-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

"ପେ ଏନ୍ ୱିନ୍ - ଖୁଲ୍ ଯା ସିମ୍ ସିମ୍ " ସ୍କିମ୍ ରେ ଟିପିଡବ୍ଲୁଓଡିଏଲ୍ ସବଡିଭିଜନ୍ ୨ ପକ୍ଷରୁ ବିଦ୍ୟୁତ ଗ୍ରାହକଙ୍କୁ ପୁରସ୍କାର ପ୍ରଦାନ

04-Jan-2025



ବଲାଙ୍ଗିର(ପ୍ରେରଣା ଖବର): ସମୟ ବଦଲିଛି ସମୟ ସାଙ୍ଗରେ କିଛି ପରିବର୍ତ୍ତନ ମଧ୍ୟ ଦେଖିବାକୁ ମିଳୁଛି। ବିଦ୍ୟୁତ୍ ବିଲ୍ ତ ବହୁ ଗ୍ରାହକ ସବୁ ମାସରେ ପେମେଣ୍ଟ କରନ୍ତି ହେଲେ ତା ବଦଲରେ କିଛି ମିଲୁ ନ ଥିଲା। ହେଲେ ଏଇ କିଛି ମାସ ହେଲା ଟାଟା ପାୱାର ବିଦ୍ୟୁତ ଗ୍ରାହକଙ୍କ ପାଇଁ ଏକ ଉତ୍ସାହ ଭରିବା ପାଇଁ ନିୟମିତ ବିଲ୍ ବୁଝାଇବା ଗ୍ରାହକଙ୍କୁ ନେଇ ପୁରସ୍କାର ପ୍ରଦାନ ଉତ୍ସବ ଆରମ୍ଭ କରିଛି। ଏହା ପ୍ରତି ମାସରେ ତିନି ଜଣ ଭାଗ୍ୟଶାଳୀ ଗ୍ରାହକଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। 
ଆଜି ସ୍ଥାନୀୟ ମାଧିଆପାଲି ଗ୍ରୀଡ୍ ଠାରେ ଟିପିଡବ୍ଲୁଓଡିଏଲ୍  ସବଡିଭିଜନ୍ ୨ ପକ୍ଷରୁ ୩ ଜଣଙ୍କୁ ନିୟମିତ ବିଦ୍ୟୁତ ବିଲ୍ ପଇଠ କରୁଥିବାରୁ ସେମାନଙ୍କୁ ଲକି ଡ୍ର ମାଧ୍ୟମରେ ପୁରସ୍କାର ଘୋଷଣା କରାଯାଇ ଆଜି ସେମାନଙ୍କୁ ଏକ ସଭାରେ ପୁରସ୍କାର ପ୍ରଦାନ ଦିଆଯାଇଥିଲା। ବିଦ୍ୟୁତ୍ ଗ୍ରାହକଙ୍କୁ ପ୍ରଥମ ପୂରସ୍କାର ସତ୍ଯା ଭୁଏ (ଭୁଏପାଲି), ଦ୍ଵିତୀୟ ପୁରସ୍କାର  ପରମାନନ୍ଦ ସାହୁ (ଚିକଲବାହାଲ) ଏବଂ ତୃତୀୟ ପୁରସ୍କାର କୁଞ୍ଜବିହାରୀ ଗଡତ୍ୟା (ଡୁଙ୍ଗୁରିପାଲି) ଙ୍କୁ ଯଥାକ୍ରମେ ମୋବାଇଲ , ସୋଲାର୍ ଏବଂ ରେଡିଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଆରଇସି ସେକ୍ସନ୍ ଏସଡିଓ ସୁନୀଲ ସ୍ଵାଇଁ ଙ୍କ ଅଧ୍ୟକ୍ଷତାରେ ଆରଇସି ସେକ୍ସନ୍ ଅଫିସର୍ ରିଆଜୁଲ ହକ୍,କମର୍ସିଆଲ ଜେଇ ମନୋଜ ପାତ୍ର,  ଇ ଏସ୍ ଓ ଛତାମଖନା ସୁଧାକର ମୁଦୁଲି, ଇ ଏସ୍ ଓ ଚୁଡାପାଲି ଶୈଲେଶ ନାଏକ ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ପ୍ରଦାନ କରି ବିଦ୍ୟୁତ ଗ୍ରାହକଙ୍କୁ ଉତ୍ସାହିତ କରିଥିଲେ। ସମସ୍ତ ପୁରସ୍କାର ପାଇଥିବା ବିଦ୍ୟୁତ ଗ୍ରାହକଙ୍କ ମଧ୍ୟରେ ଭରପୁର ଉତ୍ସାହ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like