-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

*କେସିଙ୍ଗା ବଜାସାଲ କଳାକାର ଙ୍କ ରଙ୍ଗବତୀ ଡାଲଖାଇ ଗୀତ ନାଚ ର ତାଳେ ତାଳେ ଉଦଯାପିତ ହେଲା ପଏଁରି ତିହାର ୨୦୨୫*

04-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଭୀମ ଭୋଇ କଳା ମଣ୍ଡପ ଖୋଲା ପଡ଼ିଆ ଠାରେ  ତିନିଦିନ ଧରି ଚାଲିଥିବା ଲୋକ କଳା ଲୋକ ନୃତ୍ୟ ର ମହା ପାର୍ବଣ ପଏଁରୀ ତିହାର-୨୦୨୫ ର ରୌପ୍ୟଳୟନ୍ତୀ ସମାରୋହ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇ ଯାଇଛି। କେସିଙ୍ଗା, କଳାହାଣ୍ଡି , କୋରାପୁଟ ରାଜ୍ୟ ତଥା ରାଜ୍ୟ ବାହାରୁ  ଆସିଥିବା ସାଂସ୍କୃତିକ ଦଳର ଲୋକନୃତ୍ୟ ଓ ଲୋକସଙ୍ଗୀତ ପରିବେଷଣ ଦର୍ଶକ ଙ୍କୁ ବିମୁଗ୍ଧ କରିଥିଲା l ଉଦ୍‌ଯାପନୀ ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମ ପଏଁରୀର ସଭାପତି ଲଡୁଜିଶୋର ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡ଼ାଙ୍ଗ ମୁଖ୍ୟ ଅତିଥି, ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ପ୍ରାକ୍ତନ ଅତିରିକ୍ତ ଜିଲ୍ଲାପାଳ ବିଶ୍ବନାଥ ବାରିକ, ବୀରମହାରାଜପୁର ସିନିଅର ବିଇଓ ଶାନ୍ତନୁ କୁମ୍ଭକାର, ପ୍ରଫେସର ନୀଳାମ୍ବର ଶତପଥୀ, ନାଟ୍ୟଶ୍ରୀ ଗଦାଧର ବାରିକ, ପଏଁରୀର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ଅଭିମନ୍ୟୁ କୁଶଳ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଜିଲ୍ଲାରେ ଭରିରହିଛି ବହୁ ପୁରାତନ ଐତିହ୍ୟ ଓ କଳା ସଂସ୍କୃତି ପରମ୍ପରା l 
ଏହି ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ସବୁ ସ୍ତରରେ ଉଦ୍ୟମ ହେବା   ବୋଲି ଅତିଥିମାନେ ମତପୋଷଣ କରିଥିଲେ। ଏହି ଅବସରରେ ସୁଜାତା ଗିରିଙ୍କୁ ବୃନ୍ଦାବନ ନାଏକ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା।

ସେହିପରି ସମାଜସେବୀ ଶ୍ରୀବସ୍ଥ ମଲ୍ଲିକଙ୍କୁ ସ୍ବତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା ଲୋକକଳାକୁ ନେଇ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।ପଏଁରୀର ସମ୍ପାଦକ ଚୌଧୁରୀ ବିଭାର ସଭା ସଂଯୋଜନା କରିଥିଲେ ଓ ଉପସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଦେଇଥିଲେ। ସୁଶାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଲୋକସଙ୍ଗୀତ କାର୍ଯ୍ୟକ୍ରମରେ ବୀରେନ୍ଦ୍ର ଜଗଦଲା, କଣ୍ଠ ମହାନନ୍ଦ, ସୁପ୍ରିୟା ଶର୍ମା, ସୁଜାତା ଗିରି, ସୁଚିତ୍ରା ଦାଶ ପ୍ରମୁଖ ଲୋକସଙ୍ଗୀତ ପରିବେଷଣ କରିଥିଲେ। ଲୋକନୃତ୍ୟ କାର୍ଯ୍ୟକ୍ରମରେ ପଏଁରୀର ରସରକେଲି,ଝାରଖଣ୍ଡର ଝୁମର, ବରଗଡ଼ ଚୁମୁକୁରୁମା ଜଳା ପରିଷଦର ଲୋକନୃତ୍ୟ, ମୟୂରଭଞ୍ଜର ଛଉ, କେସିଙ୍ଗା ବଜାଶାଲ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଲୋକନୃତ୍ୟ ପରିବେଷଣ ହୋଇଥିଲା ଏଥିରେ ସନ୍ତୋଷ ମିଶ୍ର, ସନ୍ତୋଷ ପାଢ଼ୀ, ସୋମ୍ୟରଞ୍ଜନ ସେଠୀ, ପୃଥୀରାଜ ବାଘ, ପ୍ରଫୁଲ୍ଲ ନାଏକ, ଗୋପାଳ ମେହେର, ରାମ ମେହେର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like