-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

ପ୍ରଶାସନର ଦାୟିତ୍ୱହୀନତା ଯୋଗୁଁ ତିନି ମାସରେ ୧୩ ଜଣଙ୍କ ଶୋଚନୀୟ ମୃତ୍ୟୁ

11-Jan-2021



ବଲାଙ୍ଗୀର,(ପ୍ରେରଣା ଖବର): କୋଭିଡ କଟକଣା  ଯୋଗୁଁ ଏଚ ଆଇ ଭି/ ଏଡ୍ସ ର ଶିକାର ଅକ୍ରାନ୍ତ ଅକଥନୀୟ ଦୁର୍ଦଶା ର ଶିକାର ହେବ ସହ ଜଣେ ପରେ ଜଣେ ବିଭିନ୍ନ କାରଣ ରୁ ଓ ବିଶେଷ କରି ଏ ଆର ଟି ଔଷଧ ସେବନ କରି ନ ପାରି ମୃତ୍ୟୁ ବରଣ କରିବାକୁ ବାଧ୍ୟ ହେଉଛନ୍ତି ।  ପ୍ରକାଶ ଯେ, ଅନେକ ଅକ୍ରାନ୍ତ ହୋଇ ସୁଦ୍ଧା ଏହି ଏ ଆରଟି ଔଷଧ ସେବନ କରିପାରୁନାହାନ୍ତି । ସେହିପରି ନୂତନ ଅକ୍ରାନ୍ତ ଥିବା ସଂକ୍ରମିତ ଏହି ଔଷଧ ସେବନ କରିବେ କିପରି ଜାଣି ନ ପାରି ନିଜ ଭାଗ୍ୟ କୁ ଆଦରି ମରଣ କୁ ଅପେକ୍ଷା କରିବା ସହ ଅନ୍ୟ କିଛି ଉପାୟ ପାଇପାରୁ ନାହାନ୍ତି ।ସରକାରୀ ଭାବେ ଏହି ଅକ୍ରାନ୍ତ ଙ୍କୁ ଅନ୍ତଦୋୟ ଅନ୍ନ ଯୋଜନା ,ଟ୍ରେନ, ବସ ରେ ପାସ ତଥା ମାସିକ ଭତା ଟଙ୍କା ସରକାର ପ୍ରଦାନ କରିଛନ୍ତି । ଏହି ସବୁ ନିୟମ ଏହି ଜିଲ୍ଲାରେ କାର୍ଯ୍ୟକାରୀ କରିବା ନିମନ୍ତେ କେତେକ ଘରୋଇ ଏନ ଜି ଓ କୁ ଦୀର୍ଘ ବର୍ଷ ଧରି ଦାଇତ୍ଵ ପ୍ରଦାନ କରିଥିଲେ ସୁଦ୍ଧା,ସେ ସବୁ କେବଳ କାଗଜ କଲମରେ କାର୍ଯ୍ୟକାରି କରାଯାଉଛି । ସେହିପରି ଅନେକ ଏହି ଭୁତାଣୁ କଣ ବର୍ତ୍ତମାନ ସୁଦ୍ଧା ଜାଣି ପାରି ନାହାନ୍ତି । ସୂଚନାଯୋଗ୍ୟ, ଇତି ମଧ୍ୟରେ ମାତ୍ର ତିନି ମାସ ରେ ୧୩ ଜଣ ଅକ୍ରାନ୍ତ ଏଡ୍ସରେ ଶୋଚନୀୟ ମୃତ୍ୟୁ ବରଣ କରିଥିବା ବେଳେ ତାଙ୍କ ପରିବାରର ଅନ୍ୟ ସଦସ୍ୟ ସଦସ୍ୟା ଏବଂ ସନ୍ତାନଙ୍କ ଉପଯୁକ୍ତ ସମୟରେ ଚିକିତ୍ସା କରାଇବା ନିତାନ୍ତ ଜରୁରୀ ହୋଇଥିବା ବେଳେ ଉକ୍ତ ଦାୟିତ୍ୱ ରତ ଅଧିକାରୀ ଓ ଏନ ଜି ଓ କର୍ମଚାରୀ ନିରବଦ୍ରଷ୍ଟା ରହି ଦାଇତ୍ୱ ସମ୍ପନ୍ନ କରି ଲକ୍ଷଲକ୍ଷ ଟଙ୍କା ହରିଲୁଟ କରାଯିବା ପରି ଗୁରୁତର ଅଭିଯୋଗ ହୋଇଆସୁଛି । ଏ ନେଇ ବିଭାଗୀୟ ଉଚ୍ଚ ଶାସନ ସଚିବ ତୁରନ୍ତ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରେ ଦାବି ପ୍ରକାଶ ପାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like