-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳିତ 

04-Jan-2025



ବରପାଲି(ସୁଦାମ ଦୀପ): ବରଗଡ଼ କେନାଲ ବିଭାଜନ ପକ୍ଷରୁ ଜିଲ୍ଲା ସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଚାଷ ଓ ଚାଷୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଓଡ଼ିଶା ସରକାର ନେଇଥିବା ପଦକ୍ଷେପକୁ ସ୍ବାଗତ କରି ପାଣି ପଂଚାୟତ ବୈଠକରେ ଦିନକୁ ଦିନ ଚାଷୀଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଥିବାରୁ ଏହାର ସୁଧାର ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ପଦକ୍ଷେପ ପାଇଁ ତାଗିଦ କରିଥିଲେ । ସମ୍ମାନୀତ ଅତିଥି ଭାବରେ ବରଗଡ଼ ବିଧାୟକ ଅଶ୍ବିନୀ ଷଢ଼ଙ୍ଗୀ ପାଣି ପଞ୍ଚାୟତ ଗଠନର ଆବଶ୍ୟକତା ଓ ଏ ହାର ଉପାଦେୟତା ବିଷୟରେ ଉପସ୍ଥାପନ କରି ଚାଷୀଙ୍କୁ ଏହାର ଲାଭ ଉଠାଇବା ପାଇଁ ଆହ୍ବାନ ଦେଇଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଅତାବିରା ବିଧାୟକ ଚାଷୀଙ୍କ ହିତରେ ଗଠିତ ପାଣି ପଂଚାୟତଗୁଡ଼ିକୁ ଆହୁରି ତତ୍ପର ହେବା ପାଇଁ ଆହ୍ବାନ କରିଥିଲେ l 
 ପାଣି ପଂଚାୟତ ନୋଡ଼ାଲ ଅଫିସର ଇରିଗେସନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ.ବସନ୍ତ କୁମାର ସାହୁ ନିଜର ସଭାପତିତ୍ବ ଅଭିଭାଷଣ ରଖୀ ପାଣି ପଂଚାୟତ ପକ୍ଷରେ ସାମିଲ ହୋଇ ଉପକୃତ ହେବାକୁ ଚାଷୀଙ୍କୁ ଆହ୍ବାନ ଦେଇଥିଲେ । ମଂଚାସୀନ ଉଠା ଜଳସେଚନ ନିଗମର ନିର୍ବାହୀ ଯନ୍ତ୍ରୀ ଇଂ. ସୂର୍ଯ୍ୟନାରାୟଣ ତ୍ରିପାଠୀ ଜଳସେଚନକୁ ନେଇ ଚାଷୀମାନେ ଭୋଗୁଥ‌ିବା ସମସ୍ୟା ଉପରେ ଆଲୋକପାତ କରି ପାଣି ପଞ୍ଚାୟତ ହିଁ ବିକଳ୍ପ ବୋଲି ମତବ୍ୟକ୍ତ କରିଥିଲେ ।   ଏ ଅବସରରେ ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ସଭାକୁ ସ୍ୱପ୍ନାରାଣୀ ସାହୁ ସଂଚାଳନ କରିଥିବା ବେଳେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଇଂ. ମଦନମୋହନ ସେଠୀ ସ୍ବାଗତ ଅଭିଭାଷଣ ଦେଇଥିଲେ ଏବଂ ବରପାଲି ଏ ସର୍ତ୍ତ ଓ ଇଂ.ଘନଶ୍ୟାମ ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like