-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

୫ରେ ଗାନ୍ଧୀଷ୍ଟାଡିୟମରେ ସୁମନ୍ତମେମୋରିଆଲ ଭେଟେରାନ କ୍ରୀକେଟମ୍ୟାଚ କମିଟି ପକ୍ଷରୁ ଷ୍ଟାଡିୟମରେ ଜର୍ସି ଉନ୍ନୋଚିତ

04-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଜାନୁୟାରୀ ୫ତାରିଖରେ ବଲାଙ୍ଗୀର ଗାନ୍ଧୀଷ୍ଟାଡିୟମଠାରେ ପୂର୍ବତନ କ୍ରୀଡାସଂଗଠକ ସ୍ୱର୍ଗତ ସୁମନ୍ତ ଭୋଇଙ୍କ ସ୍ମୃତିରେ ଏକଦିବସୀୟ ଭେଟେରାନ କ୍ରୀକେଟମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ସେଥିପାଇଁ ଆଜି ସ୍ଥାନୀୟ ଗାନ୍ଧୀଷ୍ଟାଡିୟମଠାରେ ଆୟୋଜକକମକଟି ପକ୍ଷରୁ ଏହାର ଜର୍ସି ଉଦଘାଟନ କାର୍ଯ୍ୟକ୍ରମ କରାଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆୟୋଜକ କମିଟି ପକ୍ଷରୁ ହରେଶ ଦାନୀ ମ୍ୟାଚବିଷୟରେ ସୂଚନା ଦେଇଥିଲେ । ଜର୍ସିକୁ କୃଷ୍ଣଚନ୍ଦ୍ର ଦାନୀଙ୍କ ସମେତ ପୂର୍ବତନ ରଂଜି ପ୍ଲେୟାର ସୂର୍ଯ୍ୟନାରାୟଣ ମିଶ୍ର,ଜିଲ୍ଲା କ୍ରୀଡାସଂସଦର ସଂପାଦକ ହରିନାରାୟଣ ପୂଜାହାରୀ,ଅରୁଣ ନାଏକ,ଶିବୁ ବାଗ,ପୃଥ୍ୱୀରାଜ ମିଶ୍ର,ପ୍ରଦୀପ ମହାନ୍ତି,ମନୋଜ ଚିନ୍ଦା,ପ୍ରଦୀପ ମେହେଟା,ମାନଭଞ୍ଜନ ଯୋଷୀ,ମନୋରଂଜନ ଯୋଷୀ,ଚେତନାନନ୍ଦ ପଣ୍ଡା,ସ୍ୱର୍ଗତ ସୁମନ୍ତ ଭୋଇଙ୍କ ପୁତ୍ର ସାର୍ଥକ ଭୋଇ,ଭାଗିରଥି ମହାକୁର,ଅମିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଉଦଘାଟନ କରିଥିଲେ । ୫ ତାରିଖରେ ଦିନବେଳା ନବକିଶୋର କ୍ରୀକେଟଦଳ ଓ ବଲାଙ୍ଗୀର ଭେଟେରାନ କ୍ରୀକେଟଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରକାଶ ଯେ,ସ୍ୱର୍ଗତ ସୁମନ୍ତ ଭୋଇ ବଲାଙ୍ଗୀରର ଜଣେ ଜଣାଶୁଣା କ୍ରୀକେଟସଂଗଠକ ଥିଲେ । ଆନେକ କ୍ରୀଡାବିଦଙ୍କୁ ସେ ପ୍ରୋତ୍ସାହିତ କରିଆସୁଥିଲେ । ଗତ ୨୦୨୧ ମସିହାରେ ତାଙ୍କର ଦେହାନ୍ତ ହୋଇଯାଇଥିଲା । ତେଣୁ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଚଳିତବର୍ଷଠାରୁ ଏକ ମେମୋରିଆଲ କ୍ରୀକେଟ ମ୍ୟାଚ କରିବାକୁ ସ୍ଥିର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like