-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ଭାରତର  ପ୍ରଥମ  ମହିଳା ଶିକ୍ଷୟିତ୍ରୀ ସାବିତ୍ରୀବାଈ  ଫୁଲେଙ୍କ ୧୯୪ତମ ଜନ୍ମଜୟନ୍ତୀ  ପାଳିତ

04-Jan-2025



ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ପଣ୍ଡରାମାଳି ସେବାସଂଘ  ଖଡ଼ିଆଳ ଅଞ୍ଚଳ  ତରଫରୁ ଗତକାଲି ସିଙ୍ଗଝର ସଭାଗୃହ  ଠାରେ ଭାରତର  ପ୍ରଥମ  ମହିଳା ଶିକ୍ଷୟିତ୍ରୀ ସାବିତ୍ରୀବାଈ  ଫୁଲେଙ୍କ ୧୯୪ତମ ଜନ୍ମଜୟନ୍ତୀ  ପାଳନ କରାଯାଇଥିଲା । ଉକ୍ତ  କାର୍ଯ୍ୟକ୍ରମରେ ନୂଆପଡା ଜିଲ୍ଲା ସଭାପତି ଗୋଦାବରୀଶ ନାୟକ, ଉପଦେଷ୍ଟା ମଣ୍ଡଳୀର  କର୍ମକର୍ତ୍ତା ତଥା ଶିକ୍ଷାବିତ  ଉପେନ୍ଦ୍ର ଧାକଡ,ସଂପାଦକ  ସେବକ ରାମ ପାତ୍ର, ଗିରିଶ ଚନ୍ଦ୍ର ନାୟକ, ଧ ନୁ  ର୍ଯ୍ଯ ନାୟକ,  ପ୍ରେମଲାଲ  ନାୟକ ଭୁତେଶୂର ନାୟକ,ଅର୍ଜୁନ ନାୟକ, ଯୋଗେଶ୍ବର ନାୟକ, କେଶବ ନାୟକ,   ଗଜାନନ ବଗର୍ତ୍ତୀ, ନରହରି ନାୟକ ଓ ଧନୁର୍ଜୟ ନାୟକ ଉପସ୍ଥିତ ଥିଲେ। ସାବିତ୍ରୀବାଈ  ଫୁଲେ  ବାଳିକା ମାନଙ୍କର ଶିକ୍ଷାପ୍ରତି ଅକ୍ଳାନ୍ତ ପରିଶ୍ରମ କରୁଥିବା ତଥା  ନିମ୍ନବର୍ଗର ଲୋକମାନଙ୍କର  ଶିକ୍ଷାଗ୍ରହଣ ପାଇଁ ଜୌତିବା ଫୁଲେ ଓ  ସାବିତ୍ରୀବାଈ ଫୁଲେଙ୍କ  ଅବଦାନ  ଅତୁଳନୀୟ 
ବୋଲି ଆଲୋକପାତ  କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅନେକ ଲୋକ ଜନ୍ମଦିନକୁ ପାଳନ କରିଥିଲେ

(ପରମେଶ୍ୱର ମେହେର ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like