ଼ିଓ ଓ ଉପଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ ଯେ ଗ୍ରାମର କେତେକ ଲୋକ ଗ୍ରାମରେ ବେଆଇନ ଭାବେ ମଦ କୋଠି କରି ମଦ ବିକ୍ରି କରୁଛନ୍ତି, ଏଣୁ ଏହାର କାର୍ଯଅନୁଷ୍ଠାନ ପାଇଁ ସେମାନେ ଦାବି କରିଥିଲେ।କିନ୍ତୁ ପ୍ରଶାସନ ତରଫରୁ କୌଣସି ପ୍ରକାର ପଦକ୍ଷେପ ବୁଧବାର ସୁଦ୍ଧା ନିଆ ନ ଯିବାରୁ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟମାନେ ନିଜେ ନିଜର ସୁରକ୍ଷା ପାଇଁ ବାହାରି ପଡ଼ିଥିଲେ।ବୁଧବାର ସକାଳ ୭.ଟାରେ ଗ୍ରାମକୁ ପାଖ ସାଇବିନ୍ଧା ଗ୍ରାମର ବିଭୀଷଣ ବିଶ୍ୱାଳ ଓ ଶୁକ୍ରୁ ଭୁଏ ଏକ ଡିସକଭର ବାଇକ(ଓଡି ୦୩ ସି ୨୨୪୬)ରେ ମଦ ଚାଲାଣ କରୁଥିବା ଦେଖି ଗ୍ରାମର ମଝି ପ୍ରହରୀ ମଣ୍ଡପରେ ଅଟକାଇ ସେମାନଙ୍କ ପାଖରୁ ୩୮ଟି ଦେଶୀମଦ ପାଉଚ ଜବତ କରି ବାଇକ ସହ ଅଟକ ରଖିଥିଲେ ଏବଂ ମୁରିବାହାଲ ପୁଲିସକୁ ଖବର ଦେଇଥିଲେ ମଧ୍ୟ ସନ୍ଧ୍ୟା ସୁଦ୍ଧା ମୁରିବାହାଲ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ନ ଥିବା ଏସଏଚଜି ମହିଳା ମାନେ ଅଭିଯୋଗ କରିଛନ୍ତି।ଗୋଷ୍ଠୀର ବନିତା ଭୋଇ, ଭାଗ୍ୟବତୀ ପୁଟେଲ, ଇନ୍ଦ୍ରାଣୀ ପୁଟେଲ, ଦ୍ରୋପଦୀ ନାଗ,ନମିତା ପୁଟେଲ, ସୁମିତ୍ରା ନାଗ,ପଦ୍ମିନୀ ବିଶ୍ୱାଳ, ନିହାରିକା ଭୋଇ, ଶ୍ରୀମତୀ ପୁଟେଲ, ମମତା ପୁଟେଲ, ନଳିନୀ ବେଣ୍ଟକାର,ଭୂମିସୁତା ନାଏକ, କୁନ୍ତଳା ରାଉତ, ତରୂଲତା ବେଣ୍ଟକାର,କେଶରୀ ମଲ୍ଲିକଙ୍କ ସହ ବହୁ ସଂଖ୍ୟକ ମହିଳା ମଦ ଜବତ କରିଥିଲେ ମଧ୍ୟ ପୁଲିସ ପହଁଚି ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ କରି ଆଇନକୁ ହାତକୁ ନେବାକୁ ଚେତାବନୀ ଦେଇଛନ୍ତି। 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like